Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମିଲ୍କମେଡ ଡବାରେ ଫସିଲା ଗୋଧୀର ମୁହଁ

ଭୁବନେଶ୍ଵର: ମିଲ୍କମେଡ ଡବାରେ ଫସିଲା ଗୋଧୀର ମୁହଁ । ମୁହଁ ବାହାର କରିପାରୁନଥିବାରୁ ଛାଟିପିଟି ହେଉଛି ଗୋଧୀ । ଭୁବନେଶ୍ୱର ବଡଗଡ ଅଞ୍ଚଳରେ ଥିବା ମେଘେଶ୍ଵର କଲୋନୀରେ ଦେଖିବାକୁ ମିଳିଛି ଏହି ଘଟଣା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଗୋଧୀଟିକୁ ଉଦ୍ଧାର କରିଥିଲେ ସ୍ନେକ୍ ହେଲ୍ପ ଲାଇନ । ଗୋଧୀର…

ବେକାର ଯୁବକ-ଯୁବତୀଙ୍କୁ କେବେ ମିଳିବ ସ୍ଥାୟୀ ନିଯୁକ୍ତି?

ଭୁବନେଶ୍ବର : ରାଜଧାନୀରେ ଗର୍ଜିଲେ ବେକାର ଯୁବକ-ଯୁବତୀ  । ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ ଥିଲା କେବେ ମିଳିବ ସ୍ଥାୟୀ ନିଯୁକ୍ତି । ଦୀର୍ଘ ଦିନ ହେବ ବେକାର ଯୁବକ-ଯୁବତୀ ମାନେ ସ୍ଥାୟୀ ନିଯୁକ୍ତି ଲାଗି ଦାବି କରିଆସୁଛନ୍ତି  । ହେଲେ ସରକାର ନିଦା ବିଷ୍ଣୁ ପାଲଟିଛନ୍ତି । ଏହାର ଉତ୍ତର…

ଆଉ ୫ବର୍ଷ ବଢିଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି

ଭୁବନେଶ୍ବର : ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ । ୨୦୨୪ ଜାନୁଆରୀ ପହିଲାରୁ  ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ହିତାଧିକାରୀ ମାନେ ଏହି ସୁବିଧା ପାଇବେ।  ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ…

ଫେବୃଆରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ

ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତଦୁଇ ପରୀକ୍ଷା  । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଫେବୃୟାରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। କଳା, ବିଜ୍ଞାନ, ବାଣିଜ୍ୟ…

୧୦ ଡିଗ୍ରୀ ତଳେ ୭ ସହରର ସର୍ବନିମ୍ନ ତାପମାତ୍ରା : ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ । ଭୀଷଣ ଜାଡରେ ଥରୁଛି ସାରା ଓଡିଶା । ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ପ୍ରବଳ ଶୀତ ଅନୁଭୂତ ହେଉଛି  । ଫଳରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି  । ଶୀତରୁ ରକ୍ଷା ପାଇବା ପାଇଁ ସକାଳୁ କିଏ ମର୍ଣ୍ଣିଂ ଓ୍ବାକ୍ କରୁଛି ତ ଆଉ କିଏ ନିଆଁ ପୋଇଁ ହେଉଛି…

ପରଲୋକରେ ଶ୍ରୀକ୍ଷେତ୍ର କବି ରଘୁନାଥ ରାଉତ, ଶତାଧିକ ଗୀତ ଓ ଜଣାଣର ଥିଲେ ରଚୟତା

ଭୁବନେଶ୍ଵର: ପରଲୋକରେ ଶ୍ରୀକ୍ଷେତ୍ର କବି ରଘୁନାଥ ରାଉତ । ଆଜି ଦିନ ୧୨ଟା ସମୟରେ ସୂର୍ଯ୍ୟନଗର ୟୁନିଟ-୭ ଦୁର୍ଗା ମଣ୍ଡପ ନିକଟରେ ରହୁଥିବା ଏକ ଭଡାଘରେ ତାଙ୍କର ବିୟୋଗ ହୋଇଛି । ଜୀବନକାଳ ମଧ୍ୟରେ ସେ ଅନେକ ଭଜନ ଗୀତ ସହ ଜଣାଣର କରିଥିଲେ ରଚନା । ଆହେ ଚକା ଆଖି ଆହେ ଚକା ଆଖି, ମୋ ବାହୁଡା଼…

ଆସନ୍ତାକାଲି ଏକାମ୍ର ନିର୍ବାଚନମଣ୍ଡଳୀରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସନ୍ତାକାଲି ଏକାମ୍ର ନିର୍ବାଚନମଣ୍ଡଳୀରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ଆପରାହ୍ନରେ ଏକାମ୍ର ନିର୍ବାଚନ ମଣ୍ଡଳୀରେ ପ୍ରାୟ ୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଲିଙ୍ଗିପୂର୍…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର, ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମାଇନର ଇରିଗେସନ ସେକ୍ସନ ଅଫିସର । ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ଭୁବନେଶ୍ବର କ୍ଷୁଦ୍ର ଜଳସେଚନ ମୁଖ୍ୟ ଯନ୍ତ୍ରୀଙ୍କ ଅଫିସର ସେକ୍ସନ ଅଫିସର ଶୁଭକାନ୍ତ ସ୍ଵାଇଁ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବର୍ତ୍ତମାନ ଏକକାଳୀନ ତିନୋଟି…

ଅନଲାଇନରେ ବି ଚାଲିଛି ଡ୍ରଗ୍ସ କାରବାର !

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ନିଶା କାରବାର । ଆମେ ସାଧାରଣତଃ ଖାଦ୍ୟ ଅର୍ଡର କରିବା ଲାଗି ସ୍ବିଜି, ଜମାଟୋ ଭଳି ଡେଲିଭରି ସଂସ୍ଥାକୁ ବ୍ୟବହାର କରିଥାଉ  । କିନ୍ତୁ ଏବେ ଏସବୁ ସଂସ୍ଥା ମାଧ୍ୟମରେ ଡ୍ରଗ୍ସ ମଗାଯାଉଛି । ଏବେ ଓଡ଼ିଶାରେ ବେଧଡ଼କ ଭାବରେ ଚାଲିଛି ଡ୍ରଗ୍ସ…

ରାଜ୍ୟରେ ବଢୁଛି ଶୀତ, ଦାରିଙ୍ଗବାଡ଼ି ଓ କେନ୍ଦୁଝର ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ପାରଦ । ଶୀତ ଋତୁ ଆରମ୍ଭ ହେବାର ଦୀର୍ଘ ଦିନ ପରେ ବୃଦ୍ଧି ପାଇଛି ଶୀତର ପ୍ରକୋପ । ଭୋର ସମୟରେ ଚାରିଆଡେ ଲାଗି ରହୁଛି ଘନ କୁହୁଡି । ପ୍ରବଳ ଶୀତ ଯୋଗୁଁ ଲୋକେ ସ୍ଥାନେ ସ୍ଥାନେ ନିଆଁ ଲଗାଇ ଉପଶମ ଲାଭ କରୁଥିବା ଦେଖିବାକୁ ମିଳିଛି । ଆଉ ଶୀତ ବଢିବା ସହ ପାର୍କ ଓ…