Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଲଗାତର ୯ବର୍ଷ ହେବ ବନ୍ଦ ରହିଛି ଶ୍ରୀ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ଭୁବନେଶ୍ଵର: ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା । ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା ଚଳିତବର୍ଷ ହେବ ବୋଲି ପ୍ରଶାସନ କହିବା ସହ ଉଦ୍ୟମ ଆରମ୍ଭ କରିଥିଲା। ସର୍କିଟ ହାଉସରେ କପିଳେଶ୍ୱର ମନ୍ଦିର ଟ୍ରଷ୍ଟବୋର୍ଡ…

ଶଙ୍ଖ ଭବନରେ ମିଶ୍ରଣ ପର୍ବ, ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ…

ଏସଟିଏଫ ହାତରେ ନକଲି ଇଡି, ୨ ଠକ ଗିରଫ

ଭୁବନେଶ୍ଵର; ମହଙ୍ଗା ପଡିଲା ନିଜକୁ ଇଡି କହି ଲୋକଙ୍କୁ ଠକିବା । ୨ ନକଲି ଇଡି ଅଫିସରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ ୨ ଅଭିଯୁକ୍ତ ହେଲେ ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ୩୦୦ ସରକାରୀ କର୍ମଚାରୀଙ୍କୁ ଇଡି ଅଫିସର କହି…

ତାତିରୁ ମିଳିବ ତ୍ରାହି: ୩ ଦିନ ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ଆଶିଂକ ଭାବେ ତାତିରୁ ମିଳିଛି ମୁକ୍ତି । ତେବେ ଆଜି ରାଜ୍ୟର ୧୪ ଜିଲ୍ଲାକୁ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର…

ଲାଗୁ ହେଲା ନିର୍ବାଚନ ଆଚରଣ ବିଧି, ରାତାରାତି ହଟିଲା ହୋର୍ଡିଂ ଓ ପୋଷ୍ଟର

ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର ବାର୍ତ୍ତା…

ଉଦଘାଟିତ ହେଲା ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪ ଭୁବନେଶ୍ୱର ସ୍ଥିତ ଏକାମ୍ର ହାଟ ଠାରେ ଆୟୋଜନ କରାଯାଇଅଛି । ରାଜ୍ୟର ବିଭିନ୍ନ…

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜି, ନାଲକୋ ରିସର୍ଚ୍ଚ  ଆଣ୍ଡ ଟେକନୋଲୋଜି, ବିର୍ଲା ଗ୍ଲୋବାଲ ୟୁନିଭରସିଟି, ଜିଆଇଇଟି…

ପଞ୍ଚମ ପାଳିର ଶେଷ କ୍ୟାବିନେଟ, ୧୪ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ଵର: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ଶେଷ କ୍ୟାବିନେଟ । କ୍ୟାବିନେଟରେ ମୋଟ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।…

ତ୍ରିକୋଣୀୟ ପ୍ରେମ, ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ଭୁବନେଶ୍ବର: ତ୍ରିକୋଣୀୟ ପ୍ରେମ ପରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା । ରାଜଧାନୀରେ ଘଟିଛି ଏହି ହତ୍ୟାକାଣ୍ଡ । ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ବର ଅଞ୍ଚଳରେ ପୁରୁଣା ପ୍ରେମିକ ସହ ମିଶି ଯୁବକଙ୍କୁ ପ୍ରେମିକା ହତ୍ୟା କରିଥିବା ସୂଚନା ରହିଛି । ମୃତକ ଯୁବକ ହେଲେ ଅଞ୍ଜନ । ଦେଖା କରିବା…

ଆଜି ବିଜେପି ରାଜ୍ୟ ନିର୍ବାଚନ କମିଟି ବୈଠକ

ଭୁବନେଶ୍ବର: ଆଜି ଓଡ଼ିଶା ବିଜେପି ନିର୍ବାଚନ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ଏହି ବୈଠକ ।ବୈଠକରେ ନିର୍ବାଚନରେ ସମସ୍ତ ସିଟ୍ ନେଇ ଆଲୋଚନା ହେବ । ଏଥିରେ ଦଳ ସମସ୍ତ ସିଟ୍ ପାଇଁ ପରୀକ୍ଷା ନିରୀକ୍ଷା କରିବ । ମିଟିଂ ମିଟିଂର ସବିଶେଷ…