Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଏଣିକି ଏମ୍‌ଆର୍‌ଆଇ ଓ ସିଟି ସ୍କାନ୍‌ ପାଇଁ ଯାଞ୍ଚ ହେବ ପ୍ରେସକ୍ରିପସନ, କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଏସଓପି ଜାରି

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ କଠୋର ହେଲା ନିୟମ । ବିନା ପ୍ରେସ୍‌କ୍ରିପ୍‌ଶନରେ ଏମ୍ଆର୍‌ଆଇ କିମ୍ବା ସିଟି ସ୍କାନ୍‌ ହୋଇପାରିବ ନାହିଁ । ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଜାରି ହେଲା ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ । ସୂଚନା ମୁତାବକ,…

ପରଲୋକରେ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକ

ଭୁବନେଶ୍ବର: ଓଡିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଦର୍ଶନ ମୋହନ ପଟ୍ଟନାୟକଙ୍କ ପରଲୋକ । ଗତକାଲି (ଶନିବାର) ସନ୍ଧ୍ୟାରେ ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନରେ ସୁଦର୍ଶନଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ସେ ରାଜ୍ୟ ମାନବାଧିକାର କମିଶନର ପ୍ରଥମ…

୨୪ରୁ ଦୁଲୁକିବ ରାଜଧାନୀ ରାଜରାସ୍ତା : ଆରମ୍ଭ ହେବ ପଥୋତ୍ସବ, ଝୁମିବେ ସହରବାସୀ

ଭୁବନେଶ୍ବର : ଆସନ୍ତା ୨୪ ତାରିଖରୁ ରାଜଧାନୀର ରାଜରାସ୍ତାରେ ଆରମ୍ଭ ହେବାକୁ ଯାଉଛି ପଥୋତ୍ସବ । ଏହି କାର୍ଯ୍ୟକ୍ରମ ପାଇଁ ପୁଣି ଥରେ ସକାଳ ସମୟରେ ଦୁଲୁକି ଉଠିବ ରାଜଧାନୀର ରାଜରାସ୍ତା। ଚଳିତ ବର୍ଷ ନୂଆ ଢଙ୍ଗରେ ଏବଂ ନୂଆ ରୂପରେ ପଥ ଉତ୍ସବ କରିବାକୁ ନିଷ୍ପତି ନେଇଛନ୍ତି ବିଏମ୍‌ସି…

ରାଜ୍ୟରେ ଜାରି ରହିଛି ଶୀତ ଲହରୀ, ୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା

ଭୁବନେଶ୍ବର: ଆଭ୍ୟନ୍ତରରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ଜାରି ରହିଛି ଶୀତଲହରୀ । ଫଳରେ ଜାଡରେ ଥରୁଛନ୍ତି ରାଜ୍ୟବାସୀ । ରାଜ୍ୟରେ ୬ ଟି ସହରରେ ତାପମାତ୍ରା ୧୦ ଡିଗ୍ରୀରୁ ତଳେ ରହିଛି । ଆଉ ଥଣ୍ଡା ସମୟରେ ନିଆଁ ଜାଳି ଉପଶମ ପାଉଛନ୍ତି ଲୋକେ । ଫଳରେ ସ୍ଥାନେ ସ୍ଥାନରେ ଅଧିକ କୁହୁଡି ଅନୁଭୂତ ହେଉଛି…

୧୩ଟି ଜିଲ୍ଲାର ୮୦ ହଜାର ହେକ୍ଟର ଜମିକୁ ମିଳିଲା ପାଣି, ୫୯ଟି ପ୍ରକଳ୍ପକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପକୁ ଆଜି ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳି ପାରିଛି। ଏଥିପାଇଁ ୨,୫୦୦…

୬୮ ତମ ଜାତୀୟ ରେଳ ପୁରସ୍କାର ସମାରୋହ: ୨ଟି ପୁରସ୍କାର ଗ୍ରହଣ କଲା ପୂର୍ବତଟ ରେଳପଥ

ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ହୋଇଯାଇଛି ୬୮ ତମ ଜାତୀୟ ରେଳ ପୁରସ୍କାର ସମାରୋହ । ଜୋନାଲ ରେଳବାଇ, ଉତ୍ପାଦନ ୟୁନିଟ୍ ଏବଂ ପିଏସୟୁ ପାଇଁ ୨୧ ଟି ଶିଲ୍ଡ ସହିତ ସେମାନଙ୍କର ଉଲ୍ଲେଖନୀୟ ସେବା ପାଇଁ ସାରା ଦେଶରେ ୧୦୦ ରେଳ କର୍ମଚାରୀଙ୍କୁ ପୁରସ୍କୃତ କରାଯାଇଛି ।…

୧୫ ହଜାର ଗୀତ ପୂରଣ କଲା ତାଲ୍ ମ୍ୟୁଜିକ୍

ଭୁବନେଶ୍ବର : ବିଗତ ୨୦୦୧ ମସିହାରୁ ଆଜି ପର୍ଯ୍ୟନ୍ତ ତାଲ ମ୍ୟୁଜିକ ଓଡିଶା ସଙ୍ଗୀତ ଜଗତକୁ ତାର ଭେଟି ଦେଇ ଆସିଛି  । ବହୁ ଉତଥାନ ପତନ ଦେଇ ଗତି କରି ଆଜି ଏହି ସ୍ଥାନରେ ପହଞ୍ଚିଛି ତାଲ ମ୍ୟୁଜିକ୍  । ଆଜି ସେ ଶୁଭ ମୁହୂର୍ତ୍ତ ଆସିଛି । ତାଲ ମ୍ୟୁଜିକ ୧୫ ହଜାର ଗୀତରେ ପଦାର୍ପଣ କରିଛି । ଏହି…

ପୁରୀରେ ନିର୍ମାଣ ହେବ ୭ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ

ଭୁବନେଶ୍ବର : ପୁରୀ ଜିଲ୍ଲାରେ ହେବ  ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ । ବ୍ରହ୍ମଗିରୀ, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ କରାଯିବ  । ଏଥିଲାଗି ପ୍ରାୟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ  । ମୁଖ୍ୟମନ୍ତ୍ରୀ ଙ୍କ  କାର୍ଯ୍ୟାଳୟ ର ଜନଶୁଣାଣି…

ଗାଁ ଠୁ ସହର ଶୀତରେ ଥରହର, ୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ । ବଢୁଛି ଥଣ୍ଡାର ପ୍ରକୋପ । ୧୦ ଡିଗ୍ରୀ ତଳେ ରହିଛି ୬ ସହରର ତାପମାତ୍ରା । ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ସ୍ତରକୁ ଫେରିବା ସହ ସାରା ରାଜ୍ୟରେ ଥଣ୍ଡା ଅନୁଭୂତ ହେଉଛି ।…

ଟ୍ଵିନସିଟିରେ ଆରମ୍ଭ ହେଲା ବିକଶିତ ଭାରତ ସଂକଳ୍ପ ଯାତ୍ରା, ହିତାଧିକାରୀଙ୍କ ପାଖରେ ପହଞ୍ଚିବ କେନ୍ଦ୍ରୀୟ ଯୋଜନାର ଲାଭ

ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଜି ଠାରୁ ଆରମ୍ଭ ହୋଇଛି ବିକଶିତ ଭାରତ ସଂକଳ୍ପ ଯାତ୍ରା । ପ୍ରଥମ ଦିନରେ ବଡ଼ଗଡ଼ ଠାରେ ସଂକଳ୍ପ ଯାତ୍ରା ସଚେତନତା ବାହନ ପହଞ୍ଚିଥିଲା । ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ମଞ୍ଜୁଲତା କହଁର ଯାତ୍ରାକୁ ଶୁଭାରମ୍ଭ କରିଥିଲେ। ବଡ଼ଗଡ଼ କଲ୍ୟାଣ ମଣ୍ଡପ…