Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ନବୀନଙ୍କ ନାରୀଶକ୍ତି: କଥାରେ ନା କାମରେ ?

ଭୁବନେଶ୍ବର: ମାଆଙ୍କୁ ସମ୍ମାନର ନାରା ଦେଉଥିବା ବିଜେଡି ମହିଳାଙ୍କୁ ଟିକେଟ୍ ଦେବାରେ ଆଗରେ । ଲୋକସଭା ହେଉ କି ବିଧାନସଭା, ମଇଦାନକୁ ଅଧିକ ସଂଖ୍ୟାରେ ମହିଳା ଯୋଦ୍ଧା ଓହ୍ଲାଇଛି ବିଜେଡି । ମହିଳା ଭୋଟ୍ ହାତେଇବା ସହ ମହିଳା ସଶକ୍ତିକରଣର ନାରା ଦେଉଛି ଦଳ । ଲୋକସଭାରେ ୩୩ପ୍ରତିଶତ ସଂରକ୍ଷଣର…

୪ ନେତାଙ୍କୁ ନୂଆ ଦାୟିତ୍ବ ଦେଲା ବିଜୁ ଜନତା ଦଳ; ଅମର ଶତପଥୀ ହେଲେ ବରିଷ୍ଠ ଉପ-ସଭାପତି

ଭୁବନେଶ୍ବର: ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ପ୍ରଦାନ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦେଇଥିବାବେଳେ, ଶ୍ରୀମୟୀ ମିଶ୍ର ଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯକାରୀ ସଭାପତି ଭାବେ ନିଯୁକ୍ତ କରିଛନ୍ତି ନବୀନ ।…

କାଲି ଶଙ୍ଖ ଛାଡି ଆଜି ପଦ୍ମ ଧରିଲେ ବିଧାୟିକା ସୀମାରାଣୀ ନାୟକ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ନେତାମାନଙ୍କର ଦଳ ଡିଆଁ ପର୍ବ ଜାରି ରହିଛି । ଏହି ଅବସରରେ ଆଜି ବିଜେପିରେ ଯୋଗଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ସେ ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ।…

ଏମ୍‌ସ ଭୁବନେଶ୍ୱରରେ ‘ଲୋ ଭିଜନ୍‌ କ୍ଲିନିକ୍‌’ ଉଦ୍‌ଘାଟିତ, ରୋଗୀଙ୍କ ପାଇଁ ହେବ ଆଶାର କିରଣ

ଭୁବନେଶ୍ୱର: ଅତ୍ୟନ୍ତ କ୍ଷୀଣ ଦୃଷ୍ଟିଶକ୍ତି କାରଣରୁ ନିରାଶ ହୋଇପଡ଼ିଥିବା ରୋଗୀଙ୍କ ପାଇଁ ଆଶାର କିରଣ ଆଣିଦେଇଛି ଭୁବନେଶ୍ୱର ଏମ୍‌ସ । ଦୃଷ୍ଟି ଶକ୍ତି ଦୁର୍ବଳ ହେତୁ ପ୍ରାୟ ଆଶା ହରାଇଥିବା ରୋଗୀଙ୍କ ଜୀବନକୁ ଆଲୋକିତ କରିବା ଉଦ୍ଦେଶ୍ୟରେ ଏମ୍‌ସ ଭୁବନେଶ୍ୱର ଚକ୍ଷୁ ବିଭାଗରେ ଉଦ୍‌ଘାଟିତ ହୋଇଛି…

ଆଜି ବି ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସମ୍ଭାଳ ତାତି । ଅଗ୍ନିବର୍ଷୀ ଖରାରେ ସମଗ୍ର ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆଜି ସାରା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି। ଆଜି ବି ରାଜଧାନୀ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର । ଦିନ ସାଢେ ୧୧ଟା ସୁଦ୍ଧା ୩୯.୪ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା…

ବିଜେପିରେ ମିଶିଲେ ବିଜେଡି ନେତ୍ରୀ ଗୀତାଞ୍ଜଳି, କେନ୍ଦ୍ରପଡ଼ା ବିଧାନସଭା ଆସନରୁ ଦଳ ପ୍ରାର୍ଥୀ କରିବା ନେଇ ଚର୍ଚ୍ଚା

ଭୁବନେଶ୍ୱର: ୨୦୨୪ ବିଧାନସଭା ନିର୍ବାଚନ ନେଇ ଚାଲିଛି ନେତା ମାନଙ୍କର ଦଳଡିଆଁ । ଏହି କ୍ରମରେ ଆଜି ବିଜେପିରେ ଯୋଗଦେଲେ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ । ନିଜର ଶତାଧିକ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ଯୋଗଦେଇଛନ୍ତି ।…

ଗୋଟିଏ ଲୋକ ସଭା, ୧୧ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ସିପିଆଇ

ଭୁବନେଶ୍ୱର: ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ସିପିଆଇ । ଗୋଟିଏ ଲୋକସଭା ଆସନ ଓ ୧୧ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି ସିପିଆଇ । ଜଗତସିଂହପୁର ଲୋକସଭା ଆସନରେ ରମେଶ ଚନ୍ଦ୍ର ସେଠୀଙ୍କୁ ପ୍ରାର୍ଥୀ କରାଯାଇଛି । ସେହିପରି ୧୧ଟିବିଧାନସଭା ନିର୍ବାଚନମଣ୍ଡଳୀ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ୬ଟି ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ । ଏହି ସମୀକ୍ଷା ବୈଠକରେ ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଇତ୍ୟାଦି ୬ଟି ଜିଲ୍ଲା…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର

ବନେଶ୍ବର: ବିଜେଡି ଛାଡ଼ି ବିଜେପିରେ ମିଶିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର । ଆଜି ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହେବା ପରେ ବିମ୍ବାଧର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ…

ରେକର୍ଡ ଭାଙ୍ଗିଲା ଭୁବନେଶ୍ଵର, ୪୩ ଡିଗ୍ରୀ ତାପମାତ୍ରା ସହ ପାଲଟିଲା ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ । ରାଜ୍ୟରେ ଜାରି ରହିଛି ଅସମ୍ଭାଳ ତାତି । ଅଗ୍ନିବର୍ଷୀ ଖରାରେ ସମଗ୍ର ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ସକାଳ ୮ଟାରୁ ଆରମ୍ଭ ହୋଇଯାଉଛି ଖରାର କର୍ଫ୍ୟୁ। ଦିନ ୧୧ରୁ ତାପମାତ୍ରା ୪୦ ଡିଗ୍ରୀ ଡେଉଁଛି। ତେବେ ସବୁଦିନ ଠାରୁ ଆଜି ରେକର୍ଡ…