Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ଅଣ-ଅନୁସୂଚିତଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ଉପରେ ରୋକ୍

ଭୁବନେଶ୍ବର : କ୍ୟାବିନେଟ ନିଷ୍ପତ୍ତି ଉପରେ ଲାଗିଲା ରୋକ । ଅଣ ଅନୁସୂଚିତ ଜନଜାତିଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ସ୍ଥଗିତ ରଖିଲେ ସରକାର । ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି । ନଭେମ୍ବର ୧୪ ତାରିଖରେ ଜମି ହସ୍ତାନ୍ତର ନେଇ କ୍ୟାବିନେଟରେ ନିଷ୍ପତ୍ତି…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର:ଆସନ୍ତାକାଲି ଉଦଘାଟନ ହେବ ବହୁ ପ୍ରତିକ୍ଷିତ ନନ୍ଦନକାନନ ରୋପୱେ

ଭୁବନେଶ୍ବର: ଆସନ୍ତାକାଲି (ଶୁକ୍ରବାର) ଉଦଘାଟନ ହେବ ବହୁ ପ୍ରତିକ୍ଷିତ ନନ୍ଦନକାନନ ରୋପୱେ । ଏହାକୁ ଉଦଘାଟନ କରିବେ ଜଙ୍ଗଲ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ । ୧୮ ତାରିଖ ଠାରୁ ଏଥିରେ ବସିପାରିବେ ପର୍ଯ୍ୟଟକ । ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରିବ ଏହି ରୋପୱେ । ଏହି…

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି ଓଡିଆ ସାଧବ ପୁଅର ବୋଇତ

ଭୁବନେଶ୍ୱର: ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଆଜି ହେଉଛି ତୃତୀୟ ଦିବସ । ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ବିଷୟ ବସ୍ତୁକୁ ଆଧାର କରି ଓଡିଶା ମଣ୍ଡପରେ ନିର୍ମାଣ କରାଯାଇଥିବା ସୁସଜ୍ଜିତ ବୋଇତ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି । ପ୍ରାଚୀନ ଉତ୍କଳୀୟ…

ସରକାରଙ୍କ ସହଯୋଗରେ ରାଜ୍ୟରେ ନିବେଶ କରିପାରନ୍ତି ଭିଏତନାମ ପ୍ରତିନିଧି

ଭୁବନେଶ୍ଵର: ଆନ୍ତର୍ଜାତୀୟ ସହଯୋଗ ତଥା ଅର୍ଥନୈତିକ ଅଭିବୃଦ୍ଧି ବଢାଇବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ଓଡିଶା ସରକାର । ଭିଏତନାମ ଭିନ୍ ଲଙ୍ଗ ପ୍ରଦେଶର ୨୨ଜଣିଆ ପ୍ରତିନିଧୀ ଦଳ ଓଡିଶା ଗସ୍ତରେ ଆସି ବୟନଶିଳ୍ପ, କୃଷି, ଇଞ୍ଜିନିୟରିଂ, ରାସାୟନିକ ପଦାର୍ଥ, ପ୍ଲାଷ୍ଟିକ୍…

ବାତ୍ୟା ଯିବ ବାଂଲାଦେଶ ! ଓଡିଶାରେ ପଡିବନି ପ୍ରଭାବ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କାଲି ବାତ୍ୟାର ରୂପ ନେବ  । ଆଜି ଏହା ଘଣ୍ଟାପ୍ରତି ୧୭ କିମି ବେଗରେ ଗତିକରୁଛି  । ଏବେ ବିଶାଖାପାଟଣାରୁ ୩୯୦, ପାରାଦୀପରୁ ୩୨୦ କିମି, ଦୀଘାରୁ ୪୬୦ , ବାଂଲାଦେଶ ଖେପୁପଡାରୁ ୬୧୦ କିମି ଦୂରରେ ରହିଛି । କାଳକ୍ରମେ ଏହା ଉତ୍ତର-ଉତ୍ତର ପୂର୍ବ…

ଗଭୀର ଅବପାତର ରୂପ ନେଲା ଲଘୁଚାପ : କାଲି ବାତ୍ୟାର ରୂପ ନେବା ସମ୍ଭାବନା ! ଓଡିଶାରେ ନାହିଁ ପ୍ରଭାବ

ଭୁବନେଶ୍ବର :  ଗଭୀର ଅବପାତର ରୂପ ନେଇଛି ଲଘୁଚାପ । କାଲି ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । କିନ୍ତୁ ଓଡିଶା ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ । ବାତ୍ୟା ଦିଗ ପରିବର୍ତ୍ତନ କରିଥିବାରୁ ବିଶେଷ ଭାବେ ଏହାର କୌଣସି ପ୍ରଭାବ ପଡିବନି ।…

ରେଳ ଧାରଣାରେ ପଶୁ ଜନିତ ଦୁର୍ଘଟଣା ଏଡ଼ାଇବାକୁ ପୂର୍ବତଟ ରେଳପଥର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ରେଳ ଧାରଣା ଉପରେ ଘଟୁଥିବା ଅଘଟଣ କମ୍ କରିବାକୁ ପୂର୍ବ ତଟ ରେଳପଥ ଏହାର ପରିସୀମା ମଧ୍ୟରେ ବିଭିନ୍ନ ପଦକ୍ଷେପ ହାତକୁ ନେଇଛି । ଅନେକ ସମୟରେ ରେଳ ଧାରଣାରେ ଗୃହପାଳିତ ପଶୁ ବିଚରଣ କରିବା ଦ୍ବାରା ଦୁର୍ଘଟଣା ଘଟୁଛି । ତେବେ ପୂର୍ବତଟ ରେଳପଥ ପକ୍ଷରୁ ଦୁର୍ଘଟଣାକୁ ଏଡ଼ାଇବା ଏବଂ ରେଳ…

ଓଡିଶାରେ ପିଏମ୍ ଶ୍ରୀ ଯୋଜନା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କି ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ପୁଣିଥରେ ଓଡିଶାରେ ପିଏମ୍ ଶ୍ରୀ ଯୋଜନା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୂର୍ବରୁ ଦୁଇ ଦୁଇ ଥର ପତ୍ର ଲେଖିବା ପରେ ମଧ୍ୟ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ…

ଅମଳ ସମୟରେ ଭୟ ଦେଖାଇଲାଣି ବଡ ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ସୃଷ୍ଟି ହୋଇଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଲଘୁଚାପ ଗତି କରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ଅବପାତ ରୂପ ନେବ । ପରେ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ୧୭ ତାରିଖ…

ବଦ୍ରିନାଥ ଯାଇଥିବାବେଳେ ଘରୁ ଲୁଟ୍, ସିସିଟିଭିରେ କଏଦ ହେଲା ଚୋରିବେଳର ଦୃଶ୍ୟ

ଭୁବନେଶ୍ବର: କିଛି ଦିନ ହେବ ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟରୁ ଚୋରି ଘଟଣା ଏବେ ପୋଲିସର ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ପୁଣି ଆଜି (ମଙ୍ଗଳବାର) ରାଜଧାନୀର ଆଉ ଏକ ଆପାର୍ଟମେଣ୍ଟରେ ଲୁଟ ଘଟଣା ସାମ୍ନାକୁ ଆସିଛି । ଭରତପୁର ଥାନା ଅଞ୍ଚଳରେ ଥିବା ଶ୍ରୀକ୍ଷେତ୍ର ଆପାର୍ଟମେଣ୍ଟରେ ଆଉ ଏକ ଘରୁ…