Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପାଣି ପାଇପ୍ ଚୋରି ଅଭିଯୋଗରେ ଟୁଙ୍ଗୁର ଭୋଳ ସମେତ ୧୧ ଗିରଫ

ଭୁବନେଶ୍ବର: କୋଟିଏ ଟଙ୍କାର ପାଇପ ଚୋରି ଅଭିଯୋଗରେ ୧୧ ଜଣଙ୍କୁ ବାନ୍ଧିଲା ଚନ୍ଦକା ପୋଲିସ I ଆରଡବ୍ଲୁଏସଏସ କମ୍ପାନୀର ବହୁ ମୂଲ୍ୟବାନ ପାଣି ପାଇପ୍ ରାଜ୍ୟର ବିଭିନ୍ନ ସ୍ଥାନରୁ ଚୋରି ହେବା ନେଇ ଅଭିଯୋଗ ହୋଇଥିଲା । ଏକ ୧୫ ଜଣିଆ ଗ୍ୟାଙ୍ଗ ଏହି ପାଇପ୍ ଚୋରିରେ ସାମିଲ ଥିବା ନେଇ ଖବରପାଇବା ପରେ…

ଜଳୁଛି ପଶ୍ଚିମ ଓଡିଶା: ଦିନ ସାଢ଼େ ୨ଟା ସୁଦ୍ଧା ୪୫.୨ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିନ ୧୦ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି । ପଶ୍ଚିମ ଓଡିଶାରେ ପ୍ରବଳ ଗରମ ସହ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ଫଳରେ କଲବଲ ହେଉଛନ୍ତି ଲୋକେ । ଆଜି ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁର ରାଜ୍ୟର ସବୁଠୁ…

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ୨ ଜଣ, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ପୁରୀ/ଭୁବନେଶ୍ବର: ପୁରୀ ଭଉଁରୀ ଅବସରରେ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏହି ଘଟଣାରେ ଆହତ…

ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି: ନିୟୋଜିତ ହେବେ ୩୬ ହଜାର ପୋଲିସ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ । ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ପଡିବ ଭୋଟ୍ । ଏଥର ୧୦ ହଜାର ୮୮୨ଟି ବୁଥ୍ ହୋଇଥିବାବେଳେ, ଏଥିରୁ ୨୧ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଅଟେ । ଯାହାକୁ ନେଇ ସୁରକ୍ଷା ଦୃଷ୍ଟିରୁ ୩୬ ହଜାର…

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ପ୍ରାର୍ଥି ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ । ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ଶୁକ୍ରବାର  …

ଭୁବନେଶ୍ୱରରେ ବାର ଡ୍ୟାନସରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଭଡ଼ା ଘର ଭିତରୁ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ପାହାଳ ଥାନା ଶିବଶକ୍ତି ନଗର ସ୍ଥିତ ଏକ ବିଲ୍ଡିଂରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବତୀଙ୍କ ଘର ଚଣ୍ଡିଗଡ଼ । ସେ  ବାର୍‌ ଡ୍ୟାନସର୍‌ ଭାବେ କାମ କରୁଥିଲେ । କେମିତି ଓ କେଉଁ ପରିସ୍ଥିତିରେ ଯୁବତୀଙ୍କ ମୃତ୍ୟୁ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା:ରାୟ ସଂରକ୍ଷିତ

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲାର ଖୋର୍ଦ୍ଧା କୋର୍ଟରେ ଶୁଣାଣି ହୋଇଛି । କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଏହି ମାମଲାରେ ଯୁକ୍ତି ଉପସ୍ଥାପନ କରିଥିଲେ । ଇଭିଏମ ଭଙ୍ଗା ଘଟଣାରେ ପୋଲିସ ଖୋର୍ଦ୍ଧା…

ତାତିରୁ ନିସ୍ତାର ନାହିଁ: ସାଢ଼େ ୧୧ ରେ ୪୨ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର :ସାରା ରାଜ୍ୟରେ କଲବଲ କରୁଛି ତାତି । ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ପ୍ରବଳ ଗରମରେ ହନ୍ତସନ୍ତ ହେଉଛନ୍ତି ଲୋକେ । ଏପଟେ ଆଜି ସାଢ଼େ ୧୧ ରେ ୪୨ ଡିଗ୍ରୀ ଟପିଲା ତାପମାତ୍ରା । ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ତାପମାତ୍ରା ୪୨.୨ ଡିଗ୍ରୀସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ…

‘ପରାଜୟ ଭୟରେ ହିଂସାକାଣ୍ଡ କରୁଛି ବିଜେଡି, ଅପରାଧୀଙ୍କୁ ତୁରନ୍ତ ଗିରଫ କରାଯାଉ’

ଭୁବନେଶ୍ୱର: ନିର୍ବାଚନ ହାରିବା ସୁନିଶ୍ଚିତ ଜାଣିବା ପରେ ବିଜେଡି ରକ୍ତମୁଖା ହୋଇପଡିଛି । ରାଜ୍ୟରେ ହିଂସାର ବାତାବରଣ ସୃଷ୍ଟି କରି ଜନମତକୁ ବିଭ୍ରାନ୍ତ କରିବା ପାଇଁ ଅପଚେଷ୍ଟା କରୁଥିବା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ ଆହୁରି କହିଛନ୍ତି, ଗୁରୁବାର ଅପରାହ୍ନରେ…

ଡେଙ୍ଗୁରୁ ମିଳିବ ମୁକ୍ତି, ଟିକାକୁ ଅନୁମୋଦନ କଲା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ

ଭୁବନେଶ୍ବର: ଆଗକୁ ବର୍ଷା ଋତୁ ଆସୁଥିବାବେଳେ ମଶା ଜନିତ ଅନେକ ଜ୍ବର ବ୍ୟାପିବାର ଆଶଙ୍କା ରହିଛି । ସେଥିମଧ୍ୟରୁ ଗୋଟିଏ ହେଉଛି ଡେଙ୍ଗୁ ଜ୍ବର । ପ୍ରବଳ ଜ୍ବର, ମୁଣ୍ଡ ଓ ଶରୀର ବ୍ୟଥା ଆଦି ଡେଙ୍ଗୁ କ୍ଷେତ୍ରରେ ଦେଖାଯାଇଥାଏ । ଯେଉଁଥିରେ ରୋଗୀ ଜଣକ ଅସହ୍ୟ କଷ୍ଟ ପାଇଥାଏ । ତେବେ ଏହି କଷ୍ଟରୁ…