Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

‘ଧର୍ମକୁ ଆଖି ଠାର ପରି ଫସଲ କ୍ଷୟକ୍ଷତିର ଆକଳନ କରାନଯାଉ’

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ 'ମିଗଜୋମ' ପ୍ରଭାବରେ ଦକ୍ଷଣି ଓଡ଼ିଶା ସମେତ ଅନ୍ୟାନ୍ୟ ଜିଲ୍ଲା ଗୁଡ଼ିକରେ ଧାନ, କପା ଓ ଅନ୍ୟାନ୍ୟ ପନିପରିବା ଫସଲ ବିପୁଳ ଭାବରେ ପ୍ରଭାବିତ ହୋଇଛି । ବର୍ଷା ଓ ବାତ୍ୟା ପୂର୍ବରୁ ସରକାର କେବଳ ଚାଷୀଙ୍କୁ ସତର୍କତା ସୂଚନା ଆଦେଶାବଳୀ ଜାରି କରିବା ଛଡ଼ା ଫସଲ ସୁରକ୍ଷା…

ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଡରୁଛନ୍ତି ରାଜ୍ୟ ସରକାର: ବିଜେପି

ଭୁବନେଶ୍ୱର: ରାଜ୍ୟରେ ଏବେ କୌଣସି ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ନଥିବାବେଳେ କାହିଁକି ସେବା ପରିଚାଳନା ଆଇନ (ଏସମା) ଲାଗୁ କରୁଛନ୍ତି ରାଜ୍ୟ ସରକାର?  ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କର ଏତେ ଭୟ କାହିଁକି ? ସରକାର ଜାଣି ରଖିବା ଦରକାର ଜୋର ଜବରଦସ୍ତ କରି…

ରାଜ୍ୟରେ ବଡ ଧରଣର ଆଇଟି ରେଡ୍: ମଦ ଫ୍ୟାକ୍ଟ୍ରୀ ରୁ ୨ ଶହ ରୁ ଉର୍ଦ୍ଧ୍ବ ଟଙ୍କା ଜବତ

ବଲାଙ୍ଗୀର/ସମ୍ବଲପୁର/ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ହେବ ଚାଲିଛି ବଡ ଧରଣର ଆଇଟି ରେଡ୍ । ମଦ ବ୍ୟବସାୟୀ ମାନଙ୍କ ଘରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଉଛି । ମଦ ପ୍ରସ୍ତୁତକାରୀ କମ୍ପାନୀ ଟିକସ ଫାଙ୍କୁଥିବା ଅଭିଯୋଗରେ ଭୁବନେଶ୍ବର ସ୍ଥିତ ବୌଦ୍ଧ…

ଦୟା ନଦୀକୁ ପ୍ରଦୂଷଣମୁକ୍ତ ରଖିବା ପାଇଁ ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପନ କରାଯିବ

ଭୁବନେଶ୍ୱର: ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବାକୁ ଆରମ୍ଭ ହୋଇଛି ପ୍ରକିୟା । ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର…

ପୋଲିସ ରିଜର୍ଭ ଅଫିସ ପଡିଆରେ ବୀମା ସଚେତନତା ଶିବିର ଆୟୋଜିତ

ଭୁବନେଶ୍ବର: ଭୁବନେଶ୍ବର ପୋଲିସ ରିଜର୍ଭ ଅଫିସ ପଡିଆରେ ଆଜି ବୀମା ସଚେତନତା ଶିବିର ଶୁଭାରମ୍ଭ କରାଯାଇଛି । ସହରାଞ୍ଚଳ ଭୁବନେଶ୍ବର କଟକ ପୋଲିସ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ ଚାରି ଦିନ ବ୍ୟାପି ଏହି ବୀମା ସଚେତନତା କାର୍ଯ୍ୟକ୍ରମ ଚାଲିବ । ଏହାକୁ ଉଦଘାଟନ କରିଛନ୍ତି ଦ୍ଵୈତ ନଗରୀ ପୋଲିସ…

କାହିଁକି ମରୁଛନ୍ତି ଆନାକୋଣ୍ଡା ? : ଆଜି ବି ଆଉ ଏକ ହଳିଦିଆ ଆନାକୋଣ୍ଡାର ମୃତ୍ୟୁ

ବାରଙ୍ଗ : ଆଜି ବି ପ୍ରାଣୀ ଉଦ୍ୟାନରୁ ଆସିଛି ଆଉ ଏକ ଅଘଟଣର ଖବର  । ଆଜି ପୁଣି ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ଘଟିଛି । ଗତକାଲି ମଧ୍ୟ ଏକ ବିରଳ ହଳଦିଆ ଆନାକୋଣ୍ଡା ସାପର ମୃତ୍ୟୁ ଘଟିଥିଲା । ସାପଟିର ବୟସ ପ୍ରାୟ ଏକ ବର୍ଷରୁ ଉର୍ଦ୍ଧ୍ବ ହୋଇଥିଲା ।  କହିବାକୁ ଗଲେ ଦୁଇ ଦିନ ମଧ୍ୟରେ ଗଲାଣି…

ଆଜିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିପାରିବେନି ସ୍ବାସ୍ଥ୍ୟକର୍ମୀ : ୬ ମାସ ପାଇଁ ଏସମା ଲାଗୁ କଲେ ସରକାର

ଭୁବନେଶ୍ବର : ସ୍ବାସ୍ଥ୍ୟକର୍ମୀଙ୍କୁ ଆନ୍ଦୋଳନ ମନା  । ଆଜିଠୁ ୬ ମାସ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରିପାରିବେନି ସ୍ବାସ୍ଥ୍ୟ କର୍ମଚାରୀ ।  କାରଣ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏସମା ଲାଗୁ କରିଛନ୍ତି  ରାଜ୍ୟସରକାର । ନର୍ସ, ପାରାମେଡିକାଲ, ଟେକ୍ନିସିଆନଙ୍କ ପାଇଁ ଏହି ଆଇନ କଡାକଡି…

‘ରାଜ୍ୟର ୫୭ଟି ସଂରକ୍ଷିତ ବିଧାନସଭା ନର୍ବାଚନ ମଣ୍ଡଳୀରେ ନେତୃତ୍ୱ ବିକାଶ ମିଶନକୁ ତୃଣମୂଳସ୍ତରରୁ ସୁଦୃଢ଼…

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଭୁବନେଶ୍ୱର ଠାରେ ନେତୃତ୍ୱ ବିକାଶ ମିଶନ (ଏଲଡିଏମ)ର ସମୀକ୍ଷା ବୈଠକ ଅନୁସୂଚିତ ଜାତି ବିଭାଗ ଅଧ୍ୟକ୍ଷ ବାଙ୍କନିଧି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗଦେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ…

ପିସିସି ପକ୍ଷରୁ ଡ. ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର: ଆଜି ଭାରତୀୟ ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡ. ବିଆର ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ । ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ସମେତ କଂଗ୍ରେସ…

ନନ୍ଦନକାନନରେ ଆନାକୋଣ୍ଡାର ମୃତ୍ୟୁ, ଦୀର୍ଘ ଦିନ ଧରି ଥିଲା ଅସୁସ୍ଥ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଜି ଏକ ବିରଳ ହଳଦିଆ ଆନାକୋଣ୍ଡା ସାପର ମୃତ୍ୟୁ ହୋଇଛି । ସାପଟିର ବୟସ ପ୍ରାୟ ଏକ ବର୍ଷରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି । କିଛି ଦିନ ହେବ ଆନାକୋଣ୍ଡା ସାପଟି ଅସୁସ୍ଥଥିବାବେଳେ, ଗତକାଲି ଠାରୁ ସାପଟି ଖାଦ୍ୟ ଖାଉନଥିଲା । ଏହାସହ ବୁଲାବୁଲି କରି…