Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ତ୍ରୁଟି ମାନିଲେ ପରୀକ୍ଷା ନିୟନ୍ତ୍ରକ; ‘ସମସ୍ତଙ୍କୁ ମିଳିବ ନାହିଁ ଗ୍ରେସ୍‌ ମାର୍କ’

ଭୁବନେଶ୍ୱର: ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି । ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ…

୬ ଦଫା ଦାବି ନେଇ ରାଜଧାନୀର ଲୋୟର ପିଏମଜିରେ ଗର୍ଜିଲେ ମତ୍ସ୍ୟଜୀବୀ

ଭୁବନେଶ୍ବର: ୬ ଦଫା ଦାବି ନେଇ ରାଜଧାନୀରେ ଗର୍ଜିଲେ ମତ୍ସ୍ୟଜୀବୀ । ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ମତ୍ସ୍ୟଜୀବୀ । ରାଜ୍ୟ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି । ବାଲେଶ୍ୱର, ଭଦ୍ରକ, ପାରଦୀପ ସହ ରାଜ୍ୟର ବିଭିନ୍ନ ସ୍ଥାନରୁ ମତ୍ସ୍ୟଜୀବୀ ଆସି…

ପଟିଆ ରେଳ ଷ୍ଟେସନ ଓ ଗାଡ଼କଣ ରାସ୍ତା ପାଇଁ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର: ପଟିଆ ରେଳ ଷ୍ଟେସନ ଓ ଗୁରୁ କେଳୁଚରଣ ମହାପାତ୍ର ପାର୍କ, ଗାଡ଼କଣକୁ ସଂଯୋଗ କରୁଥିବା ସିଡିପି ରାସ୍ତା ନିର୍ମାଣ ପାଇଁ ପଟିଆ ସ୍ଥିତ କନକ ଦୁର୍ଗା ମନ୍ଦିରରେ ଜନଶୁଣାଣି କରାଯାଇଛି । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହି ସଡ଼କ ପ୍ରକଳ୍ପର କାର୍ଯ୍ୟନିର୍ବାହୀ ସଂସ୍ଥା ।…

ଆସିଲା ବାଘ ଗଣନା ରିପୋର୍ଟ, ରାଜ୍ୟରେ ୩୦ ମହାବଳ, ଶିମିଳିପାଳରେ ୨୭ ମଧ୍ୟରୁ ୧୩ କଳାବାଘ ଚିହ୍ନଟ

ଭୁବନେଶ୍ବର: ସାମ୍ନାକୁ ଆସିଲା ରାଜ୍ୟର ବାଘ ଗଣନା ରିପୋର୍ଟ । ଓଡିଶା ଜଙ୍ଗଲରେ ଅଛନ୍ତି ୩୦ ମହାବଳ ବାଘ । କେବଳ ଶିମିଳିପାଳରେ ୨୪ ମହାବଳ ବାଘ ଅଛନ୍ତି । ରାଜ୍ୟରେ ୩୦ ମହାବଳରୁ ୧୪ ଟି ବାଘୁଣୀ ରହିଛନ୍ତି । ସେହିପରି ୧ ବର୍ଷରୁ କମ ୮ ଟି ବାଘ ଛୁଆ ଶିମିଳିପାଳରେ ଅଛନ୍ତି । ସର୍ବଭାରତୀୟ…

ଉପକୃତ ହେବେ ୪ଲକ୍ଷ ଭିନ୍ନକ୍ଷମ, କୃତ୍ରିମ ଅଙ୍ଗ ଓ ସହାୟକ ଉପରଣ ଯୋଗାଇବେ ସରକାର

ଭୁବନେଶ୍ୱର: ମିଳିବ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ । ବିଭିନ୍ନ କେନ୍ଦ୍ର ଓ ଭାମ୍ୟମାଣ ଶିବିର ଜରିଆରେ ଜାରି ରହିବ ବିତରଣ । ରାଜ୍ୟରେ ପ୍ରାୟ ୪ଲକ୍ଷ ଭିନ୍ନକ୍ଷମଙ୍କୁ ଯୋଗାଇ ଦିଆଯିବ ଆବଶ୍ୟକୀୟ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ସହ ଅନ୍ୟାନ୍ୟ ସହାୟକ ସରଞ୍ଜାମ । ସାମାଜିକ ସୁରକ୍ଷା…

ଓଡ଼ିଶା ସମେତ ଦେଶରେ ୨ ହଜାରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶବାସୀଙ୍କୁ ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସି ଜରିଆରେ ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି ।…

ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ବର: ବରମୁଣ୍ଡା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ । ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, 5-T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌…

୨୮ରେ ଓଡ଼ିଶା ଆସିବେ ମହାମହିମ, ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛି କମିଶନରେଟ ପୋଲିସର । ୪ ଦିନିଆ ଓଡ଼ିଶା ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ…

ରାଜ୍ୟ ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ ଉପହାର, ରାଜ୍ୟର ୩୪ଟି ନୂଆ ଏନଏସି ଗଠନ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ରାଜ୍ୟ ବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଉପହାର । ଗଠନ ହେଲା ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ । ଏହାସହ ଚାରିଟି ଜିଲ୍ଲାର ପାଞ୍ଚଟି ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି…

ବଦଳିଲେ ବିଏମସି କମିଶନର୍, ଛୁଟିରେ ଗଲେ ବିଜୟ ଅମୃତ କୁଲାଙ୍ଗେ

ଭୁବନେଶ୍ଵର: ବଦଳିଲେ ଭୁବନେଶ୍ଵର ମହାନଗର ନିଗମ (ବିଏମସି) କମିଶନର୍ । ରାଜେସ୍ ପାଟିଲ୍ ହେଲେ ନୂତନ ବିଏମସି କମିଶନର୍ । ନୂତନ ବିଏମସି କମିଶନର୍ ନିଯୁକ୍ତି ନେଇ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଛୁଟିରେ ଯିବେ ବର୍ତ୍ତମାନର ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ । ତେଣୁ ଆଜି ନୂତନ…