Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପ୍ରଦୀପ ପାଣିଗ୍ରାହୀଙ୍କ ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ, ଏମ୍ସ ସ୍ଥାନାନ୍ତର

ବ୍ରହ୍ମପୁର: ବିଜେପିର ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗତକାଲି ସାମାନ୍ୟ ଆହତ ହୋଇ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି ହୋଇଥିଲେ। ତେବେ ସେଠାରେ ଚିକିତ୍ସା ହେବା ପରେ ତାଙ୍କର ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ ଲାଗିଥିବା ଜଣାପଡିଛି। ଅଧିକ…

୧୯ ରେ ଆଣ୍ଡାମାନ ଛୁଇଁବ ମୌସୁମୀ, ୧୭ରୁ ୪ ଡିଗ୍ରୀ ଯାଏ ବଢ଼ିବ ତାପମାତ୍ରା

ଭୁବନେଶ୍ୱର:ଏଥିର ସହଳ ମୌସୁମୀ ଆସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବ। ଗତବର୍ଷ ଏହି ସମୟରେ ଉପରୋକ୍ତ…

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଲେଢଇ: ୭୪ ପ୍ରତିଶତ ମତଦାନ, ୨୮୦ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍

ଭୁବନେଶ୍ୱର: ଅବିଭକ୍ତ କୋରାପୁଟ ଜିଲ୍ଲାରେ ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସଂପନ୍ନ ହୋଇଛି। ଆସନ୍ତା ୫ ବର୍ଷ ପାଇଁ ନେତାଙ୍କ ଭାଗ୍ୟର ଫଇସଲା ହୋଇଛି। ଶାନ୍ତିଶୃଙ୍ଖଳାର ସହ ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ। କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ସହ ୨୮ଟି…

ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଛି ବିଜେଇଏମ୍-୨

ଭୁବନେଶ୍ୱର: ପ୍ରକାଶ ପାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା ଫଳ । ଚଳିତ ବର୍ଷ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର ୯୧.୫୨ ପ୍ରତିଶତ ଥିବା ବେଳେ, ପୁଅଙ୍କ ପାସ୍ ହାର ୮୫.୧୨ ରହିଛି । ତେବେ ସତ୍ୟଭାମାପୁ୍ର ସ୍ଥିତ ବିଜେଇଏମ୍ -୨ ଇଂଲିଶ ମାଧ୍ୟମ ସ୍କୁଲ…

ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ସନ୍ଧ୍ୟା ୫ଟା ସୁଦ୍ଧା ୬୨.୩୧ ପ୍ରତିଶତ ‌ମତଦାନ

ଭୁବନେଶ୍ବର: ରାଜ୍ୟରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ଚାରି ଲୋକସଭା ଆସନ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ମତଦାନ ଶେଷ ହେଲା । ସନ୍ଧ୍ୟା ୫ଟା ସୁଦ୍ଧା ୬୨.୩୧ ପ୍ରତିଶତ ‌ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟର ସୂତ୍ରରୁ ଏହି ସୂଚନା ମିଳିଛି…

କାହାର ହେବ ଭଞ୍ଜନଗର ?

ଭୁବନେଶ୍ବର : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ବିଧାନସଭା ଆସନ । ଦିନେ କଂଗ୍ରେସର ଗଡ ଥିବା ଏହି ସିଟ୍ ପାଲଟିଛି ବିଜେଡିର ଅଭେଦ୍ୟ ଦୁର୍ଗ। ଭଞ୍ଜନଗରରେ ବିଜେଡିରୁ ପୁଣି ପ୍ରାର୍ଥୀ ହୋଇଛନ୍ତି ଦଳର ଟାଣୁଆ ନେତା ବିକ୍ରମ କେଶରୀ ଆରୁଖ। ଗତ ଛଅ ଥର ହେଲା ଏଠାରୁ ଜିତି ଆସୁଛନ୍ତି ଆରୁଖ । ଏଥର ସପ୍ତମ ଥର…

ଘରକଳି ବିଗାଡିବ ବିଜେପୁର ଅଙ୍କ !

ଭୁବନେଶ୍ବର : ବିଜେପୁରରେ ପ୍ରାର୍ଥୀ ରିପିଟ୍ କରିଛନ୍ତି ଉଭୟ ବିଜେଡି ଓ ବିଜେପି । ବିଜେଡିରୁ ପୁଣି ରୀତା ସାହୁ ପ୍ରାର୍ଥୀ ହୋଇଛନ୍ତି ତ ବିଜେପିରୁ ମଇଦାନକୁ ଓହ୍ଲାଇଛନ୍ତି ସନତ ଗଡତିଆ । ଦିନେ କଂଗ୍ରେସର ଗଡ ରହିଥିଲା ବିଜେପୁର । କଂଗ୍ରେସରୁ ସୁବଳ ସାହୁ ତିନି ତିନି ଥର ବିଜେପୁରରୁ ବିଜୟୀ…

ପଦମପୁରରେ ଏଥର ବଦଳିବ ବାଜି !

ଭୁବନେଶ୍ବର: ବରଗଡ ଜିଲ୍ଲାର ପଦମପୁର ବିଧାନସଭା ନିର୍ବାଚନମଣ୍ଡଳୀ । ଦୁଇ ବର୍ଷ ତଳେ ଚର୍ଚ୍ଚାରେ ରହିଥିଲା ପଦମପୁର ଉପନିର୍ବାଚନ । ୨୦୧୯ର ବିଜେତା ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ତାଙ୍କ ଝିଅ ବର୍ଷା ସିଂ ବରିହା ଉପନିର୍ବାଚନ ଲଢି ବିଜୟୀ ହୋଇଥିଲେ । ବିଜେପି ପ୍ରାର୍ଥୀ…

କାର୍ଯ୍ୟରେ ଅବହେଳା: ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ କାର୍ଯ୍ୟରେ ଅବହେଳା ଯୋଗୁଁ ୩ ଜଣ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ ଦିଆଯାଇଛି । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ…

ରାଜ୍ୟରେ ଦିନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ଭୋଟ୍ ଦେଇ ନିଜର ମତ ସାବ୍ୟସ୍ତ କରୁଛନ୍ତି ଲୋକେ । ତେବେ ଅପରାହ୍ନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ ହୋଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସେଥିମଧ୍ୟରୁ ସର୍ବାଧିକ…