Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୫୦ ପ୍ରତିଶତ ବୃଦ୍ଧି ପାଇଲା ରାଜ୍ୟର ଲ’ ଅଫିସରଙ୍କ ଦୈନିକ ଓ ରିଟେନର୍ ଫି’

ଭୁବନେଶ୍ବର: ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ଅଣ କ୍ୟାଡର ଲ’ ଅଫିସର ମାନଙ୍କର ଦୈନିକ ଓ ରିଟେନର୍ ଫି’ ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ…

ଏଣିକି ଆଗୁଆ ମିଳିବ ବାତ୍ୟା, ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟର ସୂଚନା, ଲାଗିବ ଅତ୍ୟାଧୁନିକ ରାଡାର

ଭୁବନେଶ୍ବର: ଏଣିକି ଆଗୁଆ ମିଳିବ ବାତ୍ୟା, ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟର ସୂଚନା । ଏଥିପାଇଁ କଟକ-ଭୁବନେଶ୍ୱର ପାଇଁ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର । ୨୦୨୫ ସୁଦ୍ଧା କାର୍ଯ୍ୟକାରୀ ହେବ ଆଡଭାନ୍ସ ଫ୍ଲଡ୍‌ ଓ୍ବାର୍ଣ୍ଣିଂ ସିଷ୍ଟମ । ଏହି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ…

ବଢିଲା ଗଣଶିକ୍ଷକଙ୍କ ଦରମା, ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଗଣଶିକ୍ଷକଙ୍କ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଭେଟି । ବଢିଲା ଗଣଶିକ୍ଷକଙ୍କ ଦରମା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ…

ଓଡ଼ିଶାରେ କମୁଛନ୍ତି କଲରାପତରିଆ, ୪ ବର୍ଷରେ କମିଛନ୍ତି ୧୯୨

ଭୁବନେଶ୍ୱର: ଓଡ଼ିଶାରେ ହ୍ରାସ ପାଉଛି କଲରାପତରିଆ ବାଘଙ୍କ ସଂଖ୍ୟା । ଚିନ୍ତା ବଢ଼ାଇଲା ଏନଟିସିଏ ତଥା ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣର ରିପୋର୍ଟ । ୨୦୧୮ ତୁଳନାରେ ୨୦୨୨ରେ ଗତ ଚାରି ବର୍ଷ ଭିତରେ କଲରାପତରିଆଙ୍କ ସଂଖ୍ୟା କମିଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ୨୦୧୮ ରିପୋର୍ଟ ମୁତାବକ,…

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା

ଭୁବନେଶ୍ବର: ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା । ମାସିକ ପାରିଶ୍ରମିକ ୭ ହଜାର ୫ଶହରୁ ୧୦ହଜାରକୁ ବୃଦ୍ଧି କଲେ ରାଜ୍ୟ ସରକାର । ସେହିପରି ମିନି ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ୫ ହଜାର ୩୭୫ରୁ ୭ ହଜାର ୨୫୦କୁ ବୃଦ୍ଧି କରିଛନ୍ତି ସରକାର । ଅଙ୍ଗନବାଡ଼ି ସହାୟିକାଙ୍କ ଦରମା ୩ ହଜାର…

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ତରଫରୁ କ୍ୟାପିଟାଲ ହସ୍ପିଟାଲକୁ ଇଲେକଟ୍ରିକ ଯାନ ପ୍ରଦାନ

ଭୁବନେଶ୍ଵର; ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱ ପାଣ୍ଠିରୁ କ୍ୟାପିଟାଲ ହସ୍ପିଟାଲ ଭୁବନେଶ୍ୱର କୁ ୧୧ ଲକ୍ଷ ୯୦ହଜାର ଟଙ୍କା ମୂଲ୍ୟର ଏକ ୧୦ ସିଟ ବିଶିଷ୍ଟ ଇଲେକଟ୍ରିକ ଯାନ ପ୍ରଦାନ କରିଛି । ହସ୍ପିଟାଲ କ୍ୟାମ୍ପସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ…

ଆସନ୍ତା ମାସରେ ବିଜେଡି ପାଳନ କରିବ ତିନି ତିନୋଟି ବଡ କାର୍ଯ୍ୟକ୍ରମ

ଭୁବନେଶ୍ଵର: ସାଧାରଣ ନିର୍ବାଚନକୁ ଆଉ ମାତ୍ର କେଇଟା ଦିନ । ସେଥିପାଇଁ ସବୁ ଦଳ ତାର ରଣନିତି ପ୍ରସ୍ତୁତ କରୁଛି । ସେଥିପାଇଁ ବିଜେଡି ମଧ୍ୟ ତାର ରଣନୀତି ପ୍ରସ୍ତୁତ କରୁଛି । କିନ୍ତୁ ଏହାରି ଭିତରେ ଆସନ୍ତା ମାସ ପାଇଁ ବିଜେଡି ତାର ମୁଖ୍ୟ ୩ଟି କାର୍ଯ୍ୟକ୍ରମ ତାଲିକା ପ୍ରକାଶ କରିଛି ।…

ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 5-T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ୍ ଟ୍ୟାପ୍, ପକ୍କା ରାସ୍ତା, ସ୍ବରେଜ୍ ସିଷ୍ଟମ୍ ଓ ଅନେକ ନାଗରିକ…

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର: ନିର୍ବାଚନ ଯେତିକି ପାଖକୁ ଆସୁଛି ରାଜନୀତି ସେତିକି ସରଗରମ ହେଉଛି । ଆଉ ଏବେ ନେତା ଓ କର୍ମୀଙ୍କ ଦଳ ଅଦଳବଦଳ ଜାରି ରହିଛି । କିଏ କଂଗ୍ରେସ ଛାଡ଼ି ବିଜେଡିରେ ମିଶୁଛି, ଆଉ କିଏ ବିଜେପି ଛାଡ଼ି ବିଜେଡିରେ ମିଶୁଛନ୍ତି । ଆଜି କଳାହାଣ୍ଡିରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ…

ବଢିଲା ଏଚଆରଏମଏସ ପୋର୍ଟାଲରେ କର୍ମଚାରୀମାନଙ୍କ ତଥ୍ୟ ଅଦ୍ୟତନ କରିବାର ସମୟ ସୀମା

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀମାନଙ୍କୁ ସେମାନଙ୍କ ସମ୍ପର୍କରେ ସବିଶେଷ ସଂକ୍ଷିପ୍ତ ତଥ୍ୟ(ପ୍ରୋଫାଇଲ୍ ଡାଟା) ଏଚଆରଏମଏସ୍ ପୋର୍ଟାଲରେ ଆବେଦନ ଅଦ୍ୟତନ(ଅପଡେସନ) କରିବା କାର୍ଯ୍ୟ ଆଗାମୀ ୨୦୨୪ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି…