Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ନିଖୋଜ ବୃଦ୍ଧଙ୍କ ମିଳିଲା ମୃତଦେହ, ଅଙ୍ଗ ଚୋରି ଉଦ୍ଦେଶ୍ୟରେ ହତ୍ୟା ଅଭିଯୋଗ

ଭୁବନେଶ୍ଵର: ମିଳିଲା ନିଖୋଜ ବୃଦ୍ଧଙ୍କ ମୃତଦେହ । କଟକ ଜିଲ୍ଲା ଓଲଟପୁର ଥାନା ଅନ୍ତର୍ଗତ ଇଚ୍ଛାପୁର ନିକଟସ୍ଥ ଧାନ ବିଲରୁ ତାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରିଛି ଓଲଟପୁର ପୁଲିସ । ମୃତକ ଜଣକ ହେଉଛନ୍ତି ୟୁନିଟ ୧ ଅଞ୍ଚଳର ୫୫ ବର୍ଷିୟ କେଳୁଚରଣ ରାଉତରାୟ । ଗତ ୮ଦିନ ହେବ ନିଖୋଜ ଥିଲେ…

ଆସନ୍ତା ୨୧ରୁ ଯୁକ୍ତ ଦୁଇ ପରୀକ୍ଷା ଫର୍ମ ପୂରଣ, ଜାଣନ୍ତୁ ଶେଷ ତାରିଖ କେତେ…

ଭୁବନେଶ୍ଵର: ଆସନ୍ତା ୨୧ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ । ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ବର ୨୯ ମଧ୍ୟରେ…

ଆଜିଠୁ ରୋପ୍-ୱେର ମଜାନେବେ ପର୍ଯ୍ୟଟକ; ଜାଣନ୍ତୁ କେତେ ରହିଛି ଟିକେଟ ଦର…

ବାରଙ୍ଗ: ଆଜିଠୁ ନନ୍ଦନକାନନରେ ରୋପ୍-ୱେର ମଜାନେବେ ପର୍ଯ୍ୟଟକ । ଗତ ୧୨ ବର୍ଷ ଧରି ବନ୍ଦ ପଡିଥିବା ନନ୍ଦନକାନନ ରୋପ୍-ୱେ ବିଧିବଦ୍ଧ ଭାବେ ଗତକାଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ୍ ଉଦଘାଟନ କରିଥିଲେ । ଗତକାଲି ଉଦଘାଟନ ହେବା ପରେ ଆଜିଠାରୁ ପର୍ଯ୍ୟଟକମାନେ ଏହାର ମଜା ନେଇପାରିବେ ।…

ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି: ଗଣ୍ଡଗୋଳର କାରଣ ଖୋଜି ପଦ୍ମକେଶରୀପୁରରେ ଶାନ୍ତି ଫେରାଇ ଆଣିବାକୁ ଅନୁରୋଧ

ଭୁବନେଶ୍ବର : ଭୁବନେଶ୍ବର ପଦ୍ମକେଶରୀପୁରରେ ଶାନ୍ତି ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି  ଲେଖିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ଗତକାଲି ସନ୍ଧ୍ୟାରେ ଗାଁକୁ ଯାଇ ସ୍ଥିତି ପରଖିଥିବା ଚିଠିରେ ଦର୍ଶାଇଛନ୍ତି । ୩ ମାସ ହେଲାଣି ଗାଁର ପ୍ରାୟ ୧୫୦ ଲୋକଙ୍କୁ ଗିରଫ କରି ଜେଲ…

ମହଙ୍ଗା ପଡିଲା ବିଲ୍ ପୈଠ ନକରିବା, ନିଲାମ ହେଲା ନିର୍ମାଣ ସୌଧ କାର୍ଯ୍ୟାଳୟର ଆସବାବପତ୍ର

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଭୁବନେଶ୍ୱରରେ ନିର୍ମାଣ ସୌଧ କାର୍ଯ୍ୟାଳୟର ଥିବା ସମ୍ପତ୍ତି ନିଲାମ ପ୍ରକ୍ରିୟା । କନଷ୍ଟ୍ରକସନ ଇଣ୍ଡିଆ କମ୍ପାନୀର କଣ୍ଟ୍ରାକ୍ଟର ଦୀନେଶ ପାଠକଙ୍କୁ ୧୮ ଲକ୍ଷ ଟଙ୍କାର ବିଲ ପୈଠ କନରିବାରୁ ଭୁବନେଶ୍ୱର ସିନିୟର ଡିଭିଜନ ସବ-ଜଜ୍ ଏହି ନିର୍ଦ୍ଦେଶ ଦେଇଥିଲେ ।…

ଅଣ-ଅନୁସୂଚିତଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ଉପରେ ରୋକ୍

ଭୁବନେଶ୍ବର : କ୍ୟାବିନେଟ ନିଷ୍ପତ୍ତି ଉପରେ ଲାଗିଲା ରୋକ । ଅଣ ଅନୁସୂଚିତ ଜନଜାତିଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ସ୍ଥଗିତ ରଖିଲେ ସରକାର । ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି । ନଭେମ୍ବର ୧୪ ତାରିଖରେ ଜମି ହସ୍ତାନ୍ତର ନେଇ କ୍ୟାବିନେଟରେ ନିଷ୍ପତ୍ତି…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର:ଆସନ୍ତାକାଲି ଉଦଘାଟନ ହେବ ବହୁ ପ୍ରତିକ୍ଷିତ ନନ୍ଦନକାନନ ରୋପୱେ

ଭୁବନେଶ୍ବର: ଆସନ୍ତାକାଲି (ଶୁକ୍ରବାର) ଉଦଘାଟନ ହେବ ବହୁ ପ୍ରତିକ୍ଷିତ ନନ୍ଦନକାନନ ରୋପୱେ । ଏହାକୁ ଉଦଘାଟନ କରିବେ ଜଙ୍ଗଲ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ । ୧୮ ତାରିଖ ଠାରୁ ଏଥିରେ ବସିପାରିବେ ପର୍ଯ୍ୟଟକ । ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରିବ ଏହି ରୋପୱେ । ଏହି…

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି ଓଡିଆ ସାଧବ ପୁଅର ବୋଇତ

ଭୁବନେଶ୍ୱର: ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଆଜି ହେଉଛି ତୃତୀୟ ଦିବସ । ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ବିଷୟ ବସ୍ତୁକୁ ଆଧାର କରି ଓଡିଶା ମଣ୍ଡପରେ ନିର୍ମାଣ କରାଯାଇଥିବା ସୁସଜ୍ଜିତ ବୋଇତ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି । ପ୍ରାଚୀନ ଉତ୍କଳୀୟ…

ସରକାରଙ୍କ ସହଯୋଗରେ ରାଜ୍ୟରେ ନିବେଶ କରିପାରନ୍ତି ଭିଏତନାମ ପ୍ରତିନିଧି

ଭୁବନେଶ୍ଵର: ଆନ୍ତର୍ଜାତୀୟ ସହଯୋଗ ତଥା ଅର୍ଥନୈତିକ ଅଭିବୃଦ୍ଧି ବଢାଇବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ଓଡିଶା ସରକାର । ଭିଏତନାମ ଭିନ୍ ଲଙ୍ଗ ପ୍ରଦେଶର ୨୨ଜଣିଆ ପ୍ରତିନିଧୀ ଦଳ ଓଡିଶା ଗସ୍ତରେ ଆସି ବୟନଶିଳ୍ପ, କୃଷି, ଇଞ୍ଜିନିୟରିଂ, ରାସାୟନିକ ପଦାର୍ଥ, ପ୍ଲାଷ୍ଟିକ୍…

ବାତ୍ୟା ଯିବ ବାଂଲାଦେଶ ! ଓଡିଶାରେ ପଡିବନି ପ୍ରଭାବ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କାଲି ବାତ୍ୟାର ରୂପ ନେବ  । ଆଜି ଏହା ଘଣ୍ଟାପ୍ରତି ୧୭ କିମି ବେଗରେ ଗତିକରୁଛି  । ଏବେ ବିଶାଖାପାଟଣାରୁ ୩୯୦, ପାରାଦୀପରୁ ୩୨୦ କିମି, ଦୀଘାରୁ ୪୬୦ , ବାଂଲାଦେଶ ଖେପୁପଡାରୁ ୬୧୦ କିମି ଦୂରରେ ରହିଛି । କାଳକ୍ରମେ ଏହା ଉତ୍ତର-ଉତ୍ତର ପୂର୍ବ…