Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଇଏ ଦୁ୍ର୍ଗ ପତନର ବେଳ: ଭର୍ତ୍ତୃହରି ମହତାବ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିଛନ୍ତି ବିଜେପି ନେତା ତଥା କଟକ ଲୋକସଭା ଆସନର ପାର୍ଥୀ ଭର୍ତ୍ତୃହରୀ ମହାତାବ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭର୍ତ୍ତୃହରୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରିଛି ରାଜ୍ୟ ବିଜେପି । କଟକ ଲୋକସଭା ଆସନରୁ ଲୋକସଭା ପ୍ରାର୍ଥୀ ଭାବରେ…

ବିଜେଡିରେ ମିଶିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ଵର: ଘରକୁ ବାହୁଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ। ବିଜେପି ଛାଡି ଆଜି ସେ ପୁଣିଥରେ ବିଜେଡିକୁ ଫେରିଛନ୍ତି। ୨୦୧୪ରେ ବିଜେଡି ପ୍ରାର୍ଥୀ ହୋଇ ସେ ନୀଳଗିରିରୁ ବିଧାୟକ ହୋଇଥିଲେ । ସେହିପରି ୨୦୧୯ ରେ ବିଜେପି ଟିକେଟରୁ ନୀଳଗିରି ବିଧାୟକ ଭାବେ ଜିତିଥିଲେ । ଦୁଇ ଦିନ ତଳେ ସେ…

ବିଜେଡିରେ ପୂର୍ବତନ କଂଗ୍ରେସ ବିଧାୟକ ମିଶିଲେ ଚିରଞ୍ଜୀବ

ଭୁବନେଶ୍ଵର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଶଙ୍ଖ ଭବନରେ ହଜାର ହଜାର ସମର୍ଥକଙ୍କ ସହ ଆସି ବିଜେଡିରେ ସାମିଲ ହେଲେ ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଚିରଞ୍ଜିବୀ । ଗତକାଲି…

ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବ, ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିରହିଥିବାବେଳେ, ଆଜି ସକାଳୁ ସକାଳୁ ଟ୍ବିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କଳାବୈଶାଖୀ ପ୍ରଭାବରେ ପାଗ ମେଘୁଆ ରହିଛି ।…

ଆଇଏଲଓ ରିପୋର୍ଟରେ ୨୪ବର୍ଷ ଧରି ବିଜୁ ଜନତା ଦଳର ଶାସନର ଅସଲ ମୁଖା ଖୋଲିଯାଇଛି: ଦେବାଶିଷ ନାୟକ

ଭୁବନେଶ୍ୱର: ‘ଓଡିଶାରେ ସର୍ବାଧିକ ବେରୋଜଗାରୀ ବା ବେକାର ଯୁବକ । ନା ନିଯୁକ୍ତି ଅଛି ନା ନିଯୁକ୍ତି ପାଇଁ ତାଲିମ ବ୍ୟବସ୍ଥା ଅଛି । ମୁଖ୍ୟମନ୍ତ୍ରୀ ଭାବେ ଦାୟୀତ୍ୱ ନେବା ସମୟରେ ଓଡିଶାର ସ୍ଥିତି ଯାହା ଥିଲା, ୨୪ ବର୍ଷର ଶାସନ ପରେ ମଧ୍ୟ ସମାନ ସ୍ଥିତି । ପ୍ରାୟ ୪୧.୬ ପ୍ରତିଶତ ଯୁବକ / ଯୁବତୀ…

‘ରାଜ୍ୟ ଷ୍ଟିୟରିଂ କମିଟି’ ବୈଠକ, ଭିନ୍ନକ୍ଷମ ମତଦାତାଙ୍କ ଅଂଶଗ୍ରହଣ ବୃଦ୍ଧି ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଦେଶରେ ଆସନ୍ତା ସାଧାରଣ ନିର୍ବାଚନ-୨୦୨୪କୁ ଏକ ସମ୍ମିଳିତ ମତଦାନର ପର୍ବ ରୂପେ ପାଳନ କରିବା ପାଇଁ ଭାରତ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି । ସେହି କ୍ରମରେ ଓଡ଼ିଶାରେ ନିର୍ବାଚନ ପ୍ରକ୍ରିୟାରେ ସବୁବର୍ଗର ମତାଦାତାଙ୍କୁ ଯେଭଳି ଭାବରେ ସାମିଲ…

ବିଜେଡ଼ିରେ ଯୋଗଦେଲେ ପାରଳାଖେମୁଣ୍ଡିର ପୂର୍ବତନ କଂଗ୍ରେସ ବିଧାୟକ କେ. ସୁରିଆ ରାଓ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ କେ. ସୁରିଆ ରାଓଙ୍କ ସମେତ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚନ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ରାଜ୍ୟସଭା ସାଂସଦ…

ଭି.କେ.ପାଣ୍ଡିଆନଙ୍କ ପାଇଁ ୭୪ ଜଣ ପୋଲିସ ନିୟୋଜିତ ପ୍ରସଙ୍ଗ: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବିପତ୍ର…

ଭୁବନେଶ୍ୱର: ବିଜୁ ଜନତା ଦଳର ଜଣେ ସାଧାରଣ କର୍ମୀ ଭିକେ ପାଣ୍ଡିଆନଙ୍କ ସୁରକ୍ଷା ଦାୟିତ୍ୱରେ ୭୪ଜଣ ପୋଲିସ କର୍ମଚାରୀ ନିୟୋଜିତ ହେବା ସମ୍ପର୍କରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ କଲା ବିଜେପି ପ୍ରତିନିଧିମଣ୍ଡଳୀ । ରାଜ୍ୟରେ ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଥିବାବେଳେ ଅବାଧ,…

ବିଜେପିର ଡବଲ ଇଂଜିନ ସରକାର ଗଠନ ପାଇଁ ଓଡିଶାବାସୀ ମନ ସ୍ଥିର କରିଛନ୍ତି: ବିଜୟପାଲ୍ ସିଂହ ତୋମାର

ଭୁବନେଶ୍ୱର: ଅଙ୍କୁଠ ସମର୍ଥନ ଯୋଗାଇବା ପରେ ମଧ୍ୟ ଗଂଜାମବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରମ୍ବାର ପ୍ରତାରଣାର ଶିକାର ହୋଇଛନ୍ତି । ଜୀବନ ଜୀବିକା ପାଇଁ ବାହାର ରାଜ୍ୟକୁ ବାଧ୍ୟ ହୋଇ ଦାଦନ ଖଟିବା ପାଇଁ ଯାଉଛନ୍ତି । କୈାଣସି ପ୍ରକାରର ବିକାଶ ହେଉ ନାହିଁ, ବରଂ ଅସାଧୁ କର୍ମଚାରୀ,…

ବିଜେପିର ଶୃଙ୍ଖଳିତ କାର୍ଯ୍ୟକର୍ତା ଭାବେ କାର୍ଯ୍ୟ କରିବି: ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର: ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ନିଜ ସମର୍ଥକଙ୍କ ସହ ଆଜି ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ମିଶ୍ର କହିଛନ୍ତି ଯେ,ମୋଦିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇଛି । ଭାରତକୁ ସାରା ବିଶ୍ୱରେ ବିକାଶଶୀଳ କରିବା ପାଇଁ…