Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଜାନୁଆରୀ ୨୬ ଆଦିବାସୀ ମେଳା, ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ଭୁବନେଶ୍ୱର: ସଜେଇ ହେଲାଣି ଆଦିବାସୀ ପଡିଆ । ସ୍ମାର୍ଟ ସିଟିରୁ ମିଳିବ ଗାଁ ମାଟିର ବାସ୍ନା । ମାଟି ପଲମରୁ ଚକୁଳି, କାଠ ଚୁଲି ତିଆରି ମଣ୍ଡା ଆରିସା ଏବଂ କନ୍ଧମାଳ ହଳଦୀର ବାସ୍ନା । ସ୍ମାର୍ଟସିଟିରେ ସୃଷ୍ଟି ହେବ ଗାଁର ପରିବେଶ । ଆସନ୍ତା ୨୬ତାରିଖରୁ ଆଦିବାସୀ ପଡିଆରେ ଆରମ୍ଭ ହେବାକୁ ଯାଉଛି…

ନେତାଙ୍କ ଘର ବାହୁଡା: ଦଳକୁ ଫେରିଲେ ୩ କଂଗ୍ରେସ ନେତା

ଭୁବନେଶ୍ଵର: ଘରକୁ ଫେରିଲେ ଦୁଇ ବରିଷ୍ଠ କଂଗ୍ରେସ ନେତା । ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳଙ୍କ ଉପରୁ ହଟିଲା ନିଲମ୍ବନ । ଉଭୟଙ୍କ ନିଲମ୍ବନ ହଟିବା ନେଇ ରାଜ୍ୟ ପ୍ରଭାରୀ ଅଜୟ କୁମାରଙ୍କ ସୂଚନା । ଏଥିସହ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ ମଧ୍ୟ ପୁଣିଥରେ ଦଳକୁ…

ବାସଭବନରେ ରହି ଭର୍ଚ୍ଚୁଆଲ ମାଧ୍ୟମରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମନ୍ଦିରରେ ବିଜେ କରିଛନ୍ତି ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର । ସମସ୍ତ ରିତିନୀତି ଓ ପୂଜା ବିଧାନ ସହ ଶେଷ ହେଲା ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ । ଆଜି ପୂର୍ଣ୍ଣ ହେଲା କୋଟି କୋଟି ଭକ୍ତଙ୍କ ମନୋକାମନା । ଆଜିର ଏହି ଉତ୍ସବରେ ସାରା ଦେଶ ହୋଇଯାଇଛି…

ଶୀତ ବଢାଉଛି କୋହଲା ପାଗ, ଜାରି ରହିଛି ଝିପଝିପ ବର୍ଷା

ଭୁବନେଶ୍ଵର: ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଗତକାଲି ଠାରୁ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱର ରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି…

ଓଡିଶା ଗସ୍ତରେ ଆସୁଛନ୍ତି ଏଆଇସିସି ସଭାପତି ଶ୍ରୀ ମଲ୍ଲିକାର୍ଜୁନ୍ ଖଡଗେ, ସମ୍ବୋଧିତ ସଭା ପାଇଁ କମିଟି ଗଠନ କଲା…

ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ଦିନ ଓଡିଶା ଗସ୍ତରେ ଆସୁଛନ୍ତି ଅଖିଳ ଭାରତ କଂଗ୍ରେସ କମିଟି ସଭାପତି ମାନ୍ୟବର ଶ୍ରୀ ମଲ୍ଲିକାର୍ଜୁନ୍ ଖଡଗେ । ଏହି ପରିପେକ୍ଷିରେ ଭୁବନେଶ୍ୱରରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଶ୍ରୀ ଖଡ଼ଗେ ଙ୍କ ସମ୍ବୋଧିତ ସାଧାରଣ ସଭା ପାଇଁ  ପିସିସି ସଭାପତି ଶ୍ରୀ ଶରତ…

ସାଧାରଣତନ୍ତ୍ର ଦିବସ ୨୦୨୪: କିଏ କେଉଁଠି କରିବେ ଜାତୀୟ ପତାକା ଉତ୍ତୋଳନ…

ଭୁବନେଶ୍ଵର: ଆଉ ମାତ୍ର ୪ ଦିନ ପରେ ଦେଶ ପାଳିବ ୭୫ତମ ସାଧାରଣତନ୍ତ୍ର ଦିବସ । ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ । ଏହାବାଦ୍ ୧୭ ଜଣ ମନ୍ତ୍ରୀ ୧୭ ଟି ଜିଲ୍ଲାର ସଦର ମହକୁମାରେ, ୨ଟି ସ୍ଥାନରେ ଆରଡିସି ଏବଂ ୯ଟି…

ପୋଲିସ ପଦକ ଘୋଷଣା, ୨ ଆଇଜିଙ୍କ ସମେତ ୨୦ ପୁଲିସ ଅଧିକାରୀ ପାଇବେ ରାଜ୍ୟପାଳ ପଦକ

ଭୁବନେଶ୍ଵର: ୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୋଲିସ ପଦକ ତାଲିକା । ୨ ଜଣ ଆଇଜିଙ୍କ ସମେତ ମୋଟ ୨୦ ଜଣ ପୋଲିସ୍ କର୍ମଚାରୀଙ୍କୁ ପ୍ରଦାନ କରାଯିବ ରାଜ୍ୟପାଳ ପଦକ। ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍ ଅହମ୍ମଦଙ୍କୁ ଏହି ସମ୍ମାନଜନକ…

ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ପରିଚାଳନା ପାଇଁ କମିଟି ଗଠନ

ଭୁବନେଶ୍ୱର: ପାଖେଇ ଆସିଲାଣି ନିର୍ବାଚନ ସମୟ । ସେଥିପାଇଁ ସବୁ ଦଳ ଏବେ ସଜବାଜ ହେଉଛନ୍ତି । ଜାନୁୟାରୀ ୨୩, ୨୦୨୪ ଏବଂ ଜାନୁୟାରୀ ୨୫, ୨୦୨୪ ରେ ଭୁବନେଶ୍ୱରରେ ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ପରିଚାଳନା ପାଇଁ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏକ ୬…

ଶ୍ରମିକ ପ୍ରତୀକ୍ଷା କେନ୍ଦ୍ରର ଶିଳାନ୍ୟାସ, ଶ୍ରମିକଙ୍କ ଆବଶ୍ୟକତା ପୂରଣ ରେ ସହାୟକ ହେବ

ଭୁବନେଶ୍ବର: ଆଜି ଭୁବନେଶ୍ବର ବଡ଼ଗଡ଼ ଠାରେ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା । ବିଡିଏ ପକ୍ଷରୁ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଥିବାବେଳେ, ଏହି ସୁବିଧା ୪୦୦୦ ବର୍ଗଫୁଟରେ ଡିଜାଇନ୍ କରାଯାଇଥିବା ଶ୍ରମିକମାନଙ୍କ ପାଇଁ ଏକ ଉତ୍ସର୍ଗୀକୃତ ସ୍ଥାନ ଏବଂ…

ରାଜଧାନୀରୁ ସାଇକେଲ ଚୋରି ଗ୍ୟାଙ୍ଗ ଗିରଫ, ୮ ସାଇକେଲ ଜବତ

ଭୁବନେଶ୍ବର: ରାଜଧାନୀରୁ ଧରାପଡିଲେ ସାଇକେଲ ଚୋରି ଗ୍ୟାଙ୍ଗ । ଗତକାଲି ସକାଳେ ରେ ବିଭୁତି ପରିଡା ନାମକ ଜଣେ ବ୍ୟକ୍ତି ନୟାପଲ୍ଲୀ ଆଇଡି ପରିବା ମାର୍କେଟ୍ ରେ ତାଙ୍କ ରୋଡିସ୍ ବ୍ରାଣ୍ଡ ର ସବୁଜ ଓ କଳା ରଙ୍ଗର ସାଇକେଲକୁ ଏକ ସ୍ଥାନରେ ରଖି ପରିବା କିଣିବାକୁ ଯାଇଥିଲେ । ହେଲେ ପରିବା କିଣିସାରି…