Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ଭଡ଼ାଟିଆର ହତ୍ୟା

ଭୁବନେଶ୍ୱର: ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ। ଘର ମାଲିକଙ୍କୁ ଭଡ଼ାଟିଆର ହତ୍ୟା। ଭୁବନେଶ୍ୱରର ତମାଣ୍ଡୋ ଥାନା ଏକ ଇଞ୍ଜିନିୟରିଂ କଲେଜ ପାଖରେ ଘଟିଛି ଏହି ହତ୍ୟାକାଣ୍ଡ। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ କରି ପୋଲିସର…

‘ଭୁବନେଶ୍ୱରକୁ ବିଶ୍ୱସ୍ତରୀୟ ସହର ଭାବରେ ଗଢ଼ିବାକୁ ହେବ, ସହରାଞ୍ଚଳ ବିକାଶ ଉପରେ ଗୁରୁତ୍ୱ ଦିଆଯିବ’

ଭୁବନେଶ୍ୱର: ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଆୟୋଜିତ ହୋଇଯାଇଛି । ବୈଠକରେ ବର୍ଷାଋତୁରେ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗୀୟ…

କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ପ୍ରାକ୍ ବଜେଟ୍ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେବେ ଉପମୁଖ୍ୟମନ୍ତ୍ରୀ କେଭି…

ଭୁବନେଶ୍ୱର: କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଅର୍ଥ ମନ୍ତ୍ରୀ ମାନଙ୍କର ପ୍ରାକ୍ ବଜେଟ୍ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ…

‘ଭୁବନେଶ୍ବରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଚାଉଳ ଏଟିଏମ୍, ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ…

ଭୁବନେଶ୍ବର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ମେସିନ୍‌ରେ କାର୍ଡ ଗଳାଇଲେ ଚାଉଳ ବାହାରିବ । ଏହି ଉପାୟରେ ଆସନ୍ତା…

ବାଚସ୍ପତି ଭାବେ ନିରପେକ୍ଷ ରହିବେ ତ ସୁରମା ପାଢୀ !

ଭୁବନେଶ୍ବର: ବିଧାନସଭାର ନୂଆ ବାଚସ୍ପତି ହୋଇଛନ୍ତି ସୁରମା ପାଢୀ । ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଭରିଥିଲେ ସୁରମା । କେହି ପ୍ରତିଦ୍ବନ୍ଦ୍ବୀ ନଥିବାରୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି  । ସୁରମାଙ୍କୁ ବାଚସ୍ପତି କରିବାକୁ ଗୃହରେ…

କାହିଁକି ଗୋଟିଏ ବି ଲୋକସଭା ସିଟ୍ ଜିତିପାରିଲାନି ବିଜେଡି ?

ଭୁବନେଶ୍ବର: ରାଜ୍ୟରେ ଲୋକସଭା ନିର୍ବାଚନରେ ଗୋଟିଏ ବି ସିଟ୍ ଜିତିପାରିଲାନି ବିଜେଡି । ପଶ୍ଚିମ, ଦକ୍ଷିଣ ବିଜେପି ହାତେଇଲା ତ ବିଜେଡିର ଉପକୂଳ ଗଡ଼ ବି ଭାଙ୍ଗିଲା। ସିୟୋର ସଟ୍ ଆସନରେ ବି କେମିତି ମାତ୍ ଦେଇଦେଲା ବିଜେପି? ଗତଥର ଅପେକ୍ଷା ଏଥର ବିଜେପି ଲୋକସଭା ସିଟରେ ଭଲ ପ୍ରଦର୍ଶନ କରିବ…

‘ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମ ଲୋକଙ୍କ ପାଖରେ ପହଞ୍ଚିବ, ଖାଲି ପଡିଥିବା ପଦବୀ ପୂରଣ ହେବ’

ଭୁବନେଶ୍ବର: ରାଜ୍ୟରେ ଆକ୍ଟିଭ ମୋଡରେ ନୂଆ ସରକାର । ଆଜି ରାଜ୍ୟ ଅତିଥିଭବନ ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ, ନିର୍ଦ୍ଦେଶକ ଓ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଭାଗରେ ଖାଲି ଥିବା ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ…

ଡ୍ରେନ୍‌ ଯନ୍ତ୍ରଣା; ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ଭୁବନେଶ୍ବର: ଡ୍ରେନ୍ ଟ୍ରାଜେଡିରେ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ଆକ୍ଟିଭ୍ ବିଭାଗୀୟ ମନ୍ତ୍ରୀ । ଜୋରଦାର ଚଲାଇଛନ୍ତି ତନାଘନା । ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର କ୍ଷୋଭ ପ୍ରକାଶ କରିବା…

ଆୟତ୍ତ ହେଲା ଆପାର୍ଟମେଣ୍ଟ ନିଆଁ, ଉଦ୍ଧାର ହେଲେ ଫସିରହିଥିବା ଅନ୍ତେବାସୀ

ଭୁବନେଶ୍ବର: ଦୀର୍ଘ ସମୟ ପରେ ଆପାର୍ଟମେଣ୍ଟ ନିଆଁଙ୍କୁ ଆୟତ୍ତ କଲା ଅଗ୍ନିଶମ ବିଭାଗ । ଜଣ ଜଣ କରି ଫସିରହିଥିବା ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରି ବାହାରକୁ ଆଣାଗଲା । ସୂଚନାଯୋଗ୍ୟ, ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ନିଆଁ ଲାଗିବାର…

ମାଲକାନଗିରିରେ ମୌସୁମୀ ସକ୍ରିୟ: ୨୭ରେ ଘୂର୍ଣ୍ଣିବଳୟ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଜୁନ୍ ୨୩ ତାରିଖ ସୁଦ୍ଧା ରାଜ୍ୟର କିଛି ଜିଲ୍ଲାକୁ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି। ସେହିପରି ଜୁନ୍ ୩୦ ତାରିଖ ସୁଦ୍ଧା ରାଜ୍ୟର ସବୁ ସ୍ଥାନରେ…