Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଦେଇଦେଲେ ତାରିଖ

ଭୁବନେଶ୍ବର : ଓଡିଶାରେ କିଏ ଗଢିବ ସରକାର? ମୋଦି ଦେଲେ ତାରିଖ ପାଣ୍ଡିଆନ ବତାଇଲେ ସମୟ। ମୋଦି କହିଲେ, ଜୁନ୍ ୪ ବିଜେଡିର ଏକ୍ସପାରୀ ତାରିଖ। ନବୀନ କହିଲେ, ଦିନରେ ସ୍ବପ୍ନ ଦେଖୁଛି ବିଜେପି। ଚବିଶ ମଇଦାନରେ କାହାର କେତେ ଦମ୍ ? କେଉଁ ଆଡକୁ ବହିବ ନିର୍ବାଚନୀ ହାଓ୍ବା ? କାହାକୁ ନିର୍ବାଚନୀ…

ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ବର: ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିମାନ । କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ  ବିମାନ। ପରେ ଭୁବନେଶ୍ବରରେ ଓହ୍ଲାଇ ନ ପାରି ଝାରସୁଗୁଡା ଫେରିଲା ହେଲିକପ୍ଟର । ପାଗ ବଦଳିବା ପରେ ଝାରସୁଗୁଡାରୁ…

ଟ୍ୱିନ୍ ସିଟି ସମେତ ଏହି ୭ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ସତର୍କତା, ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ତ ରୌଦ୍ୟତାପରେ ଜନଜୀବନ ଆଉଟୁପାଉଟୁ ହେଉଥିବାବେଳେ ଆଗାମୀ ୩ ଘଣ୍ଟାରେ ଟ୍ୱିନ୍ ସିଟି ସମେତ ଏହି ୭ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ଜାରି କଲା ପାଣିପାଗ ବିଭାଗ। ଅପରାହ୍ନ ୩ଟାରେ ଜାରି ହୋଇଥିବା ଚେତାବନୀରେ ଆଇଏମଡି କହିଛି ଯେ କାଳବୈଶାଖୀ ପ୍ରଭାବରେ…

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ । cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ  । ଛାତ୍ରୀଛାତ୍ରୀ ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ। ଦଶମରେ ୯୯. ୦୮% ଓ ଦ୍ୱାଦଶରେ ୯୮.୯୦% ଛାତ୍ରଛାତ୍ରୀ ପାସ୍  ।…

ଆଜିଠାରୁ ପାଗରେ ପରିବର୍ତ୍ତନ, ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଖରାର ପ୍ରକୋପ ଏତେ ମାତ୍ରାରେ ରହୁଛି ଯେ, ସକାଳ ୮.୩୦ ଟା ପରଠାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ତେବେ ଏହା ଭିତରେ ଏକ ଆଶ୍ବସ୍ତି କଲାଭଳି ଖବର ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଆଜି ପ୍ରକାଶ ପାଇବ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର: କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ମେ' ୬ ତାରିଖ ଅର୍ଥାତ୍ ଆଜି ଦିନ ୧୧ଟାରେ ପ୍ରକାଶ ପାଇବ । ଏନେଇ ରବିବାର ସିଆଇଏସସିଇ ପକ୍ଷରୁ ସୂଚନା ରହିଛି ।…

ସହଜ ନୁହେଁ ସାନଖେମୁଣ୍ଡି

ଭୁବନେଶ୍ବର : ସାନଖେମୁଣ୍ଡିରେ ସରିଛି ସମରସଜ୍ଜା । ଗୋଟେପଟେ କଂଗ୍ରେସ ହେଭିଓ୍ବେଟ୍ ରମେଶ ଜେନା ତ ଅନ୍ୟପଟେ ଧରାକୋଟ ରାଜଜେମା ସୁଲକ୍ଷଣା ଗୀତାଞ୍ଜଳି ଦେବୀ । କ୍ୟାମ୍ପେନିଂରେ କମ୍ପୁଛି ଗାଁ, ରୁଦ୍ଧଦ୍ବାର ବୈଠକରେ ପ୍ରସ୍ତୁତ ଚାଲିଛି ବିଜୟ ବ୍ଲୁପ୍ରିଣ୍ଟ । ଭାବିଚିନ୍ତି ଗୋଟି ଚଳାଉଛନ୍ତି…

ଓଡିଶାରେ ନଡ୍ଡା, ଉନ୍ମୋଚନ କରିବେ ବିଜେପି ନିର୍ବାଚନୀ ଇସ୍ତାହାର

ଭୁବନେଶ୍ୱର: ଓଡିଶାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରି ହୋଟେଲ ମେ ଫେୟାରରେ ପହଞ୍ଚିଛନ୍ତି ନଡ୍ଡା । ଆଜି ବିଜେପି ନିର୍ବାଚନୀ ଇସ୍ତାହାର ପ୍ରକାଶ କରିବେ ନଡ୍ଡା । ଏଥିସହ ଭୁବନେଶ୍ୱରରେ କର୍ମକର୍ତ୍ତାଙ୍କ ସହ ନିର୍ବାଚନୀ…

ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ନାଁରେ ନିର୍ବାଚନ କମିସନରଙ୍କ ଆଗରେ ଫେରାଦ ହେଲା ବିଜେଡି

ଭୁବନେଶ୍ଵର: ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ବିରୋଧରେ ନିର୍ବାଚନ ଆଚରଣ ଵିଧି ଉଲଂଘନ ଅଭିଯୋଗ ଆଣିଲା ବିଜେଡି । ଏ ନେଇ ଇ-ମେଲ ଜରିଆରେ ଜାତୀୟ ନିର୍ବାଚନ କମିସନରଙ୍କୁ ଅବଗତ କରିଛି ବିଜୁ ଜନତା ଦଳ । ଯାହାର ନକଲ ରାଜ୍ଯ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଦାଖଲ କରିଛି…

ଧର୍ମେନ୍ଦ୍ର ପ୍ରଧାନ ସବୁବେଳେ ମିଛ କୁହନ୍ତି: ବିଜେଡି

ଭୁବନେଶ୍ଵର: ଗତ କିଛି ଦିନରୁ ଓଡିଶା ବିଜେପି ନେତାଙ୍କ ସଂସ୍କୃତି, ସଭ୍ୟତା ସ୍ୱାଭିମାନ ନେଇ ବକ୍ତବ୍ୟ ଦେଉଛନ୍ତି । ହେଲେ ସେମାନଙ୍କ ଅସଲ ଚେହେରା ଧରା ପଡିଯାଇଛି । ଯାହା ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟରୁ ସ୍ପଷ୍ଟ ଜଣାପଡୁଛି । ଶ୍ରୀମନ୍ଦିର ପରିକ୍ରମା…