Latest Odisha News
Browsing Category

ଭୁବନେଶ୍ୱର

Bhubaneswar

Mobile Last Digit Numerology: ମୋବାଇ ନମ୍ୱରର ଶେଷ ଅଙ୍କ କହିବ ଆପଣଙ୍କ ଭାଗ୍ୟ, ଚେକ କରନ୍ତୁ…

ଭୁବନେଶ୍ୱର: ଆଜିର ଯୁଗରେ ସମାର୍ଟଫୋନ୍ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ହୋଇପଡ଼ିଛି। ଏହାକୁ ଦେଖି ମୋବାଇଲ ନ୍ୟୁମେରୋଲୋଜି ବା ମୋବାଇଲ ଅଙ୍କ ଜ୍ୟୋତିଷର ଚାହିଦା ଲୋକଙ୍କ ମଧ୍ୟରେ ବଢ଼ୁଛି। ମୋବାଇଲ ନ୍ୟୁମେରୋଲୋଜିର ସାହାଯ୍ୟରେ ଆପଣ ନିଜ ଜୀବନ ସହ ଜଡ଼ିତ ଅନେକ ରହସ୍ୟ ଜାଣିପାରିବେ। ଆପଣଙ୍କ…

ଯକ୍ଷ୍ମାର ମୂଳୋତ୍ପାଟନ ଦିଗରେ ଆଗକୁ ଆସିଲେ ରାଜ୍ୟପାଳ; ୧୦୦ ରୋଗୀଙ୍କୁ ପୋଷ୍ୟ ଭାବେ କରିବେ ଗ୍ରହଣ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ ଲାଗି ରାଜ୍ୟପାଳଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ପ୍ରସ୍ତାବ ଦିଆଯାଇଥିଲା । ୧୦୦ ଜଣ ଯକ୍ଷ୍ମା (ଟିବି) ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟପାଳ…

ଅବପାତର ରୂପ ନେଲା ଲଘୁଚାପ: ୨ଦିନ ଧରି ପ୍ରବଳ ବର୍ଷିବ! ୩ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଅବପାତର ରୂପ ନେଲା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଆଜି ମଧ୍ୟାହ୍ନରେ ଅବପାତ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଯାହା ଫଳରେ ଆଜି ୩ଟି ଜିଲ୍ଲା ନବରଙ୍ଗପୁର,…

ଅଶୋକ ପଟ୍ଟନାୟକ ସ୍ମାରକୀ ବନ୍ଧୁକଚାଳନା ଓ ବାହୁକୁସ୍ତି: ୬ ଜଣ ହାତେଇଲେ ସ୍ବର୍ଣ୍ଣ ପଦକ

ଭୁବନେଶ୍ବର: ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ଓ ଉତ୍କଳ କରାଟେ ସ୍କୁଲ୍‌ ମିଳିତ ଆନୁକୂଲ୍ୟରେ ସୋମବାର କ୍ରୀଡ଼ା ସାମ୍ବାଦିକ ଅଶୋକ ପଟ୍ଟନାୟକଙ୍କ ୨୭ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ କ୍ରୀଡ଼ା ସାମ୍ବାଦିକଙ୍କ ମଧ୍ୟରେ ସୌଖିନ ବନ୍ଧୁକଚାଳନା ଓ ବାହୁକୁସ୍ତି…

ଉପରାଷ୍ଟ୍ରପତି ନିର୍ବାଚନ; ନବୀନଙ୍କ ସହଯୋଗ ଲୋଡିଲେ ରାଜନାଥ

ଭୁବନେଶ୍ୱର: ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରୀଷ୍ଣନଙ୍କୁ ସମର୍ଥନ ଜଣାଇବା ପାଇଁ ଓଡିଶାର ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଫୋନ୍ ରେ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏନଡିଏ ପ୍ରାର୍ଥି ସି.ପି ରାଧାକ୍ରିଷ୍ଣଙ୍କୁ ଜିତିବାରେ…

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍‌ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇଗ୍ନୋ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା । ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ…

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: ପୁଣି ମେଡିକାଲ ବେଡରୁ ବାର୍ତ୍ତା ଦେଲେ…

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍…

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨…

ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ ଘେରିବ କଂଗ୍ରେସ

ଭବନେଶ୍ବର: ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ୍ ଚୋରି ଅଭିଯୋଗରେ କଂଗ୍ରେସର ପିଏସି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦଳ ପ୍ରଥମେ କଂଗ୍ରେସ ଭବନରୁ ବାହାରି ନିର୍ବାଚନ କମିଶନ ଯାଏଁ ପଦଯାତ୍ରାରେ ଯିବ । ଆଜି ଏନେଇ ଗଣାମାଧ୍ୟମକୁ ସୂଚନା…

ନଭେମ୍ବରରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା: ମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନକୁ ନେଇ ବଡ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ । ନଭେମ୍ବର ମାସରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ । ଭାଗ ହୋଇଥିବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବି…