Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଯୁକ୍ତ ଦୁଇ ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର: ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜି ଅର୍ଥାତ୍ ଜୁନ୍ ୧୧ ରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ । ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍‌ ମାର୍କ ରଖି ସମସ୍ତ ବିଷୟରେ ପାସ୍‌ ହୋଇ କେବଳ ଗୋଟିଏ ବିଷୟରେ ଫେଲ୍‌…

ରାଜ୍ୟରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ? ଆଜି ହେବ ସ୍ପଷ୍ଟ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବିଧାୟକ ଦଳ ବୈଠକ । ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ ଓଡ଼ିଶାରେ ପହଞ୍ଚିବା ପରେ ୪ଟା ୩୦ ମିନିଟ୍‌ରେ ବିଧାୟକ ଦଳ ବୈଠକ ବସିବ । ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ…

ଶପଥ ଗ୍ରହଣ ସମାରୋହ ପାଇଁ ଭୁବନେଶ୍ୱରରେ ଅଧାଦିନ ସରକାରୀ ଛୁଟି

ଭୁବନେଶ୍ଵର: ଆସନ୍ତାକାଲି ଅପରାହ୍ନ ୪ ଟା ୪୫ ମିନିଟରେ ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ଜନତା ମଇଦାନରେ ଅନୁଷ୍ଠିତ ହେବ ଶପଥ ସମାରୋହ । ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତାକାଲି ଦିନ ୨ ଟା ୧୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ…

ଓଡିଶାରେ ସିଏମ୍ ସସପେନ୍ସ

ଭୁବନେଶ୍ବର : ଓଡିଶାରେ କିଏ ହେବେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ? ଦିନ ଗଡ଼ିବା ସହ ବଢୁଛି ସସପେନ୍ସ। ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରଠୁ ମୁଖ୍ୟମନ୍ତ୍ରୀ କିଏ ହେବେ, ସେନେଇ ଚର୍ଚ୍ଚା ଚାଲିଛି। ପୂର୍ବରୁ ରାଜସ୍ଥାନ, ମଧ୍ୟପ୍ରଦେଶ ଭଳି ବିଭିନ୍ନ ରାଜ୍ୟରେ ସିଏମ୍ ପଦ ନେଇ ସରପ୍ରାଇଜ୍…

ମୌସୁମୀର ଆଗମନ ସତ୍ତ୍ବେ ୪୦ ଡିଗ୍ରୀ ଉପରେ ୧୮ ସହର

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଜୀବନ ବଞ୍ଚିବା କଷ୍ଟକର ହୋଇଗଲାଣି । ଦକ୍ଷିଣ ଓଡ଼ିଶାରେ ମୌସୁମୀ ଛୁଇଁଥିଲେ ବି ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ଉପକୂଳରେ ମଧ୍ୟ ଲାଗି ରହିଛି ଅସହ୍ୟ ଗୁଳୁଗୁଳି । ଆହୁରି ୪ ଦିନ…

ଡରାଇଲାଣି ଡେଙ୍ଗୁ; ରାଜ୍ୟରେ ଆଉ ୩ ରୋଗୀ ଚିହ୍ନଟ, ସବୁ ଜିଲ୍ଲାରେ ପ୍ଲେଟଲେଟ୍ ଉପଲବ୍ଧ କରି ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଚିନ୍ତା ବଢାଇଲାଣି ଡେଙ୍ଗୁ । ରବିବାର ରାଜ୍ୟରେ ୩ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ଦୁଇ ଜଣ ପୁରୀରୁ ଚିହ୍ନଟ ହୋଇଥିବାବେଳେ ଆଉ ଜଣେ ଭୁବନେଶ୍ୱରରୁ ଅଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୩୫ ରୋଗୀ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛନ୍ତି…

ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ସୁରକ୍ଷା ବ୍ୟାରିକେଡ଼

ଭୁବନେଶ୍ବର: ଭିକେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ୍ । ପୂର୍ବରୁ ବିଜେଡି ସରକାରଙ୍କ ସମୟରେ ଭୁବନେଶ୍ୱର ୟୁନିଟ୍ ୬ରେ ଥିବା କ୍ୱାର୍ଟର ନଂ ଭିଆଇଆର ୭ର ଆଗରେ ବ୍ୟାରିକେଡ୍ କରାଯାଇଥିଲା । ହେଲେ ବିଜେଡି ସରକାରଙ୍କ ଶୋଚନୀୟ ପରାଜୟ ପରେ ତାହାକୁ ଏବେ ହଟାଇଦିଆଯାଇଛି । ପୂର୍ବରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଓଡିଶାର ୩ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବା ପରେ ଆରମ୍ଭ ହୋଇଛି ମୋଦି ସରକାର ୩.୦ । ଏନେଇ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ତାଙ୍କ…

ରାଜ୍ୟରେ ଆଉ ୪ ଦିନ ଗୁଳୁଗୁଳି, ହିଟ୍ ଓ୍ବେଭ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିସାରିଛି । ହେଲେ ଏବେବି ଅସହ୍ୟ ଗରମ ସହ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତିକୁ ଉପକୂଳରେ ଗୁଳୁଗୁଳି କଲବଲ କରୁଛି । ତେବେ ଆହୁରି ୪ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି…

ଜୁନ୍ ୧୧ ରେ ଓଡ଼ିଶା ଆସୁଛନ୍ତି ରାଜନାଥ ସିଂହ ଓ ଭୂପିନ୍ଦର ଯାଦବ

ଭୁବନେଶ୍ବର: ରବିବାର ସରିଛି ମୋଦି ୩.୦ ସରକାର ଶପଥ ଗ୍ରହଣ । ହେଲେ ବର୍ତ୍ତମାନ ସୁଦ୍ଧା ଓଡିଶାର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି । ଅନ୍ୟପଟେ ପୂର୍ବରୁ ଆଜି ଅର୍ଥାତ୍ ଜୁନ୍ ୧୦ ତାରିଖରେ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ନିର୍ଦ୍ଧାରିତ ହୋଇଥିବାବେଳେ ଏଥିରେ…