Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

‘ପ୍ରତ୍ୟେକ ପ୍ୟାକିଂରେ ପୁରୁଣା ମୂଲ୍ୟ ସହ ସଂଶୋଧିତ ନୂଆ ମୂଲ୍ୟ ତୁରନ୍ତ ଉଲ୍ଲେଖ କର’

ଭୁବନେଶ୍ୱର: ନିକଟରେ ଜିଏସ୍‌ଟି ପରିଷଦ ବୈଠକରେ ଦ୍ରବ୍ୟ ଓ ସେବାକର(ଜିଏସଟି) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ହୋଇଥିବା ସଂଶୋଧନକୁ ତୃଣମୂଳସ୍ତରରେ ଗ୍ରାହକମାନେ ଯେଭଳି ପାଇପାରିବେ ସେନେଇ ଗୁରୁତ୍ୱ ଦିଆଯାଉଛି । ଏହି ପ୍ରରିପେକ୍ଷିରେ…

ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର; ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗର- ଉତ୍ତର ଆନ୍ଦ୍ୟପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତୀରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ, ଆହୁରି ୨ ଦିନ ପ୍ରବଳ ବର୍ଷିବ ବୋଲି…

ଚାଷୀଙ୍କ ପାଇଁ ଯଦି କିଏ ଅଧିକ ହିତାକାଂକ୍ଷୀ, ସେ ହେଉଛନ୍ତି ବିଜେପି ସରକାର: ମୁକେଶ ମହାଲିଙ୍ଗ

ଭୁବନେଶ୍ବର: ବିରୋଧୀ ଦଳ ଉପ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ କାଉଣ୍ଟର ଆଟାକ କରିଛନ୍ତି ସ୍ବାସ୍ଥ୍ୟ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର୍ ମୁକେଶ ମହାଲିଙ୍ଗ । ସେ କଡା ଜବାବ ରଖି କହିଛନ୍ତି ଯେ, ଚାଷୀଙ୍କ ପାଇଁ ସବୁଠୁ ଅଧିକ ଚିନ୍ତା କରୁଥିବା ସରକରା ହେଉଛି ଆମ ସରକାର । ଓଡ଼ିଶାରେ ବିଜେପି…

Weather Update: ଆଜି ଏବଂ କାଲି ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ । ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଆସନ୍ତାକାଲି ତଥା ସୋମବାର ଉପକୂଳ ଓଡ଼ିଶା ଓ…

ପ୍ରେମିକାକୁ ଲଜକୁ ଡାକି ବନ୍ଧୁଙ୍କ ସହ ଗଣଦୁଷ୍କର୍ମ କଲା ପ୍ରେମିକ, ୩ ଗିରଫ

ଭୁବନେଶ୍ଵର: ରାଜଧାନୀ ଚାଞ୍ଚଲ୍ୟ । କୋଲ୍ଡ ଡ୍ରିକରେ ନିଷା ଦେଇ ଗଣଦୁଷ୍କର୍ମ ହୋଇଥିବା ଖବର ସାମ୍ନାକୁ ଆସିଛି । ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରିଛି ମହିଳା ଥାନା ପୋଲିସ । ଅଭିଯୁକ୍ତମାନେ ହେଲେ ଚନ୍ଦନ କୁମାର ହାତୀ ଓରଫ ଚାନ୍ଦୁ, ପ୍ରସନ୍ନ କୁମାର ଆଚାର୍ଯ୍ୟ ଏବଂ ରାଜେଶ କୁମାର ଦାସ ।…

ରାଜ୍ୟରେ ପ୍ରଥମ; ଆସନ୍ତା ୧୭ ରୁ ୨୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ଚାଲିବ ବୁଲା କୁକୁର ଗଣନା

ଭୁବନେଶ୍ବର: ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବୁଲା କୁକୁର ଗଣନା କରାଯିବ । ତେବେ ରାଜ୍ୟରେ ଏହା ପ୍ରଥମଥର ପାଇଁ ହେବ । ସମୁଦାୟ ୬୭ଟି ଓ୍ୱାର୍ଡରେ ଏହି ଗଣନା କାର୍ଯ୍ୟ ଚାଲିବ । ଏଥିପାଇଁ ଜୋନ୍, ଓ୍ୱାର୍ଡ ଓ ଓ୍ୱାର୍ଡରେ ଥିବା ପ୍ରତ୍ୟେକ…

ଆସୁଛନ୍ତି ମା’, ଆଜିଠୁ ରାଜ୍ୟର ସମସ୍ତ ଶକ୍ତିପୀଠରେ ଷୋଡଶ ଉପଚାର ବିଧି ଆରମ୍ଭ

ଭୁବନେଶ୍ବର: ଚାଲିଛି ପାର୍ବଣ ଋତୁ । ଆଉ ଦିନ କେଇଟାରେ ଧରା ପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଧିନି ମା' ଦୁର୍ଗା । ମାଆଙ୍କ ଆଗମନକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି ଗାଁଠୁ ସହର । ଏହି ଅବସରରେ ରାଜ୍ୟର ବିଭିନ୍ନ ଶକ୍ତି ପୀଠରେ ଆଜିଠାରୁ ଆରମ୍ଭ ହୋଇଛି ମା’ଙ୍କ ଷୋଡ଼ଶ ଉପଚାର ପୂଜା ନୀତି ।…

ଏକ୍ ପେଡ୍ ମା’ କେ ନାମ୍ ୨.୦: ‘ରାଜ୍ୟବ୍ୟାପୀ ମୋଟ ୭.୫ କୋଟି ଗଛ ଲଗାଇବାକୁ ଆମେ ଲକ୍ଷ୍ୟ ରଖିଛୁ’

ଭୁବନେଶ୍ବର: ଦୁନିଆର ସବୁଠୁ ବଡ଼ ଆଶୀର୍ବାଦ ହେଉଛି ମା'। ନିଜ ଜନ୍ମଦାତ୍ରୀ ମା' ଭଳି ଧରିତ୍ରୀ ମଧ୍ୟ ଆମର ଆଉ ଏକ ମା'। ନିଜ ମା' ପ୍ରତି ସ୍ନେହ, ଶ୍ରଦ୍ଧା ଓ ଭଲପାଇବା ପ୍ରଦର୍ଶନ କରିବା ସହିତ, ଧରିତ୍ରୀ ମା'ର ସୁରକ୍ଷା ଲାଗି, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ 'ଏକ୍ ପେଡ୍ ମା' କେ…

ରାଜ୍ୟ ଗୃହିଣୀ ସମାଜ ସମ୍ପାଦିକା ଇନ୍ଦିରା ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ରାଜ୍ୟ ଗୃହିଣୀ ସମାଜ ସମ୍ପାଦିକା ତଥା ବିଶିଷ୍ଟ ସ୍ତମ୍ଭକାର ପ୍ରଦୋଷ ପଟ୍ଟନାୟକଙ୍କ ଧର୍ମପତ୍ନୀ ଇନ୍ଦିରା ପଟ୍ଟନାୟକଙ୍କ ଦେହାନ୍ତ । ଶନିବାର ସକାଳ ୭ଟା ସମୟରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ୧୦ ଦିନ ହେବ ରାଜଧାନୀର ଏକ…

ବାମରା ତହସିଲଦାରଙ୍କୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ବର: ୧୫ ହଜାର ଲାଞ୍ଚ ନେବାବେଳେ ବାମରା ତହସିଲଦାର ଅଶ୍ବିନ ପଣ୍ଡା ଧରାପଡିବା ଘଟଣା । ଏନେଇ ବଡ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ଯେ, ୨୦୧୯ ବ୍ୟାଚର ଟପର ଅଶ୍ୱିନୀ କୁମାର ପଣ୍ଡା ଲାଞ୍ଚ ନେଇ ଧରାପଡ଼ିଛନ୍ତି, ଆଜି କିମ୍ବା କାଲି ଭିତରେ ତାଙ୍କୁ…