Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଦିଲ୍ଲୀରେ ସବୁ ବିଜେପି ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା କରିବେ ।…

AI-Cameras In BBSR: ସୁରକ୍ଷିତ ରହିବ ରାଜଧାନୀ ରାସ୍ତା, କ୍ରାଇମ୍ ରୋକିବ ଆଉ ୧୫୦୦ ଏଆଇ-ଚାଳିତ କ୍ୟାମେରା

ଭୁବନେଶ୍ୱର: ରାଜଧାନୀରେ ଏବେ କ୍ରାଇମ ଜଗିବ ଏଆଇ ଚାଳିତ କ୍ୟାମେରା । ଭୁବନେଶ୍ବର ସହରର ପ୍ରମୁଖ ସ୍ଥାନରେ ୧୫୦୦ ନୂତନ ଏଆଇ-ଚାଳିତ ସିସି ଟିଭି କ୍ୟାମେରା ସ୍ଥାପନ କରାଯିବ । ଅପରାଧ ହ୍ରାସ ଏବଂ ଟ୍ରାଫିକ୍ ପରିଚାଳନାରେ ଉନ୍ନତି ଆଣିବା ପାଇଁ ସ୍ମାର୍ଟ ସିଟି କର୍ତ୍ତୃପକ୍ଷ କିଛି ଏପରି ପଦକ୍ଷେପ…

୧୬ ବର୍ଷର ପୁଅ ନିଖୋଜ; ବିକଳ ହୋଇ ଖୋଜୁଛି ମା’…

ଭୁବନେଶ୍ବର: ଭୁବନେଶ୍ବରର ଚନ୍ଦ୍ରଶେଖରପୁର ଅଞ୍ଚଳରୁ ୧୬ ବର୍ଷର ନାବାଳକ ନିଖୋଜ । ପୁଅ ଆଉ ଘରକୁ ଫେରି ନ ଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ନିଖୋଜ ନାବାଳକର ମାଆ । ନିଖୋଜ ହେବାର ୪ ଦିନ ବିତିଯାଇଥିଲେ ମଧ୍ୟ ପିଲାଟିର କୌଣସି ଟେର୍ ପାଉନି ପୋଲିସ । ତେବେ ନାବାଳକ ଜଣକ କରାଟେ କ୍ଲାସ୍…

Weather Update: ରାଜ୍ୟରେ ଆହୁରି ଛେଚିବ ବର୍ଷା, ଆଜି ୫ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ, ଆହୁରି ୩ଦିନ ବର୍ଷିବ ବୋଲି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଜି ମଧ୍ୟ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ୫…

‘ସେପ୍ଟେମ୍ବରରେ ଚାଷୀଙ୍କୁ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଯୋଗାଇ ଦିଆଯିବ’

ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର…

ରାଜ୍ୟର କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଥିବାବେଳେ, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ତେବେ ଏହି ସମୟ ଭିତରେ ରାଜ୍ୟରେ ବନ୍ୟା ପରିସ୍ଥିତିକୁ ନେଇ ବଡ ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । କୌଣସି…

ସୁନ୍ଦରପଦା-ଜଟଣୀ ରାସ୍ତା ସଂପ୍ରସାରଣ କାମ ନଭେମ୍ବର ସୁଦ୍ଧା ଶେଷ କରିବାକୁ ପୂର୍ତ୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୁନ୍ଦରପଦା ଠାରୁ ଜଟଣୀ ପର୍ଯ୍ୟନ୍ତ ନିର୍ମାଣଧୀନ ରାସ୍ତାର ସ୍ଥିତି ଅନୁଧ୍ୟାନ କରିଛନ୍ତି । ସାଧାରଣ ଲୋକଙ୍କ ଆବଶ୍ୟକତା ଦୃଷ୍ଟିରୁ ରାସ୍ତା ନିର୍ମାଣ କାର୍ଯ୍ୟ କିପରି ଶୀଘ୍ର ଶେଷ ହୋଇପାରିବ ସେନେଇ ବିଭାଗୀୟ…

BSNL: ଏଣିକି ସମସ୍ତ ସରକାରୀ କାର୍ଯ୍ୟାଳୟରେ ବିଏସଏନଏଲ୍‌ ନେଟୱାର୍କ ସେବା ବାଧ୍ୟତାମୂଳକ

ଭୁବନେଶ୍ବର: ଏଣିକି ସରକାରୀ କାର୍ଯ୍ୟାଳୟରେ ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସଏନଏଲ୍‌) ନେଟୱାର୍କ ବ୍ୟବହାର ବାଧ୍ୟତାମୂଳକ ହେବ । ବିଏସଏନଏଲ୍‌ ର ଗୌରବମୟ ଯୁଗକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ…

ଓଡିଶା ରାଜ୍ୟ କରିକୁଲମ ଫ୍ରେମୱାର୍କ, ‘ପଢିବା, ଗଢିବା ଓଡିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଜ୍ୟ ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ କହିଛନ୍ତି ଯେ, ବର୍ତ୍ତମାନ ବିଭିନ୍ନ କ୍ଷେତ୍ରରେ ସୁଯୋଗ ଅସିମୀତ । ପିଲାମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭାକୁ…

ଭତ୍ତା ପାଇଁ ବୟସ ଜାଲିଆତି କଲେ ନିଆଯିବ କଡା କଡା କର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ଭତ୍ତା ପାଇଁ ବୟସ ଜାଲିଆତି ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା । ଖୁବ୍‌ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଭତ୍ତା ପାଇଁ ବୟସ ଜାଲିଆତି କରୁଥିବା ଲୋକଙ୍କ ଉପରେ ତର୍ଜମା ଚାଲିଛି ବୋଲି କହିଲେ…