Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଅପରାଜିତା ଷଡଙ୍ଗୀ ଜଣେ ମିଛେଇ ରାଣୀ: ଅଭିନେତା ଅଖିଳ ପଟ୍ଟନାୟକ

ଭୁବନେଶ୍ୱର: ନିର୍ବାଚନ ଯେତିକି ପାଖେଇ ଆସୁଛି ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ସେତେ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀରେ ବିଜେପି ଟିକେଟ୍ ଆଶାୟୀମାନଙ୍କ ନାଁ କଟିବାରୁ ଅପରାଜିତାଙ୍କ ଉପରେ ବର୍ଷିଛନ୍ତି ନେତା। ଯୁଗାଂଶୁ ପଣ୍ଡା ଏବଂ କାଳୁ…

ରେକର୍ଡ ଭାଙ୍ଗିଲା ଓଡିଶା ତାତି, ୪୬ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାଲେଶ୍ଵର

ଭୁବନେଶ୍ଵର: ରେକର୍ଡ ଭାଙ୍ଗିଲା ଓଡିଶା ତାତି । ୪୬ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାଲେଶ୍ଵର । ଚଳିତବର୍ଷର ରେକର୍ଡ ଭାଙ୍ଗିଛି ତାପମାତ୍ରା । ନିଆଁ ବର୍ଷାରେ ଭିଜିଛି ବାଲେଶ୍ଵର ଜିଲ୍ଲା । ସେପଟେ ଚଳିତବର୍ଷ ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ମଧ୍ୟ ୪୫ ଡିଗ୍ରୀ ଅତିକ୍ରମ କରି ରେକର୍ଡ…

ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଞ୍ଜାମ: ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁର ଉପଜିଲ୍ଲାପାଳଙ୍କ ଠାରେ ନିଜର ନାମାଙ୍କନ ପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ । ପାର୍ଥୀପତ୍ର ଦାଖଲ ପୂର୍ବରୁ ସେ…

ଅବସର ନେବେ ଡାକ୍ତର ନିରଞ୍ଜନ ମିଶ୍ର, ଏବେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଭାବେ ଦାୟିତ୍ଵ ତୁଲାଇବେ ଡାକ୍ତର ବିଜୟ କୁମାର

ଭୁବନେଶ୍ଵର: ଅବସର ନେବେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ତାଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି…

ସାଢେ ୧୧ଟା ସୁଦ୍ଧା ୪୪ ଡିଗ୍ରୀ ପାର, ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମ ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି…

ତାତିରୁ ନିସ୍ତାର ନାହିଁ, ସକାଳ ସାଢ଼େ ୮ ସୁଦ୍ଧା ଟପିଲା ୩୮ ଡିଗ୍ରୀ ତାପମାତ୍ରା

ଭୁବନେଶ୍ୱର: ତାତିରୁ ନିସ୍ତାର ନାହିଁ। ସକାଳ ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ଟପିଲା । ୩୮.୪ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ । ତାଳଚେର ୩୭.୮, ବାଲେଶ୍ବର ୩୬.୬, କେନ୍ଦୁଝର ୩୬.୪ ଡିଗ୍ରୀ ରହିଛି। ଅସହ୍ୟ ଗରମ ଓ ଗୁଳୁଗୁଳି ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ…

ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ, ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଗତ କିଛି ଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ। ଆହୁରି ୩ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ବିଭିନ୍ନ…

ମେ’ ୨ ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିବେ ନବୀନ

ଭୁବନେଶ୍ୱର: ଦୁଇଟି ଆସନରୁ ନିର୍ବାଚନ ଲଢୁଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମେ' ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ଭରିବେ । ସେହିପରି ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ହିଞ୍ଜିଳି ଆସନରୁ ନାମାଙ୍କନ ଭରିବେ ନବୀନ । ଷଷ୍ଠଥର ପାଇଁ ଏହି ଆସନରୁ ବିଜେଡି…

୨୫ ବର୍ଷ ଶାସନରେ ଲୋକଙ୍କୁ ପାଣି ଯୋଗାଇ ନପାରିବା, ଏହା ହିଁ କ’ଣ ବିକାଶ?: ବିଜେପି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର । ଓଡିଶାବାସୀଙ୍କୁ ସୁଦ୍ଧ ପାନୀୟ ଜଳ ଯୋଗାଇଦେବାକୁ ନେଇ ସେ ନବୀନ ସରକାରଙ୍କୁ ଯୋରଦାର ଟାର୍ଗେଟ କରିଛନ୍ତି । ଗୋଲକ ମହାପାତ୍ର କହିଛନ୍ତି ଯେ ପାଖାପାଖି ୧୦ହଜାର ଦିନ ସରକାରରେ ରହିବି ନବୀନ ବାବୁ…

ମିଶ୍ରଣ ପର୍ବ: ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା ଓ କର୍ମୀ

ଭୁବନେଶ୍ୱର: ନିର୍ବାଚନ ପାଖେଇ ଆସିବା ବେଳକୁ ବଢୁଛି ଦଳ ଅଦଳ ବଦଳ । ଟିକେଟ ଆଶାରେ ନେତା ଓ କର୍ମୀ ମାନେ ଦଳ ବଦଳାଉଛନ୍ତି । ଏହି ଅବସରରେ ଆଜି ବିଜେଡି ସାଧାରଣ ସମ୍ପାଦକ କୃଷ୍ଣଚନ୍ଦ୍ର ନାୟକ ନିଜ ସମର୍ଥକଙ୍କ ସହ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ…