Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବିଜେଡିରେ ମିଶିଲେ ବଲାଙ୍ଗୀର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ

ଭୁବନେଶ୍ଵର: ବିଜେଡିରେ ମିଶିଲେ ବଲାଙ୍ଗୀରର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ । ସେ ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଥିବା ସହ ଜଣେ ଶିକ୍ଷାବିତ ମଧ୍ୟ । ସେ ଦୀର୍ଘ ୩୬ ବର୍ଷ ଧରି ବିଜେପିରେ ରହିଥିଲେ । ଦଳ ଅଣଦେଖା କରିବାରୁ ସେ ବିଜେପିର ପ୍ରାଥମିକ ସଦସ୍ଯ ପଦରୁ…

ବିଜେଡିରେ ମିଶିଲେ ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି

ଭୁବନେଶ୍ବର: ବିଜେଡିରେ ମିଶିଲେ ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି । ସେ କଂଗ୍ରେସ ଛାଡି ବିଜେଡିରେ ମିଶିଛନ୍ତି । ୨୦୦୯ ରେ ସେ କଂଗ୍ରେସ ଟିକେଟରୁ ରଘୁନାଥପାଲୀ ବିଧାନସଭା ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ । ସେ ସୁନ୍ଦରଗଡ଼ ଛାତ୍ର ଓ ଯୁବ କଂଗ୍ରେସର ସଭାପତି ଭାବେ…

ଆଉ ଟାଟୁ କରିପାରିବେନି ପୋଲିସ କର୍ମଚାରୀ, ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଏଣିକି ଦେହରେ ଆଉ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଟାଟୁକୁ ନେଇ ଆସିଲା ନୂଆ ଗାଇଡଲାଇନ । ଦେହ ମୁହଁ ଓ ହାତରେ ଟାଟୁ କରିପାରିବେନି ସୁରକ୍ଷାବାନିନୀ ଓ ପୋଲିସ କର୍ମଚାରୀ । ଯେଉଁମାନେ ଏହି ଟାଟୁ କରିଛନ୍ତି ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।…

ରାଜଧାନୀରେ ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟାରା, ୨ଟି ଫ୍ଲାଟ୍ ରୁ ଲୁଟି ନେଲେ

ଭୁବନେଶ୍ବର: ପୁଣି ରାଜଧାନୀରେ ମାତିଲେ ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗ । ପାହାଳସ୍ଥିତ ଅଂଚଳରେ ଥିବା ମେଟ୍ରୋ ସାଟେଲାଇଟ ସିଟି ଆପାର୍ଟମେଣ୍ଟରୁ କଲେ ଲୁଟ୍ । ସିସିଟିଭି କ୍ୟାମେରାରେ ଲୁଟ୍ ର ଦୃଶ୍ୟ କଏଦ୍ ହୋଇଛି । ଗତକାଲି ବିଳମ୍ବିତ ରାତିରେ ୭ ରୁ ଅଧିକ ଲୁଟେରା ଆସି ଏହି ଆପାଟମେଣ୍ଟର…

ରାଜଧାନୀରେ ପୁଣି କଳା କାଚ ଧରପଗଡ, ନିୟମ ନମାନିଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ଭୁବନେଶ୍ବର: ରାଜଧାନୀକୁ ପୁଣି ଫେରିଲା କଳା କାଚ ଚେକିଂ ଅଭିଯାନ । ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ କମିଶନରେଟ୍ ପୋଲିସ ପକ୍ଷରୁ ଚେକିଂକୁ କଡ଼ାକଡ଼ି କରାଯାଇଛି । ଟ୍ରାଫିକ ପୋଲିସ ଓ ଆରଟିଓ ପକ୍ଷରୁ ହେଲା ଜଏଣ୍ଟ ରେଡ୍ । ଗାଡ଼ି ଅଟକାଇ କଳା ଜରି ବାହାର କଲେ ପୋଲିସ ବାବୁ । ପୋଲିସ…

ବିଜେଡି ଛାଡିଲେ ନୂଆପଡା ଜିଲ୍ଲା ଯୁବ ବିଜେଡି ସଭାପତି

ନୂଆପଡା: ବିଜେଡି ଛାଡିଲେ ନୂଆପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ହରିଶ୍ଚନ୍ଦ୍ର ପଣ୍ଡା । ସେ ନିଜ ପଦ ଓ ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ନବାନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ଏନେଇ ନିଜେ ହରିଶ୍ଚନ୍ଦ୍ର ସୋସିଆଲ…

ହଷ୍ଟେଲ ରୁମରୁ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ବଡ଼ଗଡ଼ ଥାନା ଅଧୀନ ଏକ ହଷ୍ଟେଲ ରୁମରୁ ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର । ମୃତ ଯୁବତୀ ଜଣକ ହେଉଛନ୍ତି ପୁରୀ ଜିଲ୍ଲା ଜଗଦଳପୁରର ୨୧ ବର୍ଷୀୟା ସରୋଜିନୀ ସୁନ୍ଦରାୟ । ଖବର ପାଇ ପୁଲିସ ମୃତଦେହ ଉଦ୍ଧାର କରିଛି । ଖବର ମୁତାବକ, ସରୋଜିନୀ କିଛି ଦିନ…

ସୋ-କଜ୍ ନୋଟିସର ଉତ୍ତର ଦେଲେ ସୁର, କହିଲେ ମୁଁ ଗୋଟା ପଣେ କଂଗ୍ରେସର

ଭୁବନେଶ୍ଵର: ମୁଁ ଗୋଟା ପଣେ କଂଗ୍ରେସର, ମଲା ପର୍ଯ୍ୟନ୍ତ ବି କଂଗ୍ରେସରେ ରହିବି । କଂଗ୍ରେସ ତରଫରୁ ଜାରି ହୋଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଛନ୍ତି ବିଧାୟକ ସୁର ରାଉତରାୟ । ସୁର କହିଛନ୍ତି ଯେ, ମୁଁ କୌଣସି ଦଳ ପାଇଁ ପ୍ରଚାର କରିନାହିଁ । କୌଣସି ଦଳର ରାଲି କିମ୍ବା ସଭାକୁ ମଧ୍ୟ…

ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ

ଭୁବନେଶ୍ଵର: ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଭାସ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ ସିଂ ନବୀନ ନିବାସ ଆସି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ…

ଆଉ ଦୁଇ ଦିନ କାଳବୈଶାଖୀ, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ଗତ କିଛି ଦିନର ଅସହ୍ୟ ଗରମ ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ମିଳିଲା ଆଶ୍ବସ୍ତି । ରବିବାର ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ମଧ୍ୟ ହୋଇଛି । ଉପକୂଳବର୍ତ୍ତୀ ଜିଲାଗୁଡିକରେ କଳାବୈଶାଖୀ ଜନିତ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ଏବଂ କୁଆପଥର ବର୍ଷା…