Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ନାଲକୋରେ ସ୍ୱତନ୍ତ୍ର ସିବିଆଇ ଟିମର ଚଢ଼ାଉ

ଭୁବନେଶ୍ଵର: ଭୁବନେଶ୍ଵର ନାଲକୋ କାର୍ଯ୍ୟାଳୟରେ ସିବିଆଇ ପକ୍ଷରୁ ରେଡ୍ କରାଯାଇଛି । ଚାକିରି ଦେବା ନାଁରେ ଏକାଧିକ ଯୁବକଙ୍କୁ ଠକେଇ କରାଯାଇଥିବା ଅଭିଯୋଗରେ ଆଜି ଏହି ଚଢାଉ ହୋଇଛି । ଅଭିଯୋଗ ପାଇବା ପରେ ଭୁବନେଶ୍ୱର ନାଲ୍‌କୋ ଅଫିସରେ ପସି କାଗଜପତ୍ର ଯାଞ୍ଚ କରୁଛି ତଦନ୍ତକାରୀ ଟିମ୍ । କିଛି…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨ ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ । ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି । ସେହିପରି ୨୦୧୪ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସୁଶ୍ରୀ ସ୍ୱାଧା ଦେବ ସିଂହଙ୍କୁ କେନ୍ଦ୍ରୀୟ…

ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି: ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ଫିକା ପଡିପାରେ ଦୁର୍ଗାପୂଜା…

ଭୁବନେଶ୍ୱର: ଚଳିତବର୍ଷ ଫିକା ପଡିପାରେ ଦଶହରା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଅକ୍ଟୋବର ୧ରୁ ଉପକୂଳ ଓଡ଼ିଶା ଓ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ । ଯାହା ଦ୍ବାରା ଦୁର୍ଗାପୂଜା ଉତ୍ସବ ଫିକା ପଡିପାରେ । ଭାରତୀୟ ପାଣିପାଗ ବିଭାଗ…

ଶିକ୍ଷା ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ବଦଳିକୁ ନେଇ ଗଣଶିକ୍ଷା ବିଭାଗର ବଡ ନିଷ୍ପତ୍ତି…

ଭୁବନେଶ୍ୱର: ଶିକ୍ଷକ ଏବଂ ଶିକ୍ଷୟତ୍ରୀଙ୍କ ପରେ ଏବେ ଶିକ୍ଷା ବିଭାଗରେ ଥିବା ଅଧିକାରୀ ଓ କର୍ମଚାରୀ ପାଳି । ଆଗକୁ ଆଉ ଗୋଟିଏ ସ୍ଥାନରେ ୩ ବର୍ଷରୁ ଅଧିକ ଦିନ ରହିପାରିବେ ନାହିଁ ଶିକ୍ଷା ବିଭାଗରେ ଥିବା ଅଧିକାରୀମାନେ । ୩ ବର୍ଷରୁ ଅଧିକ ଦିନ ଧରି ଗାଦି ମାଡ଼ି ବସିଥିବା ସମସ୍ତ ଅଧିକାରୀଙ୍କୁ…

ଜାତୀୟ ରାଜପଥରେ ଗାଇଗୋରୁଙ୍କ ପ୍ରାଦୁର୍ଭାବ ହ୍ରାସ ପାଇଁ ଆରମ୍ଭ ହେବ ଅଭିଯାନ

ଭୁବନେଶ୍ବର: ଜାତୀୟ ରାଜପଥରେ ଦିନକୁ ଦିନ ଗାଇଗୋରୁଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗୁଛି । ଯେଉଁକାରଣରୁ ଅନେକ ସମୟରେ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । ଏହାକୁ ନଜରରେ ରଖି ଭାରତୀୟ ରାଜମାର୍ଗ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଗାଈଗୋରୁଙ୍କ ପାଇଁ ସର୍ବାଧିକ ଦୁର୍ଘଟଣାପ୍ରବଣ…

ପୂଜା ପାଇଁ ଆଜିଠୁ ଟ୍ବିନ୍ ସିଟିରେ ଲାଗୁ ହେଲା ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁ ରୁଟ୍ ଦେଇ ଯିବା ମନା..

ଭୁବନେଶ୍ୱର: ଶାରଦୀୟ ଦଶହରା ପାଇଁ ଟ୍ବିନ ସିଟିରେ ଆଜିଠୁ ଟ୍ରାଫିକ୍‌ କଟକଣା ଲାଗୁ କରାଯାଇଛି । କଟକ ସହରରେ ଦିନ ୨ଟାରୁ ରାତି ଦୁଇଟା ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି ବ୍ୟବସ୍ଥା ଆସନ୍ତା ଅକ୍ଟୋବର ୨ ତାରିଖ ଦଶହରା ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ । ସେହିପରି ରାଜଧାନୀ ଭୁବନେଶ୍ବରରେ ମଧ୍ୟ…

ଆଜିଠୁ କମିବ ବର୍ଷାର ପରିମାଣ; ୧ ଆଉ ଏକ ଲଘୁଚାପ!

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ କମିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଅବପାତ ଶ୍ରୀକାକୁଲମ ପାଖରେ ପହଞ୍ଚିବା ପରେ କ୍ରମଶଃ ଦୁର୍ବଳ ହୋଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ୩୦ ତାରିଖ ଯାଏଁ…

ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ, ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍‌ । ଫଳରେ ଶନିବାର ସନ୍ଧ୍ୟା ସୁଦ୍ଧା ୬ଟି ଗେଟ୍‌ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ହେଉଛି । ହୀରାକୁଦରେ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଥିବାବେଳେ ଶନିବାର କାଳେ ୪ଟି ଏବଂ ମଧ୍ୟାହ୍ନରେ ୬ଟି ଗେଟ୍‌ ବନ୍ଦ କରିଦିଆଯାଇଥିଲା ।…

କୁଖ୍ୟାତ ବନ୍ଧୁକ ବେପାରୀକୁ ଗିରଫ କଲା କମିଶନରେଟ୍ ପୋଲିସ, ୧୦ଟି ସେମି ଅଟୋମେଟିକ ବନ୍ଧୁକ ଜବତ

ଭୁବନେଶ୍ୱର: ରାଜଧାନୀରୁ କୁଖ୍ୟାତ ବନ୍ଧୁକ ବେପାରୀ ଶେଖ ନଦୀମକୁ ଗିରଫ କଲା କମିଶନରେଟ ପୋଲିସ । ତା ନିକଟରୁ ୧୦ଟି ସେମି ଅଟୋମେଟିକ ବନ୍ଧୁକ , ୧୮ଟି ଜୀବନ୍ତ ଗୁଳି ଓ ୧୦ଟି ମାଗାଜିନ, ଗୋଟିଏ ମୋବାଇଲ ଫୋନ୍ ଓ ଗୋଟିଏ ମୋଟର ସାଇକେଲ ଜବତ ହୋଇଛି । ଭୁବନେଶ୍ୱର-କଟକ କମିଶନରେଟ୍ ସ୍ପେଶାଲ୍…

ବର୍ଷା ଯୋଗୁଁ ଜଳସ୍ତର ବଢୁଛି ହେଲେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଏବେ ଲଘୁଚାପ କାରଣରୁ ପ୍ରବଳ ବର୍ଷା ଲାଗି ରହିଛି । ଏହି କାରଣରୁ ଅନେକ ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ…