Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆଜିଠୁ ଯୁକ୍ତ୨ ପରୀକ୍ଷା ଖାତାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ଵର: ଆଜି ଯୁକ୍ତ୨ ପରୀକ୍ଷା ଖାତାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ ହେବ।ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଆଜି ତଥା ଶନିବାର ଠାରୁ ଆରମ୍ଭ ହୋଇ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ଏଥିରେ…

ଆସନ୍ତା ୧୬ରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ୧୫ ରାତିରେ ରଥ ପ୍ରତିଷ୍ଠା ନେଇ ନିଷ୍ପତ୍ତି

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି । ଏକାମ୍ର ଆରାଧ୍ୟ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଏବେ ରଥ ଖଳାରେ ଯୋରସୋରରେ କାମ ଜାରି ରହିଛି । ଏଥିପାଇଁ ଚଳଚଞ୍ଚଳ ପୂରା ଭୁବନେଶ୍ୱର । ଲିଙ୍ଗରାଜଙ୍କ ପବିତ୍ର ରୁକୁଣା…

ଖୋର୍ଦ୍ଧା ଜିଲ୍ଲାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ଚାଲିବ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର

ଖୋର୍ଦ୍ଧା: ରାଜ୍ୟରେ ପ୍ରଚଣ୍ଡ ଖରା ପାଇଁ ବଦଳିଲା ଅଙ୍ଗନବାଡ଼ି ସମୟ । ଆଜି ଭୁବନେଶ୍ୱରରେ ତାପମାତ୍ରା ୪୩.୨ ଡିଗ୍ରୀ ପାର କରିଛି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଏହି ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ…

କଟକ ଏବଂ ଜଗତସିଂହପୁର ପାଇଁ ନିଯୁକ୍ତି ହେଲେ ନୂଆ ଜିଲ୍ଲାପାଳ

ଭୁବନେଶ୍ଵର: କଟକ ଏବଂ ଜଗତସିଂହପୁର ପାଇଁ ନିଯୁକ୍ତି ହେଲେ ନୂଆ ଜିଲ୍ଲାପାଳ । ଆଏଏସ ଅରିନ୍ଦମ ଡାକୁଆଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି କରାଯାଇଥିବା ବେଳେ ଆଏଏସ ଅନୁପମ ଶାହାଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି । ପୂର୍ବରୁ କଟକ, ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳି…

ରୌଦ୍ରତାପ ଜନିତ ଅଂଶୁଘାତ ଆଶଙ୍କାକୁ ଦୃଷ୍ଟିରେ ରଖି ମାର୍ଗଦର୍ଶିକା ଜାରି କଲା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ

ଭୁବନେଶ୍ଵର: ପ୍ରଚଣ୍ଡ ରୌଦ୍ରତାପ ଜନିତ ଅଂଶୁଘାତ ଆଶଙ୍କାକୁ ଦୃଷ୍ଟିରେ ରଖି ମାର୍ଗଦର୍ଶିକା ଜାରି କଲା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ । ସମ୍ପୁର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଚଳିତ ଏପ୍ରିଲ ମାସରୁ ଜୁନ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧.୦୦ ଓ ଅପରାହ୍ନ ୩.୩୦…

ନିର୍ବାଚନ ପୂର୍ବରୁ ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀଙ୍କ ଭିଡିଓ, ଲୋକଙ୍କୁ ଫୋନ କରି ବିକାଶ କାର୍ଯ୍ୟର କଲେ ସମୀକ୍ଷା

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ । ଲୋକଙ୍କୁ ସିଧାସଳଖ କଲ୍ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି ନବୀନ । ଯାହା ସାଧାରଣ ଲୋକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି । ଫୋନ୍ କଲରେ ଲୋକ ମାନଙ୍କ ଠାରୁ…

ମୋନିଦୀପା ସର୍ଖେଲଙ୍କୁ ମିଳିଲା ନୂତନ ଦାୟିତ୍ଵ, ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ହେଲେ ମୋନିଦୀପା

ଭୁବନେଶ୍ଵର: ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ ହେଲେ ମୋନିଦୀପା । ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ଭାବେ ମୋନିଦୀପାଙ୍କୁ ଦାୟିତ୍ଵ ଦେଲା ବିଜେଡି ।…

ବିଜେପିରେ ଯୋଗ ଦେଲେ ଅମରେନ୍ଦ୍ର ଦାସ, ଗତକାଲି ବିଜେଡି ଛାଡିଥିଲେ

ଭୁବନେଶ୍ୱର: ବିଜେପିରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ । ଶହଶହ କର୍ମୀଙ୍କ ସହ ଆସ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ଦଳରେ ଯୋଗଦେଲେ ଅମରେନ୍ଦ୍ର । ଗତକାଲି ବିଜେଡି ଛାଡିଥିଲେ…

ଜଳିଲା ଭୁବନେଶ୍ଵର, ୧୧.୩୦ ସୁଦ୍ଧା ୩୯.୮ ଡିଗ୍ରୀ

ଭୁବନେଶ୍ଵର: ଅସହ୍ଯ ଖରାରେ ସିଝୁଛି ଓଡିଶା। ଜନଜୀବନକୁ ଅସ୍ତବ୍ଯସ୍ତ କରୁଛି ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି। ଗତକାଲି ରାଜ୍ଯର ୨ ସହର ମାଲକାନଗିରି ଓ ବୌଦ୍ଧର ତାପମାତ୍ରା ୪୨ ଡିଗ୍ରୀ ଛୁଇଁଥିବାବେଳେ ଆଜି ଦିନ ୧୧ଟା ସୁଦ୍ଧା ଜଳିଲାଣି ରାଜଧାନୀ ଭୁବନେଶ୍ଵର । ଦିନ ୧୧.୩୦ ସୁଦ୍ଧା…

ବ୍ରହ୍ମପୁର ବଡ ଲଢେଇ: ପ୍ରଦୀପ ବନାମ ଭୃଗୁ?

ବ୍ରହ୍ମପୁର: ବିଜେଡିର ବ୍ରହ୍ମପୁର ସରପ୍ରାଇଜ । ୧୯ରେ ବିଜେପି ପ୍ରାର୍ଥୀ, ୨୪ରେ ବିଜେଡି ସେନାପତି । ବ୍ରହ୍ମପୁର ଲଢେଇରେ ଭୃଗୁ ଟୁଇଷ୍ଟ! ଗଞ୍ଜାମ ଗଣିତ ଗୋଳମାଳ! କେତେ କାମ କରିବ ବିଜେଡି ରଣନୀତି? ପ୍ରଦୀପ ପାଣିଗ୍ରାହୀଙ୍କୁ ମାତ୍ ଦେବେ କି ଭୃଗୁ? ନା ପ୍ରଦୀପଙ୍କ ଗୋଟିରେ ହେବେ ଆଉଟ୍? କଣ…