Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଦୟା ନଦୀକୁ ପ୍ରଦୂଷଣମୁକ୍ତ ରଖିବା ପାଇଁ ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପନ କରାଯିବ

ଭୁବନେଶ୍ୱର: ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବାକୁ ଆରମ୍ଭ ହୋଇଛି ପ୍ରକିୟା । ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର…

ପୋଲିସ ରିଜର୍ଭ ଅଫିସ ପଡିଆରେ ବୀମା ସଚେତନତା ଶିବିର ଆୟୋଜିତ

ଭୁବନେଶ୍ବର: ଭୁବନେଶ୍ବର ପୋଲିସ ରିଜର୍ଭ ଅଫିସ ପଡିଆରେ ଆଜି ବୀମା ସଚେତନତା ଶିବିର ଶୁଭାରମ୍ଭ କରାଯାଇଛି । ସହରାଞ୍ଚଳ ଭୁବନେଶ୍ବର କଟକ ପୋଲିସ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ ଚାରି ଦିନ ବ୍ୟାପି ଏହି ବୀମା ସଚେତନତା କାର୍ଯ୍ୟକ୍ରମ ଚାଲିବ । ଏହାକୁ ଉଦଘାଟନ କରିଛନ୍ତି ଦ୍ଵୈତ ନଗରୀ ପୋଲିସ…

କାହିଁକି ମରୁଛନ୍ତି ଆନାକୋଣ୍ଡା ? : ଆଜି ବି ଆଉ ଏକ ହଳିଦିଆ ଆନାକୋଣ୍ଡାର ମୃତ୍ୟୁ

ବାରଙ୍ଗ : ଆଜି ବି ପ୍ରାଣୀ ଉଦ୍ୟାନରୁ ଆସିଛି ଆଉ ଏକ ଅଘଟଣର ଖବର  । ଆଜି ପୁଣି ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ଘଟିଛି । ଗତକାଲି ମଧ୍ୟ ଏକ ବିରଳ ହଳଦିଆ ଆନାକୋଣ୍ଡା ସାପର ମୃତ୍ୟୁ ଘଟିଥିଲା । ସାପଟିର ବୟସ ପ୍ରାୟ ଏକ ବର୍ଷରୁ ଉର୍ଦ୍ଧ୍ବ ହୋଇଥିଲା ।  କହିବାକୁ ଗଲେ ଦୁଇ ଦିନ ମଧ୍ୟରେ ଗଲାଣି…

ଆଜିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିପାରିବେନି ସ୍ବାସ୍ଥ୍ୟକର୍ମୀ : ୬ ମାସ ପାଇଁ ଏସମା ଲାଗୁ କଲେ ସରକାର

ଭୁବନେଶ୍ବର : ସ୍ବାସ୍ଥ୍ୟକର୍ମୀଙ୍କୁ ଆନ୍ଦୋଳନ ମନା  । ଆଜିଠୁ ୬ ମାସ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରିପାରିବେନି ସ୍ବାସ୍ଥ୍ୟ କର୍ମଚାରୀ ।  କାରଣ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏସମା ଲାଗୁ କରିଛନ୍ତି  ରାଜ୍ୟସରକାର । ନର୍ସ, ପାରାମେଡିକାଲ, ଟେକ୍ନିସିଆନଙ୍କ ପାଇଁ ଏହି ଆଇନ କଡାକଡି…

‘ରାଜ୍ୟର ୫୭ଟି ସଂରକ୍ଷିତ ବିଧାନସଭା ନର୍ବାଚନ ମଣ୍ଡଳୀରେ ନେତୃତ୍ୱ ବିକାଶ ମିଶନକୁ ତୃଣମୂଳସ୍ତରରୁ ସୁଦୃଢ଼…

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଭୁବନେଶ୍ୱର ଠାରେ ନେତୃତ୍ୱ ବିକାଶ ମିଶନ (ଏଲଡିଏମ)ର ସମୀକ୍ଷା ବୈଠକ ଅନୁସୂଚିତ ଜାତି ବିଭାଗ ଅଧ୍ୟକ୍ଷ ବାଙ୍କନିଧି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗଦେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ…

ପିସିସି ପକ୍ଷରୁ ଡ. ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର: ଆଜି ଭାରତୀୟ ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡ. ବିଆର ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ । ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ସମେତ କଂଗ୍ରେସ…

ନନ୍ଦନକାନନରେ ଆନାକୋଣ୍ଡାର ମୃତ୍ୟୁ, ଦୀର୍ଘ ଦିନ ଧରି ଥିଲା ଅସୁସ୍ଥ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଜି ଏକ ବିରଳ ହଳଦିଆ ଆନାକୋଣ୍ଡା ସାପର ମୃତ୍ୟୁ ହୋଇଛି । ସାପଟିର ବୟସ ପ୍ରାୟ ଏକ ବର୍ଷରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି । କିଛି ଦିନ ହେବ ଆନାକୋଣ୍ଡା ସାପଟି ଅସୁସ୍ଥଥିବାବେଳେ, ଗତକାଲି ଠାରୁ ସାପଟି ଖାଦ୍ୟ ଖାଉନଥିଲା । ଏହାସହ ବୁଲାବୁଲି କରି…

୬୧ ତମ ଗୃହରକ୍ଷୀ ଦିବସ: ଭୁବନେଶ୍ଵର ରିଜର୍ଭ ପୁଲିସ ଗ୍ରାଉଣ୍ଡରେ ମହାସମାରୋହରେ ପାଳିତ

ଭୁବନେଶ୍ଵର: ଆଜି ୬୧ ତମ ଗୃହରକ୍ଷୀ ଦିବସ । ଭୁବନେଶ୍ଵର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ମହାସମାରୋହରେ ପାଳନ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ଵର ସହରାଞ୍ଚଳ ପୁଲିସ ବିଭାଗରେ କାର୍ଯ୍ୟରତ ଗୃହରକ୍ଷୀ ମାନଙ୍କ ଦ୍ଵାରା ଏକ ପ୍ୟାରେଡ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।…

ଓଡ଼ିଶାରେ ଖୋଲିବ ହାତୀଙ୍କ ପାଠଶାଳା : ହାତୀ ଆକ୍ରମଣରେ ମୃତ୍ୟୁ ହେଲେ ମିଳିବ ୬ଲକ୍ଷ

ଭୁବନେଶ୍ବର: ଦିନକୁ ଦିନ ଉଗ୍ର ହେବାରେ ଲାଗିଛି ହାତୀ ମଣିଷ ଲଢେଇ  । କେତେବେଳେ ହାତୀ ଆକ୍ରମଣରେ ମଣିଷର ଜୀବନ ଯାଉଛି  । ତ କେତେବେଳେ ହାତୀର ଜୀବନ ଯାଉଛି । ତେବେ ଏ ନେଇ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ପିସିସିଏଫ୍ ଦେବୀଦତ୍ତ ବିଶ୍ବାଳ । ସେ କହିଛନ୍ତି ହାତୀ ଆକ୍ରମଣରେ ମୃତ୍ୟୁବରଣ…

ଦୁର୍ବଳ ହେଉଛି ମିଗଜୋମ, ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା

ଭୁବନେଶ୍ଵର: ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେଉଛି ବାତ୍ୟା ମିଗଜୋମ୍ । କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍ । ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ । ଏପଟେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ସେପଟେ…