Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ୟୁଜିସି ଅନୁବନ୍ଧିତ କଲେଜରେ ଲାଗିବ ଛାତ୍ର ଅଭିଯୋଗ ନୀୟମାବଳି ସୂଚନା ଫଳକ

ଭୁବନେଶ୍ୱର: ୟୁଜିସିଙ୍କ ପକ୍ଷରୁ ବିଶ୍ୱବିଦ୍ୟାଳୟଗୁଡ଼ିକୁ କ୍ୟାମ୍ପସରେ ସୂଚନାପୂର୍ଣ୍ଣ ବ୍ୟାନର ଲଗାଇବା ସହ ଛାତ୍ର ଅଭିଯୋଗ ନିୟମାବଳୀ, ୨୦୨୩ ବିଷୟରେ ୱେବସାଇଟ୍ ଓ ବୁଲେଟିନ ବିବରଣୀ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୟୁଜିସି ଅଧ୍ୟକ୍ଷ ମମିଦାଲା ଜଗଦେଶ କୁମାର ଚଳିତ ବର୍ଷ ଫେବୃଆରୀ ୫ ଏକ…

ବିଜେପିରେ ମିଶିଲେ ବିବାଦୀୟ ବିଧାୟକ

ଭୁବନେଶ୍ବର: ବିଜେପିରେ ମିଶିଲେ ଚିଲିକାର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପ୍ରଶାନ୍ତ ଜଗଦ୍ଦେବ ।ବିଜେପିରେ ମିଶିବା ପରେ ପ୍ରଶାନ୍ତ କହିଛନ୍ତି ଓଡିଶାରେ ଛାୟା ସରକାରର ଶାସନ ଚାଲିଛି ଏବଂ ଏହା ବିତାଡିତ ହେବା ଆବଶ୍ୟକ । ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ…

ଛାତ୍ରାବାସ ରୋଷ ଶାଳାରେ ଚୁଲି ଧୁଆଁକୁ ନା!

ଭୁବନେଶ୍ୱର: ପରିବେଶ ସୁରକ୍ଷା ଦିଗରେ ବଡ଼ ପଦକ୍ଷେପ । ସମସ୍ତ ବିଦ୍ୟାଳୟ ଏବଂ ଛାତ୍ରାବାସରେ ଲାଗିବ ଏଲପିଜି । ଆଉ କାଠ ଚୂଲାରେ ହେବନି ବ୍ୟବହାର।ରାଜ୍ୟ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ବିଲ୍ ଗେଟସ୍‍ଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍‍ ଗେଟସ୍‍ଙ୍କୁ ଏହି ସମ୍ମାନ ପ୍ରଦାନ…

ଲକ୍ଷ୍ମୀ ବସ୍: ସରକାରଙ୍କ ଅର୍ଥ, ବସ୍‌ର ମାଲିକ ବାହାର ରାଜ୍ୟର କମ୍ପାନୀ

ଭୁବନେଶ୍ୱର: ଓଡିଶାରେ ଦୁର୍ନୀତି ଖୁଲମଖୋଲା ଚାଲିଛି । ଅଣଓଡ଼ିଆ ବ୍ୟବସାୟୀମାନଙ୍କୁ ଲୋଭ ଦେଖାଇ ସରକାରୀ ଅର୍ଥକୁ ସେମାନଙ୍କ ହାତରେ ଟେକି ଦିଆଯାଉଛି । ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ଓଡ଼ିଶାରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ ଯୋଜନା ।  ଲକ୍ଷ୍ମୀ ବସ୍ ଯୋଜନାକୁ ନେଇ ରାଜ୍ୟ ସରକାର ବ୍ୟାପକ…

ଆଇଏଏସ୍ ସ୍ତରରେ ଅଦଳବଦଳ: ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ତିନି ଜିଲ୍ଲାର ଜିଲ୍ଲାପାଳ । ଆଜି ଜିଲ୍ଲାପାଳ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏଥିସହ କଟକ ମହାନଗର ନିଗମକୁ ମିଳିଛି ନୂଆ କମିସନର ।…

ବିଲ ଗେଟସ୍ ଙ୍କ ପରାମର୍ଶ: କୃଷି କ୍ଷେତ୍ରରେ ବ୍ୟବହାର ହେଉ ରିମୋଟ ସେନସିଂ ଓ ସ୍ପେସ ଆପ୍ଲିକେସନ

ଭୁବନେଶ୍ଵର: ରାଜ୍ୟର କୃଷି କ୍ଷେତ୍ର ଉନ୍ନତି ପାଇଁ ରିମୋଟ ସେନ୍ସିଂ ଓ ସ୍ପେସ ଆପ୍ଲିକେସନ ବ୍ୟବହାର କର । ଆଜି କୃଷି ଭବନରେ କୃଷି ସମୀକ୍ଷା କେନ୍ଦ୍ର ପରିଦର୍ଶନ ସମୟରେ ରାଜ୍ୟ କୃଷି ବିଭାଗକୁ ଏଭଳି ପରାମର୍ଶ ଦେଇଛନ୍ତି ଅରବପତି ବିଲ ଗେଟସ୍ । କୃଷି ସମୀକ୍ଷା କେନ୍ଦ୍ରକୁ ବିଲ ଗେଟସଙ୍କ…

ଇଡିରେ ପ୍ରଫୁଲ୍ଲ ସାମଲ

ଭୁବନେଶ୍ବର: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବାରିପଦା ଇଂଜିନିୟରିଂ ଜମି ମାମଲାରେ ହାଜର ହୋଇଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅକୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକଙ୍କ ଘରେ କିଛି ଦିନ ତଳେ…

ଭୁବନେଶ୍ୱରରେ ବିଲ୍ ଗେଟସ୍‌; ମା’ ମଙ୍ଗଳା ବସ୍ତି ବୁଲିଲେ, ସ୍ଥାନୀୟଲୋକଙ୍କ ହାଲଚାଲ ପଚାରି ବୁଝିଲେ

ଭୁବନେଶ୍ବର: ଭୁବନେଶ୍ବରରେ ମାଇକ୍ରୋସଫ୍ଟ ସହ-ପ୍ରତିଷ୍ଠାତା ବିଲ ଗେଟସ । ଗତକାଲି ରାତିରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାଗତ କରାଯାଇଥିଲା । କୃଷି ଓଡିଶା ପରିଦର୍ଶନ କରିବା ସହ ଏକାଧିକ କାର୍ଯ୍ୟକ୍ରମ ରହିଥିବାବେଳେ, ଆଜି ସକାଳୁ…

କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରି

ଭୁବନେଶ୍ଵର; ଓଡ଼ିଶାର କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥ ଦାରିଙ୍ଗିବାଡ଼ି ଘାଟ ସେକ୍ସନ୍ର ପ୍ରଶସ୍ତିକରଣ ଓ ସୁଦୃଢ଼ିକରଣ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର । ୨୬.୯୬ କିଲୋମିଟର ଲମ୍ବା ଏହି ରାଜପଥର ପ୍ରଶସ୍ତିକରଣ ପାଇଁ ୨୦୨୩-୨୪ ବାର୍ଷିକ ଯୋଜନାରେ…