Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡିଶାର ପ୍ରାୟ ଅଧିକାଂଶ ସ୍ଥାନରେ ପହଞ୍ଚିସାରିଲାଣି ମୌସୁମୀ। ୨ ରୁ ୩ ଦିନ ଭିତରେ ରାଜ୍ୟର ସମସ୍ତ ଜିଲ୍ଲାକୁ ସ୍ପର୍ଶ କରିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସେପଟେ ନୂତନ ସରକାର ଗଢ଼ିବା ପରେ ଆକ୍ସନ ମୋଡରେ ଅଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ମାଝୀ। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ…

ତମଣ୍ଡୋ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କଲା କମିଶନରେଟ୍ ପୋଲିସ

ଭୁବନେଶ୍ବର: ଗତକାଲି ତମାଣ୍ଡୋ ଅଞ୍ଚଳରେ ହୋଇଥିବା ଛତିଥରା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ୍। ମଦ ନିଶାରେ ନିଜର ରାଗକୁ ନିୟନ୍ତ୍ରଣ କରିନପାରି ଏଭଳି କାଣ୍ଡ ଭିଆଇଛି ହତ୍ୟାକାରୀ। ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ଦେଉଛନ୍ତି ବୌଦ୍ଧ ଜିଲ୍ଲାର ରଞ୍ଜନ ଦୀପ। ତେବେ ଅଭିଯୁକ୍ତ…

ରାଜ୍ୟର ସକ୍ରିୟ ରହିଛି ମୌସୁମୀ, ଆସନ୍ତା ୫ଦିନ ଯାଏଁ ଘଡଘଡି ସହ ପ୍ରବଳ ବର୍ଷା

ଭୁବନେଶ୍ବର: ଅନୁକୂଳ ପାଗ ହେବା ପରେ ସକ୍ରିୟ ହୋଇଉଠିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମାଲକାନାଗିରିକୁ ଅତିକ୍ରମ କରି ଓଡ଼ିଶାର ଅଧିକାଂଶ ସ୍ଥାନରେ ପାଦ ଥାପିଛି ମୌସୁମୀ ବାୟୁ । ବର୍ତ୍ତମାନ ସୁଦ୍ଧା ୨୪ଟି ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବରେ ମୌସୁମୀ ବାୟୁ ଛୁଇଁଥିବା ବେଳେ ୬ଟି ଜିଲ୍ଲାରେ…

‘ପିସିସି ସଭାପତିଙ୍କୁ କାଳିମାଡ କରିଥିବା ଦୁର୍ବୁତ୍ତଙ୍କ ବିରୋଧରେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣା କୁ ନେଇ ଯୋର ଧରିଛି ରାଜନୈତିକ ଚର୍ଚ୍ଚା । କିଏ ଓ କାହିଁକି ଏପରି କାଣ୍ଡ ଘଟାଇଲା ସେନେଇ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ଏହି ଘଟଣାରେ ଏବେ ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଯେ, ଯିଏ…

ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଓଏସଇପିଏର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଦିଆଗଲା ବଡ଼ ଦାୟିତ୍ୱ । ଆଜି ତାଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓଏସଇପିଏ)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି । ଏନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଏକ…

ସାନ୍ତାଳୀ ଭାଷାରେ ଶପଥ ନେବେ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ

ଭୁବନେଶ୍ୱର: ନବନିର୍ବାଚିତ ସାଂସଦମାନେ ଆସନ୍ତା ୨୪ ତାରିଖରେ ସଂସଦରେ ଶପଥ ଗ୍ରହଣ କରିବେ । ସେମାନଙ୍କ ମଧ୍ୟରେ ଓଡ଼ିଶାର ୨୧ ସାଂସଦ ମଧ୍ୟ ଶପଥ ଗ୍ରହଣ କରିବେ । ଏନେଇ ସଂସାଦ ମାନେ ଶପଥଗ୍ରହଣ କରିବାକୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି । ତେବେ ଶପଥ ଗ୍ରହଣ ପୂର୍ବରୁ ମୟୂରଭଞ୍ଜରୁ…

୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ, ଭୁବନେଶ୍ୱରରେ ପ୍ରବଳ ବର୍ଷା

ଭୁବନେଶ୍ବର: ବଦଳିଲା ପାଣିପାଗର ମିଜାଜ । ଅସହ୍ୟ ଗରମ, ଗୁଳୁଗୁଳିରୁ ମିଳିଲା ତ୍ରାହି । ରାଜଧାନୀରେ ପ୍ରବଳ ବର୍ଷା । ମୌସୁମୀ ବର୍ଷାରେ ଭିଜିଲା ରାଜଧାନୀ । ରାଜଧାନୀ ଭୁବନେଶ୍ବରରେ ଆଜି ସକାଳୁ ପାଗ କୋହଲା ରହିଥିବାବେଳେ ଅପରାହ୍ନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ଓ ପବନ ହୋଇଛି। ଘଣ୍ଟାପ୍ରତି…

ପିସିସି ସଭାପତିଙ୍କୁ କାଳିମାଡ଼ ପଛରେ କିଏ?

ଭୁବନେଶ୍ବର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ଚାମ୍ବରରେ ବସିଥିବା ବେଳେ ଶରତଙ୍କ ଉପରକୁ ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା କୁହାଯାଉଛି । କାଳିମାଡ ସାଙ୍ଗକୁ ନାରାବାଜି ବି କରିଛନ୍ତି କିଛି ଯୁବକ । ତେବେ କଂଗ୍ରେସ ପକ୍ଷରୁ ନିଟ୍ ପ୍ରଶ୍ନପତ୍ର ଲିକ୍…

ନିର୍ବାଚନ ପରେ ଚାଲିବ ତ ରାଜନୈତିକ ଦଳର ସୋସିଆଲ୍ ମିଡିଆ ?

ଭୁବନେଶ୍ବର: ଖବର ହେଉ କି ନିର୍ବାଚନ ପ୍ରଚାର, ମୋବାଇଲ୍ ଫୋନରେ ମାତ୍ର ଗୋଟିଏ କ୍ଲିକ ଦୂର। ଓଡିଶାରେ ଟିଭି ଚ୍ୟାନେଲ୍ ବିଭିନ୍ନ  ରାଜନୈତିକ ଦଳର ଏଜେଣ୍ଡାକୁ ନେଇ ଖବର ପ୍ରସାରଣ କରୁଥିବା ଅଭିଯୋଗ ହେବା ପରେ ସୋସିଆଲ୍ ମିଡିଆର ଲୋକପ୍ରିୟତା ବଢିଥିଲା। ୟୁଟ୍ୟୁବ୍ ହେଉ କି ଫେସବୁକ୍, ଖବରର ଭିନ୍ନ…

କଲେଜ ଛାତରୁ ପଡି ଅଧ୍ୟାପିକା ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଅଘଟଣ । କଲେଜ ଛାତରୁ ପଡ଼ି କନିଷ୍ଠ ଅଧ୍ୟାପିକାଙ୍କ ମୃତ୍ୟୁ ଘଟିଛି । ମୃତ ଅଧ୍ୟାପିକା ଜଣଙ୍କ ହେଲେ ବର୍ଷା ମିଶ୍ର । ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ କମ୍ପ୍ୟୁଟର ସାଇନସ୍ ବିଭାଗର…