Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ନବୀନ ହେବେ କି ବିରୋଧୀ ଦଳ ନେତା ?

ଭୁବନେଶ୍ବର: ୨୪ବର୍ଷ ଧରି ଓଡିଶାର ମୁଖ୍ୟମନ୍ତ୍ରୀ ରହିଥିଲେ ନବୀନ ପଟ୍ଟନାୟକ। ଏଥର ବିଜେଡି ନିର୍ବାଚନ ହାରିବା ପରେ ବିରୋଧୀ ଦଳ ନେତା ହେବେ କି ନବୀନ ? ଅନେକ ବର୍ଷ ପରେ ଏଥର ବିଧାନସଭାରେ ଶକ୍ତିଶାଳୀ ବିରୋଧୀ ଦଳକୁ ସାମନା କରିବେ ବିଜେପି ସରକାର । ବିଜେଡିର ୫୧ଜଣ ବିଧାୟକ ନୂଆ ସରକାରଙ୍କୁ…

ଓଡିଶାରେ ରାଜସ୍ଥାନ ଫର୍ମୂଲା !

ଭୁବନେଶ୍ବର: ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ସହ ରହିବେ କି ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ? ଓଡିଶାରେ ବି ଲାଗୁ ହେବ କି ରାଜସ୍ଥାନ ଓ ଛତିଶଗଡ ଫର୍ମୂଲା? ଯଦି ଲାଗୁ ହୁଏ, କିଏ ହେବେ ଦୁଇ ଉପମୁଖ୍ୟମନ୍ତ୍ରୀ? ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରୁଛି। ମୁଖ୍ୟମନ୍ତ୍ରୀ ଚୟନ ପରେ ରାଜ୍ୟର ସବୁ…

ବିଜେପି ସରକାର ପାଇଁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତାକୁ ଆସିବ ବିଜେପି ସରକାର । ଜନମତ ପାଇ ରାଜ୍ୟରେ ଐତିହାସିକ ବିଜୟ ଲାଭ କରିଛି ବିଜେପି। ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେଉଛି । ବିଜେଡି ବିରୋଧରେ ପ୍ରବଳ ଜନଅସନ୍ତୋଷ ପାଇଁ ବଡ ବିଜୟ ଲାଭ କରିଛି ବିଜେପି। ତେଣୁ ନୂଆ ସରକାରଠାରୁ…

ପାଣ୍ତିଆନଙ୍କ ପାଇଁ ଲଣ୍ଡା ହେଲେ ଗାଁ ସାଥି ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ବାଳ

ଭୁବନେଶ୍ୱର: ରାଜ୍ୟରେ ବିଜେଡିର ଶୋଚନୀୟ ପରାଜୟ ଘଟିଛି । ଏହି ପ୍ରରିପେକ୍ଷୀରେ ପାଣ୍ତିଆନଙ୍କ ପାଇଁ ଲଣ୍ଡା ହେଲେ ଗାଁ ସାଥି ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ବାଳ । ଭିକେ ପାଣ୍ଡିଆନ ହଜାର ହଜାର ଗାଁ ସାଥି ମାନଙ୍କ ଭବିଷ୍ୟତକୁ ଅନ୍ଧାରକୁ ଠେଲି ଦେଇଥିବା ବେଳେ ଭୋଟ୍ ମାଧ୍ୟମରେ ଏହାର…

ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ, ପ୍ରବେଶ ଉପରେ ଲଗାଯାଇଥିଲା କଟକଣା

ଭୁବନେଶ୍ବର: ଜୁନ୍ ୧୩ ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର। କିନ୍ତୁ ଏବେ ଏଥିରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା…

ଏବେ କଣ କରିବେ ପାଣ୍ଡିଆନ?

ଭୁବନେଶ୍ବର: ଚାକିରି ଯାଇଥିଲା, ରାଜନୀତି ବି ଛାଡିଲେ, ଏବେ କଣ କରିବେ ଭିକେ ପାଣ୍ଡିଆନ? ରବିବାର ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଥିଲେ ପାଣ୍ଡିଆନ। ରାଜନୀତିକୁ ଆସିବା ପୂର୍ବରୁ ଭାରତୀୟ ପ୍ରଶାସନିକ ସେବାରୁ ଅବସର ନେଇଥିଲେ। ତେଣୁ ସକ୍ରିୟ…

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ; ବିଜେଡି ସୁପ୍ରିମୋଙ୍କୁ ନିମନ୍ତ୍ରଣ ଦେଲେ ବିଜେପି ନେତା

ଭୁବନେଶ୍ବର: ଆସନ୍ତାକାଲି ଶପଥ ଗ୍ରହଣ କରିବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ତଥା ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆରମ୍ଭ ହୋଇଗଲାଣି ସମୟ ଗଣତି । ଚାଲିଛି ନିମନ୍ତ୍ରଣ ପତ୍ର ବଣ୍ଟନ । ଏହାରି ଭିତରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ…

ପହଞ୍ଚିଲେ କେନ୍ଦ୍ରୀୟ ବିଜେପି ପର୍ଯ୍ୟବେକ୍ଷକ; ଆରମ୍ଭ ହେଲା ସମୟ ଗଣତି, କାହାଙ୍କ ନାଁରେ କରିବେ ମୁଖ୍ୟମନ୍ତ୍ରୀ ଗାଦି?

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ । କାହାକୁ ବାଛିବେ ଓଡିଶାର ନୂଆ ତଥା ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ? ମୁଖ୍ୟମନ୍ତ୍ରୀ ଚୟନ ବୈଠକରେ ବିଧାୟକଙ୍କ ସହ କରିବେ ଆଲୋଚନା । ତାପରେ ଘୋଷଣା କରିବା ଓଡିଶା ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ।…

ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ଟ୍ରାଫିକ୍ କଟକଣା, ୫ ଘଣ୍ଟା ପର୍ଯ୍ୟନ୍ତ ରାସ୍ତାରେ ଗାଡ଼ି ଚଳାଚଳ ମନା

ଭୁବନେଶ୍ୱର: ଆସନ୍ତାକାଲି ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ଶପଥ ନେବେ ଓଡିଶାର ନୂଆ କ୍ୟାବିନେଟ ମନ୍ତ୍ରୀ । ଏଥିଲାଗି ଭୁବନେଶ୍ବର ସ୍ଥିତ ଜନତା ମଇଦାନରେ ଚାଲିଛି ବ୍ୟାପକ ପ୍ରସ୍ତୁତି । ୧୨ ତାରିଖ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଦିନ ଭୁବନେଶ୍ୱରରେ ସୁରକ୍ଷା…

ମୌସୁମୀ ରାସ୍ତାରେ ବାଧକ ସାଜିଛି ଅନୁକୂଳ ବାତ୍ତାବରଣ; ଆହୁରି ୫ ଦିନ ଭୀଷଣ ଖରା

ଭୁବନେଶ୍ୱର: ଓଡିଶାକୁ ମୌସୁମୀ ଛୁଇଁଛି ହେଲେ ତାତିରୁ ମିଳୁନି ନିସ୍ତାର । ପୂର୍ବ ପରି ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅନୁକୂଳ ବାତାବରଣ ନଥିବାରୁ ଆଗକୁ ବଢିପାରୁନି ଦକ୍ଷିଣ-ପଶ୍ଚିମ…