Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରେକର୍ଡ ଭାଙ୍ଗିଲା ଭୁବନେଶ୍ଵର, ୪୩ ଡିଗ୍ରୀ ତାପମାତ୍ରା ସହ ପାଲଟିଲା ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ । ରାଜ୍ୟରେ ଜାରି ରହିଛି ଅସମ୍ଭାଳ ତାତି । ଅଗ୍ନିବର୍ଷୀ ଖରାରେ ସମଗ୍ର ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ସକାଳ ୮ଟାରୁ ଆରମ୍ଭ ହୋଇଯାଉଛି ଖରାର କର୍ଫ୍ୟୁ। ଦିନ ୧୧ରୁ ତାପମାତ୍ରା ୪୦ ଡିଗ୍ରୀ ଡେଉଁଛି। ତେବେ ସବୁଦିନ ଠାରୁ ଆଜି ରେକର୍ଡ…

ବିଜେଡିର ସପ୍ତମ ପ୍ରାର୍ଥୀ ତାଲିକା, କଟିଲା ୫ବିଧାୟକଙ୍କ ଟିକେଟ୍

ଭୁବନେଶ୍ଵର; ଆସିଛି ବିଜେଡିର ସପ୍ତମ ପ୍ରାର୍ଥୀ ତାଲିକା । ୬ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତୁଷାରକାନ୍ତି ବେହେରାଙ୍କୁ ଛାଡି ବାକି ୫ଆସନରେ ନୂଆ ପ୍ରାର୍ଥୀ ଦେଇଛି ବିଜେଡି । କେଉଁଠି ବିଧାୟକଙ୍କ ଟିକେଟ୍ କଟିଛି ତ କେଉଁଠି ପତ୍ନୀଙ୍କୁ…

ଓଡିଶା ଆସିବେ ରାହୁଲ ଗାନ୍ଧୀ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଓଡିଶା ଆସିବେ ରାହୁଲ ଗାନ୍ଧୀ । କରିବେ ନିର୍ବାଚନୀ ପ୍ରଚାର । ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ । ଏହାରି ଭିତରେ ରାହୁଲ ଗାନ୍ଧୀଙ୍କ ଗସ୍ତ…

ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପାର୍ଥୀ ତାଲିକା

ଭୁବନେଶ୍ଵର: ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପାର୍ଥୀ ତାଲିକା । ସପ୍ତମ ପର୍ଯ୍ୟାୟ ପାର୍ଥୀ ତାଲିକା ଘୋଷଣା କଲେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ୧୩୫ ପାର୍ଥୀ ତାଲିକା ଘୋଷଣା ସରିଥିବା ବେଳେ ଆଉ ୧୨ ଟି ବିଧାନସଭା ପାର୍ଥୀ ଘୋଷଣା ବାକି ଥିଲା । ସେଥିରୁ ଆଜି…

ପୁଣି ବଢିଲା ଆଧାର କାର୍ଡ ଅପଡେଟ୍‌ ସମୟସୀମା, ଜାଣନ୍ତୁ କିପରି କରିବେ ଅପଡେଟ୍‌

ଭୁବନେଶ୍ୱର: ବୃଦ୍ଧି ପାଇଲା ଆଧାରକାର୍ଡର ଅପଡେଟ୍‌ ପାଇଁ ସମୟସୀମା । ଯେଉଁ ନାଗରିକଙ୍କ ଆଧାରକୁ ୧୦ ବର୍ଷ କିମ୍ବା ଏହାଠାରୁ ଅଧିକ ସମୟ ହୋଇଯାଇଛି ସେମାନେ ନିଃଶୁଳ୍କ ଆଧାର ଅପଡେଟ୍‌ କରିପାରିବେ । ପୂର୍ବରୁ ଏହି ସମୟସୀମା ମାର୍ଚ୍ଚ ୧୪ ରେ ଶେଷ ହୋଇଥିବାବେଳେ ବର୍ତ୍ତମାନ ଏହାର ସମୟ ସୀମାକୁ…

ଏଲଏଲବି ଷଷ୍ଠ ସେମିଷ୍ଟାର ପରିକ୍ଷା ବାତିଲ, ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ଅଭିଯୋଗ

କଟକ: ବାତିଲ ହେଲା ଏଲଏଲବି ଷଷ୍ଠ ସେମିଷ୍ଟାରର ପେପର-୧ ପରୀକ୍ଷା । ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ୨୮ କଲେଜର ପରୀକ୍ଷା ବାତିଲ କରାଯାଇଛି । ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିଥିବା ନେଇ ଅଭିଯୋଗ ହେବା ପରେ ପରୀକ୍ଷା ବାତିଲ କରିଛନ୍ତି ବିଶ୍ଵବିଦ୍ୟାଳୟ କତ୍ତୃପକ୍ଷ ।…

କାଳବୈଶାଖୀ ସତ୍ତ୍ୱେ ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ୨୫ରୁ ପୁଣି ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଆଜି ବି ମିଳିବନି ତାତିରୁ ତ୍ରାହି । ହିଟୱେଭକୁ ନେଇ ରାଜ୍ୟର କିଛିଟା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ଦିନ ପରେ ସାମାନ୍ୟ ଆଶ୍ବସ୍ତି । ୨୫ ରୁ ପୁଣି ବଢ଼ିବ ତାପମାତ୍ରା । କାଳବୈଶାଖୀ ସତ୍ତ୍ୱେ ବି ସିଭିୟର…

ଶିମିଳିପାଳରେ ମଧ୍ୟପ୍ରଦେଶର ମହାବଳ: ୩ ରାଜ୍ୟ ସୀମା ଡେଇଁଛି, ସ୍ପଷ୍ଟ କଲା ବାଘ ସେଲ୍

ଭୁବନେଶ୍ୱର: ମଧ୍ୟପ୍ରଦେଶର ମହାବଳ ବାଘ ୩ଟି ରାଜ୍ୟ ସୀମା ଡେଇଁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ପହଞ୍ଚିଛି। ବନ ବିଭାଗର କ୍ୟାମେରାରେ ମହାବଳ ବାଘର ଚିତ୍ର କଏଦ ହୋଇଛି । ତେବେ ବାଘଟି ମଧ୍ୟପ୍ରଦେଶରୁ ଆସିଥିବା ନେଇ NTCA (National Tiger Conservation Authority) ସୂଚନା ଦେଇଛନ୍ତି ।…

ଖରାରେ ସିଜୁଛି ସାରା ଓଡିଶା, ସାଢ଼େ ୨ଟା ସୁଦ୍ଧା ୪୩.୬ ଡିଗ୍ରୀ ଛୁଇଁଲା ତାତି

ଭୁବନେଶ୍ଵର: ଖରାରେ ସିଜୁଛି ସାରା ଓଡିଶା । ସକାଳୁ ଅସହ୍ୟ ଗରମ ଓ ଗୁଳୁଗୁଳି । ୪୩.୬ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ଓ କେନ୍ଦୁଝର ପାଲଟିଛି ସବୁଠାରୁ ଉତ୍ତପ୍ତ ସହର । ଭୁବନେଶ୍ୱରରେ ୪୧.୬, ବାଲେଶ୍ୱରରେ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ରାଉରକେଲାରେ ୪୧.୮,…

୨୫ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ଵର: ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା । ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ଓଡିଶାରେ ପହଞ୍ଚି ପ୍ରଥମେ ସୋନପୁରରେ ଏକ ଜନସଭାକୁ ସମ୍ବୋଧନ କରିବେ ଶାହା । ସୋନପୁରରୁ ଫେରି…