Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆଜି ରଜ ସଂକ୍ରାନ୍ତି: ପିଠା ମିଠାରେ ମହକୁଛି ଗାଁଠୁ ସହର, ଚାଲିଛି ଦୋଳି ଖେଳ

ଭୁବନେଶ୍ବର: ତିନି ଦିନିଆ ରଜ ପର୍ବର ଆଜି ଦ୍ୱିତୀୟ ଦିନ ତଥା ରଜ ସଂକ୍ରାନ୍ତି । ଚାରିଆଡେ ହର୍ସ ଉଲ୍ଲାସର ସହ ରଜ ପାଳୁଛନ୍ତି ରାଜ୍ୟବାସୀ । ପହିଲି ରଜ ପରି ଦ୍ବିତୀୟ ଦିନରେ ମଧ୍ୟ ପୋଡ ପିଠା ଓ ରଜ ପାନ ଖାଇ କୁନି କୁନି ପିଲାଙ୍କଠାରୁ ଆରମ୍ଭ କରି କୁମାରୀ ଝିଅମାନେ ନୂଆ ପୋଷକ ପିନ୍ଧି ହାତରେ…

ତାତିରୁ ମିଳିବ ଆଶ୍ବସ୍ତି;୧୭ରୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସମ୍ଭାଳ ତାତି ଭିତରେ ଆସିଲା ଭଲ ଖବର । ଆସନ୍ତା ୧୭ ତାରିଖରୁ ରାଜ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ରାଜ୍ୟ ସଂଗ୍ରହାଳୟରେ ରଜ ପାଳିଲେ ମୁଖ୍ୟମନ୍ତ୍ରୀ, ରଜପାନ ଓ ପୋଡପିଠାର ଗୁରୁତ୍ବ ସମ୍ପର୍କରେ କହିଲେ

ଭୁବନେଶ୍ବର: ଆଜି ହେଉଛି ପହିଲି ରଜ । ସମଗ୍ର ରାଜ୍ୟରେ ଆଜି ହସ ଉଲ୍ଲାସର ସହ ଗଣପର୍ବ ରଜ ପାଳନ ହେଉଥିବାବେଳେ, ରାଜଧାନୀ ସ୍ଥିତ ରାଜ୍ୟ ସଂଗ୍ରହାଳୟରେ ସମସ୍ତଙ୍କ ଗହଣରେ ରଜ ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସଂଗ୍ରହାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ପାରମ୍ପରିକ ନୃତ୍ୟ, ବାଦ୍ୟରେ ଭବ୍ୟ…

ମୋହନ ସରକାର…ଆସୁ ଆସୁ ଆକ୍ସନ୍

ଭୁବନେଶ୍ବର: କ୍ଷମତାକୁ ଆସୁ ଆସୁ ଆକ୍ସନ୍ ମୋଡରେ ମୋହନ ସରକାର। ଶପଥ ଗ୍ରହଣ ସମାରୋହ ପରେ ନୂଆ ସରକାରର ପ୍ରଥମ  କ୍ୟାବିନେଟ୍ ବୈଠକରେ ହିଁ ରାଜ୍ୟବାସୀଙ୍କ ପାଇଁ ୪ଟି ବଡ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ ଅତିଥୀ ଭବନରୁ କାମ ଆରମ୍ଭ କରିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ଏଇଥି ପାଇଁ ହୋଇପାରୁନି ବିଭାଗ ବଣ୍ଟନ

ଭୁବନେଶ୍ବର: ବିଜେପି ସରକାର ଦୁଇ ଦିନ ହେଲା ଶପଥ ନେଇ ସାରିଲେଣି। ହେଲେ ଏପର୍ଯ୍ୟନ୍ତ ମନ୍ତ୍ରୀଙ୍କୁ ହୋଇପାରିନି ବିଭାଗ ବଣ୍ଟନ । ସାଧାରଣତଃ ଶପଥ ନେବାର କିଛି ଘଣ୍ଟା ମଧ୍ୟରେ ବିଭାଗ ବଣ୍ଟନ କରାଯାଏ। ହେଲେ ଶପଥ ଗ୍ରହଣ ପରେ ବିଜେପି ସରକାର ଆକ୍ସନ୍ ମୋଡରେ ରହିଥିଲେ ବି ଏଯାଏଁ କିଏ କେଉଁ ବିଭାଗ…

ରୁଷିଛନ୍ତି ଜୟନାରାୟଣ !

ଭୁବନେଶ୍ବର: ନା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପଦ ମିଳିଲା ନା ମନ୍ତ୍ରିମଣ୍ଡଳରେ ମିଳିଲା ସ୍ଥାନ । ଅଭିମାନ କରିଛନ୍ତି କି ରାଜ୍ୟ ବିଜେପିର ପଶ୍ଚିମ ଓଡିଶା ଚେହେରା ଜୟନାରାୟଣ ମିଶ୍ର? ବୁଧବାର ରାଜ୍ୟରେ ବିଜେପିର ପ୍ରଥମ ସରକାରର ଶପଥ ଗ୍ରହଣ ଉତ୍ସହରେ ଜୟନାରାୟଣଙ୍କ ଅନୁପସ୍ଥିତିକୁ ନେଇ…

କୁଏତ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ଆଜି ସନ୍ଧ୍ୟାରେ ଓଡ଼ିଶା ପହଞ୍ଚିବ ୨ ଓଡିଆଙ୍କ ମୃତଦେହ

ଭୁବନେଶ୍ୱର: କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୃତକମାନେ ହେଲେ ସନ୍ତୋଷ କୁମାର ଗୌଡ଼ ଓ ମହମ୍ମଦ…

ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ମିଉଜିୟମ୍ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି.…

‘ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ଆଜି ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ…

ରାଜ୍ୟର ସମସ୍ତ ବିଦ୍ୟାଳୟରୁ ୫ଟି ଚାର୍ଟର୍ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ରାଜ୍ୟର ସମସ୍ତ ବିଦ୍ୟାଳୟରୁ ୫ଟି ଚାର୍ଟର୍ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ । ରୂପାନ୍ତରିତ ହାଇସ୍କୁଲ୍ ଗୁଡ଼ିକରୁ ୫ଟି ଚାର୍ଟର୍ ହଟାଇବାକୁ ନିର୍ଦ୍ଦେଶ । ଶିକ୍ଷା କ୍ଷେତ୍ରରେ ଉନ୍ନତି ତଥା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଇଂରାଜୀ ମିଡିୟମ ସ୍କୁଲ ପରି ସମସ୍ତ ସୁବିଧା…