Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟରେ ଶୀତର ପ୍ରକୋପ ଜାରି, ଆସନ୍ତା ଦୁଇ ଦିନ କଲବଲ କରିବ କୁହୁଡ

ଭୁବନେଶ୍ବର: ରାଜ୍ୟରେ ଶୀତର ଲହରୀ ସାଙ୍ଗକୁ ଘନ କୁହୁଡି ଜାରି ରହିଛି । ସେହିପରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରତ୍ୟେକ ଦିନ ଭୋରୁ ଘନ କୁହୁଡ଼ି ଦେଖାଦେଉଛି । ଫଳରେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ତେବେ ୧୫ ଡିଗ୍ରି ତଳେ ରହିଛି ୧୯ ସହରର…

କୃଷ୍ଣା ମହାନ୍ତି ପାଇବେ ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର

ଭୁବନେଶ୍ବର: ଓଡିଶାର ବିଶିଷ୍ଟ ଗାନ୍ଧୀବାଦୀ ସର୍ବୋଦୟ ନେତ୍ରୀ ତଥା ଉତ୍କଳ ଗାନ୍ଧୀ ସ୍ମାରକ ନିଧିର ସଭାନେତ୍ରୀ ଶ୍ରୀମତୀ କୃଷ୍ଣା ମହାନ୍ତି ୨୦୨୩ ବର୍ଷ ପାଇଁ ସମ୍ମାନଜନକ ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାରରେ ସମ୍ମାନିତ ହେବେ । ଗାନ୍ଧୀ ତଥା ସର୍ବୋଦୟ ବିଚାରର ସର୍ବୋଚ୍ଚ ସଂଗଠନ ସର୍ବ ସେବା ସଂଘ…

କମିଶନରେଟ୍ ପୋଲିସର ଅଭିନବ ପ୍ରୟାସ: ଚୋର ଧରେଇ ନେଇଯାଅ ୧୦ ହଜାର ଟଙ୍କାର ପୁରସ୍କାର

ଭୁବନେଶ୍ଵର: ଏଣିକି ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିବା ହେବ ସହଜ । ସେଥିପାଇଁ କମିଶନରେଟ ପୋଲିସର ଅଭିନବ ପ୍ରୟାସ । ରାଜଧାନୀରେ କାନ୍ଥବାଡ଼ରେ ଲଗାଗଲା ମୋଷ୍ଟ ଓ୍ବାଣ୍ଟେଡ ଲୁଟେରାଙ୍କ ପୋଷ୍ଟର । ଚୋର ତଥା କୁଖ୍ୟାତ ଲୁଟେରାଙ୍କୁ ଧରିବାକୁ ଲୋକଙ୍କ ସାହାଯ୍ୟ ଲୋଡିଛି କମିଶନରେଟ ପୋଲିସ । ଚୋର…

ୱେବ୍ ସାମ୍ବାଦିକ ସୁରଜିତ ଧଳଙ୍କୁ ୩ ଦିନିଆ ରିମାଣ୍ଡରେ ନେବ EOW

ଭୁବନେଶ୍ଵର: ବିଲଡରଙ୍କୁ ଏକ କୋଟି ଟଙ୍କା ଠକେଇ ଅଭିଯୋଗରେ ଗତକାଲି ଗିରଫ ହୋଇଥିବା ୱେବ୍ ପୋର୍ଟାଲ୍ ସାମ୍ବାଦିକ ସୁରଜିତ ଧଳଙ୍କୁ ରିମାଣ୍ଡରେ ନେବ EOW । EOW ସୁରଜିତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା । କିନ୍ତୁ କୋର୍ଟ ୩ ଦିନିଆ ରିମାଣ୍ଡ ପାଇଁ EOWକୁ ଅନୁମତି…

ଓଡିଶା ରାଜସ୍ଵ ଅମଲା ସଂଘର ଦାବି ପୂରଣ କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଓଡ଼ିଶା ରାଜସ୍ବ ଅମଲା ସଂଘର ୨୦୧୭ ମସିହା ଠାରୁ  ବହୁ ପ୍ରତୀକ୍ଷିତ  ପୃଥକ ପାହ୍ୟା (Separate Cadre)ଦାବି ଆଜି ରାଜ୍ଯ ସରକାର ପୂରଣ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ଓ  ଅଭିଯୋଗ ବିଭାଗର ପତ୍ର ସଂଖ୍ୟା ୬୯୮ ତା ୦୬.୦ ୧.୨୦୨୪ ରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି l…

ଜାନୁଆରୀ ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଟ୍ରଷ୍ଟ ବୋର୍ଡ ଓ ସେବାୟତଗଣ

ଭୁବନେଶ୍ଵର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ । ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ । ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ…

ଆରମ୍ଭ ହେଲା ବିଏସକେୱାଇ ନବୀନ କାର୍ଡର ପଞ୍ଜିକରଣ, ଜାଣନ୍ତୁ କିପରି କରିବେ ଆବେଦନ…

ଭୁବନେଶ୍ଵର: ଦୂର ହେବ ଗରିବଙ୍କ ଚିକିତ୍ସା ଟେନସନ । ମେଡିକାଲରେ ହେଉଥିବା ବିପୁଳ ଖର୍ଚ୍ଚକୁ ଏଣିକି ବହନ କରିବେ ରାଜ୍ୟ ସରକାର । ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ବା BSKY ହେଲ୍‌ଥ କାର୍ଡ ପରେ ବର୍ତ୍ତମାନ BSKY ନବୀନ କାର୍ଡ ଆସିଛି । ଏଥିପାଇଁ ପଞ୍ଜୀକରଣ ୬ ରୁ ୧୬ ଜାନୁୟାରୀ…

କୋଟିଏ ଟଙ୍କାର ଠକେଇ ଅଭିଯୋଗରେ ଓ୍ୱେବ୍ ପୋର୍ଟାଲ ସାମ୍ବାଦିକଙ୍କୁ ବାନ୍ଧିଲା EOW

ଭୁବନେଶ୍ଵର: କୋଟିଏ ଟଙ୍କାର ଠକେଇ ଅଭିଯୋଗରେ ଓ୍ୱେବ୍ ପୋର୍ଟାଲ ସାମ୍ବାଦିକଙ୍କୁ ବାନ୍ଧିଲା EOW । ଇଭୋସ ବିଲଡର କଂପାନୀଠାରୁ ଏକ କୋଟି ଟଙ୍କା ଠକି ନେବା ଅଭିଯୋଗରେ ଓ୍ୱେବ୍ ପୋର୍ଟାଲ ସାମ୍ବାଦିକ ସୁଜିତ ଧଳଙ୍କ ବାନ୍ଧିଛି ଅର୍ଥନୈତିକ ଅପରାଧ ଶାଖା । ସାମ୍ବାଦିକ ସୁଜିତ ଧଳ ବିଲଡର କଳିଙ୍ଗ…

ବ୍ରାଉନସୁଗାର କାରବାରବେଳେ ମାଡିବସିଲା ପୋଲିସ, ୨ ଗିରଫ

ଭୁବନେଶ୍ବର: ରାଜଧାନୀରେ ଥମୁନି ଧଳା ଜହର କାରବାର । ଆଜି ବ୍ରାଉନ ସୁଗାର କାରବାର ବେଳେ ଦୁଇ ଜଣଙ୍କୁ କାବୁ କଲା କ୍ୟାପିଟାଲ ଥାନା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଧଉଳି ଥାନା ଅନ୍ତର୍ଗତ କାଳପଡା ଗାଁ ର ବିଶ୍ବରଞ୍ଜନ ସାହୁ ଓରଫ ଆଲୋକ(୨୬) ଅନ୍ୟ ଜଣକ ଯାଜପୁର ଜିଲ୍ଲା କଟିଆ ଗାଁ ର ତ୍ରିଲୋଚନ…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଡାକ୍ତରଖାନା ବିରୁଦ୍ଧରେ ଏତଲା ଦେଲେ ଦିଲ୍ଲୀପଙ୍କ ମା’

ଭୁବନେଶ୍ବର: ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା । ଦିଲ୍ଲୀପଙ୍କ ମୃତ୍ୟୁ ପରେ ହସ୍ପିଟାଲ ପରିସରରେ ଦେଖାଦେଇଛି ପ୍ରବଳ ଉତ୍ତେଜନା । ଦିଲ୍ଲୀପଙ୍କୁ ହସ୍ପିଟାଲ କର୍ତ୍ତୃପକ୍ଷ ଜାଣିଶୁଣି ମାରିଦେଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ । ଏନେଇ ମଞ୍ଚେଶ୍ୱର ଥାନାରେ ଏତଲା ଦେଇଛନ୍ତି ମୃତ ଦିଲ୍ଲୀପ…