Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ନନ୍ଦନକାନନରେ ୪ ନୂଆ ଅତିଥି: ଡିସେମ୍ବର ୨୯ ପ୍ରତିଷ୍ଠା ଦିବସରେ ଦେଖିପାରିବେ ପର୍ଯ୍ୟଟକ

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ୪ ନୂଆ ଅତିଥି । ଦୁଇଟି ଓ୍ବାଲାବି ଏବଂ ପ୍ରଥମଥର ଦୁଇଟି ଲିଭିଂ ଷ୍ଟୋନ୍ ଟୁରାକୋ ଆସିଲେ । ଦୀର୍ଘ ୩୫ ବର୍ଷ ପରେ ଆସିଛନ୍ତି ଦୁଇଟି ୱାଲାବି। ସେମାନଙ୍କ ମଧ୍ୟରୁ ଗୋଟିଏ…

୧୦ ଡିଗ୍ରୀ ତଳେ ୧୦ ସହର : ୫.୮ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ ।  ପ୍ରବଳ ଜାଡ଼ରେ ଥରୁଛନ୍ତି ଓଡିଶାବାସୀ  । କହିବାକୁ ଗଲେ ପୁରା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି  । ସକାଳ ୧୦ଟା ନହେଲେ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି । ଘରୁ ପାଦ କାଢିଲେ ଲୋଡା ପଡୁଛି ଶୀତ ବସ୍ତ୍ର । ଶୀତରୁ ରକ୍ଷା ପାଇବା…

ରାଜ୍ୟ କଂଗ୍ରେସ ସାମାଜିକ ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ: ଅମିୟ ପାଣ୍ଡବ

ଭୁବନେଶ୍ୱର: ରାଜ୍ୟ ସାମାଜିକ ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରିବାପାଇଁ ଏଆଇସିସି ପକ୍ଷରୁ ପୁର୍ନଗଠନ କରାଯାଇଛି । ପିସିସି ମୁଖପାତ୍ର ତଥା ପିସିସି ଇସ୍ତାହାର କମିଟି ସଦସ୍ୟ ଅମିୟ ପାଣ୍ଡବଙ୍କୁ ରାଜ୍ୟ ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି । ଏଆଇସିସି ପକ୍ଷରୁ…

ଓଡିଶାରେ ବଲିଉଡ ଷ୍ଟାର ସୁନୀଲ ଶେଟ୍ଟୀ, ପ୍ରଥମଥର ଲିଙ୍ଗରାଜଙ୍କୁ ଦର୍ଶନ ସହ ଡାଲମାର କଲେ ପ୍ରଶଂସା

ଭୁବନେଶ୍ବର: ବାଲିଅନ୍ତାରେ ଚାଲିଥିବା ତିନିଦିନିଆ ଜୟଦେବ ଗୌରବ ସମ୍ମାନରେ ଯୋଗଦେବାକୁ ଓଡିଶାରେ ପହଞ୍ଚିଛନ୍ତି ବଲିଉଡ ଲୋକପ୍ରିୟ ଅଭିନେତା ସୁନୀଲ ଶେଟ୍ଟୀ । ଏହି ସମୟରେ ସେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଥମେ ‘ଜୟ ଜଗନ୍ନାଥ’ କହି ଓଡିଶାବାସୀଙ୍କୁ ସମ୍ବୋଧନ କରିଥିଲେ । ଏହାପରେ ସେ…

ମୁଖ୍ୟମନ୍ତ୍ରୀ ଡାହାଣି ହୋଇ ଲାଗୁଛନ୍ତି ଓ ଗୁଣିଆ ହୋଇ ଝାଡୁଛନ୍ତି: ବିଜେପି

ଭୁବନେଶ୍ୱର: ସାଧାରଣ ଲୋକକଥା ଅଛି ‘ବ୍ରହ୍ମା ବିଳିବିଳି ହେଲେ ବେଦ’ କିନ୍ତୁ ବିଜୁ ଜନତା ଦଳର ମୁଖିଆ ନବୀନ ବାବୁ ଯାହା ବିଳିବିଳି ହୋଇ କୁହନ୍ତି ତାହା ସିଦ୍ଧ ବୋଲି ବିଜେଡି ବିଶ୍ୱାସ କରେ । ବାସ୍ତବତା ହେଉଛି କୌଣସିଥିରେ ବି ସିଦ୍ଧାନ୍ତରେ ପହଁଚିପାରନ୍ତି ନାହିଁ । ଏଥିପାଇଁ ସାରା ଦେଶରେ…

ସୁଶାସନ ଦିବସରେ ‘ଅଟଳ ସମ୍ମାନ-୨୦୨୩’ରେ ସମ୍ମାନୀତ ହେବେ ବରିଷ୍ଠ ରାଜନେତା ଶ୍ରୀଯୁକ୍ତ କ୍ଷୀରୋଦ ପ୍ରସାଦ ସ୍ୱାଇଁ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୫ ତାରିଖରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ତିଥି । କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ । ସେଥିଲାଗି…

ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ ବିଶାଖାପାଟନମ୍-ରାୟଗଡା-ବିଶାଖାପାଟନମ୍ ପାସେଞ୍ଜର ସ୍ପେଶାଲ

ଭୁବନେଶ୍ଵର: ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ ବିଶାଖାପାଟନମ୍-ରାୟଗଡା-ବିଶାଖାପାଟନମ୍ ପାସେଞ୍ଜର ସ୍ପେଶାଲ ଟ୍ରେନ । ୦୮୫୦୪/୦୮୫୦୩ ବିଶାଖାପାଟନମ୍-ରାୟଗଡା-ବିଶାଖାପାଟନମ୍ ପାସେଞ୍ଜର ସ୍ପେଶାଲକୁ ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ ରେଳ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କମୁଛି ପାରଦ , ବଢୁଛି ଶୀତ : ୧୦ଡିଗ୍ରୀ ତଳେ ୧୬ ସହର, ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ  ।  ପ୍ରବଳ ଜାଡ଼ରେ ଥରୁଛନ୍ତି ଓଡିଶାବାସୀ  । ଶୀତରୁ ରକ୍ଷା ପାଇବା ପାଇଁ କିଏ  ଚା ଖଟିରେ ଭିଡ ଜମାଉଛି ତ ଆଉ କିଏ ନିଆଁ ପୋଇଁ ହେଉଛି  । ଏହାରି ମଧ୍ୟରେ ଆଜି ଜି. ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି  । ୧୬ ସହରର ତାପମାତ୍ରା…

ଡକାୟତି ଯୋଜନା ଚାଲିଥିବାବେଳେ କାବୁ କଲା ପୋଲିସ, ୫ ଗିରଫ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ଏହାକୁ ପଣ୍ଡ କଲା ପୋଲିସ । ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମଞ୍ଚେଶ୍ଵର ଥାନା ପୋଲିସ । ଗିରଫ ଅଭିଯୁକ୍ତ ମାନଙ୍କ ଭିତରୁ ୪ ଜଣ ହେଲେ ଅମରନାଥ ସଫେରା(୨୪), ଗୋବିନ୍ଦା ସଫେରା(୨୧), ଦେବେନ୍ଦ୍ର ସଫେରା(୨୦), ଗୋପାଳ…

ଶ୍ରୀମନ୍ଦିରରେ ପାଣ୍ଡିଆନ ଓ କାମିଆ ଜାନିଙ୍କ ପ୍ରବେଶ ପ୍ରସଙ୍ଗ, ଉଭୟଙ୍କ ଗିରଫଦାରୀ ଦାବି କଲା ବିଜେପି

ଭୁବନେଶ୍ୱର: 5-T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ସୋସିଆଲ ମିଡ଼ିଆ ଇନଫ୍ଲୁଏନ୍ସର କାମିଆ ଜାନିଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ କୁ ନେଇ ଏବେ ବିବାଦ ବଢିବାରେ ଲାଗିଛି । ଯାହାକୁ ନେଇ ଉଭୟଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବି କରିଛି ରାଜ୍ୟ ବିଜେପି । ଗୋମାଂସ ଭକ୍ଷଣ କରିଥିବା କାମିଆ…