Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୪ ଦିନ ପରେ ବଢ଼ିବ ତାତି, ଉପରମୁହାଁ ହେବ ପାରଦ

ଭୁବନେଶ୍ବର:-  ଆଗାମୀ ୪ ଦିନ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ନାହିଁ । ହେଲେ ୪ ଦିନ ପରେ ୩ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା । ଉପରମୁହାଁ ହେବ ପାରଦ । ସଝିବ ଓଡ଼ିଶା,ବଢ଼ିବ ଖରା । ଘରୁ ବାହାରିବା ଅସମ୍ଭବ ହୋଇପଡ଼ିବ, ଖରା ପ୍ରକୋପରେ ଡହଳବିକଳ ହୋଇପଡ଼ିବେ ଲୋକମାନେ । ଏଭଳି କିଛି…

ଅର୍ଥତତ୍ତ୍ଵ ଚିଟଫଣ୍ଡ ମାମଲରେ ପୁଣି ଇଡି ରେଡ୍, ଭୁବନେଶ୍ଵରର ୩ଟି ସ୍ଥାନରେ ଚଢାଉ

ଭୁବନେଶ୍ଵର; ଅର୍ଥତତ୍ତ୍ଵ ଚିଟ ଫଣ୍ଡ ମାମଲା। ଆକ୍ସନ ମୋଡରେ ଇଡି । ଭୁବନେଶ୍ଵରର ୩ଟି ସ୍ଥାନ ସହ ରାଜ୍ୟର ମୋଟ ୫ଟି ସ୍ଥାନରେ ଚଢାଉ କରିଛି ଇଡି । ଭୁବନେଶ୍ଵରର ଏକ ଖବରକାଗଜ ମାଲିକଙ୍କ କାର୍ଯ୍ୟାଳୟ ସମେତ ବାସଭନରେ ଚଢାଉ କରିଛି ଇଡି । ସୂଚନା ଅନୁସାରେ, କିଛି ଦିନର ବ୍ୟବଧାନ ପରେ ପୁଣି…

ଦଳ ସପକ୍ଷରେ ଯାହା ନିଷ୍ପତି ହେବ ମାନିବୁ: କେଭି ସିଂହଦେଓ

ଭୁବନେଶ୍ବର: ଗତକାଲି ଠାରୁ ରାଜ୍ୟ ରାଜନୀତି ସରଗରମ ହେବାରେ ଲାଗିଛି । ବିଜେଡି ବିଜେପି ମହାମେଣ୍ଟ ନେଇ ଚର୍ଚ୍ଚା ହେଉଥିବା ବେଳେ ରାଜ୍ୟ ରାଜନୀତି ବେଶ ଉଷ୍ମ ହେବାରେ ଲାଗିଛି । ଗତକାଲି ଦୁଇ ଦଳର ଘନ ଘନ ବୈଠକ । ରାଜ୍ୟ ରାଜଧାନୀରୁ ଦିଲ୍ଲୀ ପର୍ଯ୍ୟନ୍ତ ମହାମେଣ୍ଟକୁ ନେଇ ଚାଲିଛି…

ବିଜେଡିରେ ମିଶିଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ଭୁବନେଶ୍ଵର; ଯେତିକି ଭାଙ୍ଗୁଛି ସେତିକି ଯୋଡୁଛି । ଦିନକୁ ଦିନ ଯେତିକି ବିଜେଡି ନେତା ଦଳ ଛାଡୁଛନ୍ତି ସେତିକି ଦଳରେ ମିଶୁଛନ୍ତି ମଧ୍ୟ । ଏହାରି ଭିତରେ ଆଜି ବିଜେଡିରେ ମିଶିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର । ଶତାଧିକ ସମର୍ଥକଙ୍କ ସହ ନବୀନ ନିବାସକୁ…

ଆଶାକର୍ମୀଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ବର: ଆଶାକର୍ମୀଙ୍କ ମାସିକ ଦରମା ବଢ଼ାଇଲେ ରାଜ୍ୟ ସରକାର । ଏବେ ମାସକୁ ୭ ହଜାର ଟଙ୍କା ପାଇବେ ଆଶାକର୍ମୀ । ପୂର୍ବରୁ ମାସିକ ପାରିଶ୍ରମିକ ୪, ୫୦୦ଟଙ୍କା ପାଉଥିଲେ ଆଶାକର୍ମୀ । ମାସିକ ପାରିଶ୍ରମିକ ୪, ୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ…

ବିଜେଡି-ବିଜେପି ହୋଇପାରେ ମେଣ୍ଟ, ୧୫ ବର୍ଷ ପରେ ଏକାଠି ହେବା ନେଇ ଚର୍ଚ୍ଚା

ଭୁବନେଶ୍ବର: ହୋଇପାରେ କି ମହାମେଣ୍ଟ । ୧୫ ବର୍ଷ ପରେ ପୁଣି ଏକାଠି ହେବେ କି ବିଜେପି-ବିଜେଡି । ଏବେ ଏମିତି କିଛି ଚର୍ଚ୍ଚା ରାଜ୍ୟ ରାଜନୀତିକୁ ଉଷ୍ମ କରିଛି । ଉଭୟ ଦଳ ଆଜି ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଥିବା ବେଳେ ଏହି ଚର୍ଚ୍ଚା ସତ ହୋଇପାରେ ବୋଲି ଚର୍ଚ୍ଚା ହେଉଛି । ଯଦିଓ ୩ ଦିନ ତଳେ…

ଟିକେଟ୍ କସରତ, ଅପରାହ୍ଣରେ ନବୀନ ଡାକିଲେ ବୈଠକ

ଭୁବନେଶ୍ବର: ଅପରାହ୍ନରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ । ଆଜି ଅପରାହ୍ନ ସାଢେ ୩ଟା ସମୟରେ ନବୀନ ନିବାସରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଅଛି । ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି । ତେବେ ଆସନ୍ତା ୨୦୨୪ ସାଧାରଣ ନିବାର୍ଚନ ସଂକ୍ରାନ୍ତରେ ଏହି ବୈଠକରେ…

ମୋଦୀଙ୍କ ଓଡ଼ିଶା ଗସ୍ତ ପରେ ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା

ଭୁବନେଶ୍ବର: ଓଡ଼ିଶାଗସ୍ତ ସାରି ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବା ପରେ ବିଜେପି ନେତାଙ୍କୁ ଦିଲ୍ଳୀ ଡାକରା । ରାଜ୍ୟ ସଭାପତି, ସଙ୍ଗଠନ ସମ୍ପାଦକ ସହ କୋର୍ କମିଟିର କିଛି ନେତା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି | ସନ୍ଧ୍ୟା ୫ ଟା ବେଳେ ଦିଲ୍ଲୀରେ ବସିବା ଗୁରୁତ୍ୱପୂର୍ଣ୍ଣ ବୈଠକ | ଅପରାହ୍ନରେ…

ପଦ୍ମଧରିଲେ ନାଲକୋର ପୂର୍ବତନ ସିଏମ୍‌ଡି ତପନ ଚାନ୍ଦ

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତି ଦଳ ନିଜ ନିଜର ବହୁମତ ପାଇଁ ଆସନ ହାତେଇବାକୁ ପ୍ରସ୍ତୁତ ହେଉଛନ୍ତି  । ଏହି ସମୟରେ କିଛି ନେତା କର୍ମୀଙ୍କ ଦଳ ଅଦଳବଦଳ ମଧ୍ୟ ଜାରି ରହିଛି । ଲଗାତାର କିଛି ଦିନ ହେବ ବିଜେପି କାର୍ଯ୍ୟଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଥିବା ବେଳେ…

ଏଲିନିନୋ ଦୁର୍ବଳ ସତ୍ତ୍ବେ ୩ ମାସ ପ୍ରବଳ ଖରା ହେବ, ସ୍ୱାଭାବିକ ଠାରୁ ଅଧିକ ରହିବ ତାପମାତ୍ରା

ଭୁବନେଶ୍ବର: ମାର୍ଚ୍ଚ ମାସ ଆରମ୍ଭରୁ ବଢିଲାଣି ଖରାର ପ୍ରକୋପ । ଆଗାମୀ ୩ ମାସ ଅର୍ଥାତ୍ ମାର୍ଚ୍ଚ, ଏପ୍ରିଲ, ମେ' ରେ ପ୍ରଚଣ୍ଡ ରୌଦ୍ରତାପ ହେବ । ଏଲନିନୋ ଦୁର୍ବଳ ଥିବା ସତ୍ୱେ ତାପମାତ୍ରା ଅଧିକ ରହିବ । ବିଶେଷକରି ମାର୍ଚ୍ଚରୁ ମେ' ମାସ ମଧ୍ୟରେ ସମସ୍ତ ସ୍ଥଳଭାଗରେ ସ୍ୱାଭାବିକ ଠାରୁ ଅଧିକ…