Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓ ତାଙ୍କ ପତ୍ନୀ, ଗଣିବେ ୧୨ ଲକ୍ଷର ତଣ୍ଡ

ଭୁବନେଶ୍ଵର: ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓ ତାଙ୍କ ପତ୍ନୀ । ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ସୀମାଦ୍ରୀ ନାୟକ ଓ ପତ୍ନୀ ଲକ୍ଷ୍ମୀ ନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ନବରଙ୍ଗପୁର ଉମରକୋଟ…

ସାବଧାନ୍ ! ବୁଲୁଛନ୍ତି ଜିନ୍ସ , ଜ୍ୟାକେଟ୍ ପିନ୍ଧା ସମ୍ଭ୍ରାନ୍ତ ଚୋର

ଭୁବନେଶ୍ବର : ସାବଧାନ୍ ! ରାଜଧାନୀବାସୀ । ବୁଲୁଛନ୍ତି ଜିନ୍ସ ଓ ଜ୍ୟାକେଟ ପିନ୍ଧା ସମ୍ଭ୍ରାନ୍ତ ଚୋର । ମୁହଁରେ ମାସ୍କ ପିନ୍ଧି ଘରେ ନଥିବାବେଳେ କଳା କନା ବୁଲାଉଛନ୍ତି । ଏଭଳି କିଛି ଘଟଣା ଘଟିଛି ରାଜଧାନୀର ମଞ୍ଚେଶ୍ବର ରେଲଓ୍ବେ କଲୋନୀରେ  । ସୂଚନା ଅନୁସାରେ ଗତକାଲି ମଞ୍ଚେଶ୍ୱର ରେଲୱେ…

ଜାଡରେ ଥରୁଛି କନ୍ଧମାଳ : ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ଖସୁଛି ପାରଦ , ବଢୁଛି ଶୀତ  । ପାରଦ ଯେତିକି ତଳମୁହାଁ ହେଉଛି , ଶୀତ ସେତିକି ବଢିବାରେ ଲାଗିଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ କମିଛି । ଶୀତରେ ଥରୁଛି ସାରା କନ୍ଧମାଳ ।  ଜନଜୀବନ ପୁରା ଅସ୍ତବ୍ୟସ୍ତ…

‘ମଦ ଦୁର୍ନୀତି ଓ ବିପୁଳ ଗଚ୍ଛିତ କଳାଟଙ୍କା ବିରୋଧରେ ଆସନ୍ତାକାଲି ଆନ୍ଦୋଳନ କରିବ ବିଜେପି’

ଭୁବନେଶ୍ୱର: ରାଜ୍ୟରେ ମଦ ସାମ୍ରାଜ୍ୟରେ  ଆୟକର ବିଭାଗର ରେଡ୍ ରେ ପୁଳା ପୁଳା କଳା ଟଙ୍କା ର ଗୁମର ଫିଟୁଛି । ଯାହାକୁ ନେଇ ଆସନ୍ତାକାଲି (ସୋମବର) ରାଜ୍ୟର ସମସ୍ତ ସବ୍‌ଡିଭିଜନ ସମ୍ମୁଖରେ ବିଜେପି ପକ୍ଷରୁ ବିଜେଡି ସରକାରର ଏହି ମଦ ଦୁର୍ନୀତି ଓ ଗଚ୍ଛିତ ବିପୁଳ କଳାଟଙ୍କା ବିରୋଧରେ ପ୍ରତିବାଦ…

ଡ଼ିସେମ୍ବର ୧୭ ରେ ବିଜେବି ଫ୍ରେଣ୍ଡସର ବନ୍ଧୁ ମିଳନ

ଭୁବନେଶ୍ୱର: ଡିସେମ୍ବର ୧୭ ତାରିଖରେ ଆୟୋଜିତ ହେବାକୁ ଯାଉଛି ବିଜେବି କଲେଜ ପୁରାତନ ଛାତ୍ର ସଂଘ 'ବିଜେବି ଫ୍ରେଣ୍ଡସ' ର ବନ୍ଧୁ ମିଳନ । ଏନେଇ ଆଜି (ରବିବାର) ବିଜେବି ଫ୍ରେଣ୍ଡସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଉତ୍ସବ ପୂର୍ବରୁ ବରୁଣେଇ ପାହାଡ଼ ଠାରୁ ବିଜେବି…

ବିବାହ ବେଦୀରେ ହଙ୍ଗାମା : ଦ୍ବିତୀୟ ବିବାହ କରିବାକୁ ଯାଇ ସ୍ତ୍ରୀ ଓ ଝିଅଠୁଁ ଛେଚା ଖାଇଲା ବାପା

ଭୁବନେଶ୍ବର : ବାହା ବେଦୀରେ ହଙ୍ଗାମା  । ଲୁଚି ଲୁଚି ଦ୍ବିତୀୟ ବିବାହ କରିବା ମହଙ୍ଗା ପଡିଛି  । ଦୁଇ ଝିଅଙ୍କ ସହ ବାହାବେଦୀରେ ପହଁଞ୍ଚି ଯାଇଛନ୍ତି ସ୍ତ୍ରୀ  । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଉପକଣ୍ଠ ବାଳକାଟି ଅଂଚଳରେ । ସ୍ଥାନୀୟ ଦୁଲ୍ଲା ଦେବୀ ମନ୍ଦିରରେ…

ଆସନ୍ତାକାଲି ‘ବିକଶିତ ଭାରତ@୨୦୪୭: ଭଏସ୍ ଅଫ୍ ୟୁଥ୍‌’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଦେଶର ବିଭିନ୍ନ ଜାତୀୟ ଯୋଜନା ପ୍ରଣୟନ, ପ୍ରାଥମିକତା ଏବଂ ଲକ୍ଷ୍ୟ ପ୍ରାପ୍ତ କରିବା କ୍ଷେତ୍ରରେ ଦେଶର ଯୁବକ ମାନଙ୍କୁ ସକ୍ରିୟ ଭାବରେ ସାମିଲ କରିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୧୧ରେ 'ବିକଶିତ ଭାରତ @୨୦୪୭: ଭଏସ୍ ଅଫ୍ ୟୁଥ୍‌' ର ଶୁଭାରମ୍ଭ କରିବେ ।…

ଅନୁଷ୍ଠିତ ହୋଇଛି ଭିନ୍ନକ୍ଷମମାନଙ୍କ ଫ୍ୟାଶନ ଶୋ, ପ୍ରତିଭା ପ୍ରଦର୍ଶନ କରିବେ ସାର୍ଥକ ଦ୍ଵିବେଦୀ ଏବଂ କିରଣ ବେହେରା

ଭୁବନେଶ୍ଵର: ଅନୁଷ୍ଠିତ ହୋଇଛି ଭିନ୍ନକ୍ଷମମାନଙ୍କ ଫ୍ୟାଶନ ଶୋ । ଗତକାଲି ପରିବର୍ତ୍ତନ ଏବଂ ସ୍ଵାଭିମାନ ଓଡିଶାରେ ଶ୍ରୀ ଏବଂ ମିସ୍ ଇଣ୍ଡିଆ ଦିବ୍ୟାଙ୍ଗଙ୍କ ପାଇଁ ପୋଷ୍ଟର ଉନ୍ମୋଚନ କରିଥିଲେ । ଏହି ଅନ୍ତର୍ଭୂକ୍ତ କାର୍ଯ୍ୟକ୍ରମ ‘ଉଭୟ ଭିନ୍ନକ୍ଷମ ପୁରୁଷ ଏବଂ ମହିଳାଙ୍କ ପ୍ରତିଭା, ଶକ୍ତି ଏବଂ…

ଜଳ ସମ୍ପଦ ବିଭାଗ ଏବଂ ରୁର୍କି ଆଇଆଇଟି ସହ ବୁଝାମଣାପତ୍ର ସ୍ୱାକ୍ଷର, ଟ୍ରେନିଂ ନେବେ ୧୭୬ ଇଞ୍ଜିନିୟର

ଭୁବନେଶ୍ୱର: କ୍ଷୁଦ୍ର ଜଳସେଚନ ସିଭିଲ ଇଞ୍ଜିନିୟରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ଜଳ ସମ୍ପଦ ବିଭାଗ ଏବଂ ରୁର୍କି ଆଇଆଇଟି ସହ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ଜଳବାୟୁ ସହନଶୀଳ କୃଷି ପାଇଁ ୬ ଦିନ ପାଇଁ ରୁର୍କିରେ ଜଳ ପରିଚାଳନା ସଂପର୍କିତ ପ୍ରଶିକ୍ଷଣ ନେବେ ୧୭୬ ଜଣ ଇଞ୍ଜିନିୟର । ରାଜ୍ୟ…

ଡିସେମ୍ବର ୧୭ରେ ସୈନିକ ସ୍କୁଲରେ ଆୟୋଜିତ ହେବ ଷଷ୍ଠ ବିଜୁ ମାରାଥନ

ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସକାଳ ୬ ଟା ରେ ସୈନିକସ୍କୁଲ ଏବଂ ଓଏମ୍‌ସି ମିଳିତ ଅନୁକୂଲ୍ୟରେ ଷଷ୍ଠ ବିଜୁ ମାରାଥନ ଅନୁଷ୍ଠିତ ହେବ । ଉକ୍ତ ପ୍ରତିଯୋଗୀତାରେ ସ୍କୁଲର ୬୦୦ କ୍ୟାଡ଼େଟ୍‌, ଦୁଇ ଶହ ପୂରାତନ ଛାତ୍ର, ସହୋଦୟ ସ୍କୁଲ ଏବଂ ସରକାରୀ ବିଦ୍ୟାଳୟ ମାନଙ୍କରୁ ପ୍ରତିଯୋଗୀଙ୍କୁ ମିଶାଇ…