Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଔଷଧ ଦୋକାନ ନାଁ ବଦଳାଇବାକୁ ୧୦ ହଜାର ଲାଞ୍ଚ, ଭିଜିଲାନ୍ସ ଜାଲରେ ସେକ୍ସନ୍ ଅଫିସର

ଭୁବନେଶ୍ୱର: ଔଷଧ ଦୋକାନ ନାଁ ପରିବର୍ତ୍ତନ ଲାଗି ଲାଞ୍ଚ । ଭିଜିଲାନ୍ସ ହାତରେ ଲାଞ୍ଚ ନେଇ ଧରାପଡ଼ିଲେ ଭୁବନେଶ୍ୱର ଫୁଡ୍ ସେଫଟି କମିଶନର କାର୍ଯ୍ୟାଳୟର ସେକ୍ସନ୍ ଅଫିସର ଗିରିଜା ଶଙ୍କର ଦାସ । ଜଣେ ଫାର୍ମାସିଷ୍ଟ ତାଙ୍କ ଔଷଧ ଦୋକାନର ନାଁ ବଦଳାଇବା ଲାଗି ଆବେଦନ କରିଥିଲେ । ଆଉ ଉକ୍ତ ଫାଇଲକୁ…

ନବୀନ ନିବାସରେ ନୀତିଶ କୁମାର, ଏୟାରପୋର୍ଟରୁ ସିଧା ଗଲେ ଭେଟିବାକୁ…

ଭୁବନେଶ୍ୱର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ନବୀନ ନିବାସ ଯାଇଛନ୍ତି । ନବୀନ ନିବାସରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଆଲୋଚନା କରୁଛନ୍ତି ନୀତିଶ କୁମାର । ସୂଚନା ଅନୁସାରେ, ୨ ମୁଖ୍ୟମନ୍ତ୍ରୀ…

ସମ୍ବଲପୁର ହିଂସାକୁ ନେଇ ପରୋକ୍ଷରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର: ସମ୍ବଲପୁର ହିଂସା ପ୍ରସଙ୍ଗରେ ବିଜେଡି ପ୍ରେସମିଟ୍ କରି ବିଜେପି ଉପରେ ଅସନ୍ତୋଷ ଝାଡିବା ବେଲେ ଗୋଟିଏ ଗୁଳିରେ ଦୁଇଟି ଶିକାର କରିବାକୁ ଚେଷ୍ଟା କରିଛି ବିଜୁ ଜନତା ଦଳ। ଯଦିଓ ନା ନେଇ ନାହାନ୍ତି ହେଲେ ପରୋକ୍ଷରେ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ସାଂସଦ…

ରାହୁଲଙ୍କ ଟାର୍ଗେଟରେ ସେଠ ଓ ସାହେବ

ଭୁବନେଶ୍ୱର: ଆଦାନୀ ପ୍ରସଙ୍ଗରେ ରାହୁଲ ପୁଣିଥରେ ବିଜେପିକୁ ଘେରିବା ଆରମ୍ଭ କରିଛନ୍ତି। ସୁରଟ ସେସନ୍ସ କୋର୍ଟ ରାହୁଲଙ୍କ ଆବେଦନକୁ ଖାରଜ କରିଥିଲେ ମଧ୍ୟ ରାହୁଲ ଚୁପ ବସିନାହାନ୍ତି। ଯେଉଁ ପ୍ରସଙ୍ଗକୁ ନେଇ ବିଜେପିକୁ ରାହୁଲ ସଂସଦରେ ଘେରୁଥିଲେ ସେହି ପ୍ରସଙ୍ଗକୁ ବାହାରେ ବାରମ୍ବାର ଉଠାଉଛନ୍ତି।…

ଦ୍ୱୈତ ନଗରୀରେ ସୁଗମ ହେବ ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ଷମ ହେଲା କମିଶନରେଟ ପୋଲିସର ସିକ୍ୟୁରିଟି ଡିଭିଜନ

ଭୁବନେଶ୍ବର : ସୋମବାର କାର୍ଯ୍ୟକ୍ଷମ ହୋଇଛି କମିଶନରେଟ ପୋଲିସର ସିକ୍ୟୁରିଟି ଡିଭିଜନ୍। ଭୁବନେଶ୍ୱର-କଟକ ଦ୍ୱୈତ ନଗରୀରେ ସୁରକ୍ଷା ବ୍ୟବସ୍ଥାକୁ ସୁଗମ କରିବା ପାଇଁ ଯେଉଁ ପ୍ରସ୍ତାବ ଥିଲା, ତାହାକୁ ସରକାର ଗ୍ରହଣ କରିବା ପରେ ଆଜି ପୋଲିସ ସେବା ଭବନରେ ସ୍ୱତନ୍ତ୍ର ସିକ୍ୟୁରିଟି ୱିଙ୍ଗ୍ କମାଣ୍ଡ…

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉତ୍ସବ ଉଦ୍‌ଯାପିତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି, ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ସମ୍ମାନିତ ଅତିଥି ଭାବରେ…

ରାଜଧାନୀ ପ୍ରତିଷ୍ଠା ଦିବସର ଦ୍ୱିତୀୟ ସନ୍ଧ୍ୟା

ଭୁବନେଶ୍ୱର : ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ଉତ୍ସବର ଦ୍ଵିତୀୟ ଦିବସର ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଜ୍ୟ ବାଣିଜ୍ୟ ଓ ପରିବହନ, ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବରେ , ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସମ୍ମାନିତ ଅତିଥି,…

‘5T’ ନେଇ ଜୟନାରାୟଣଙ୍କୁ ଜବାବ ଦେଲେ ଅରୁଣ, କହିଲେ ଗାଁକୁ ଗଲେ ବୁଝିପାରିବେ

ଭୁବନେଶ୍ୱର - ଓଡ଼ିଶାର ପ୍ରତି ଗାଁକୁ ଯାଆନ୍ତୁ ବୁଝିପାରିବେ ‘5T’ କଣ, 5T ନେଇ ପ୍ରଶ୍ନ କରୁଥିବା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଆଜି ଏଭଳି ପାଲଟା ଆକ୍ରମଣ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ଅରୁଣ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରିକଳ୍ପିତ ଏହି ‘୫-ଟି’…

ଜୟନାରାୟଣ ହାଜିର ହୋ ! ୨୦୧୮ ଦିଲେଶ୍ୱର ହତ୍ୟା ମାମଲାରେ ବ୍ୟକ୍ତିଗତ ହାଜର ପାଇଁ କୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର : ପ୍ରାୟତଃ ନିଜ ଆଚରଣ ଓ ଉଚ୍ଚାରଣ ପାଇଁ ବିବାଦରେ ରହୁଥିବା ବିଜେପି ବିଧାୟକ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ପାଇଁ ପୁଣି ଅଡୁଆ ବଢିଛି । ୨୦୧୮ ମସିହାର ବହୁ ଚର୍ଚ୍ଚିତ ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ହାଜର ପାଇଁ ଜୟନାରାୟଣଙ୍କୁ ଭୁବନେଶ୍ୱର ଅତିରିକ୍ତ ଦୌରାଜଜ୍ କୋର୍ଟ ନୋଟିସ୍…

ଗାଁରେ ବୁଲୁଛି ବାଘ: ଲୋକେ ଛାନିଆ

ବଲାଙ୍ଗୀର: ଗାଁରେ ବୁଲୁଛି ବାଘ । କେତେବେଳେ ରାସ୍ତା ଉପରେ ତ କେତେବେଳେ ପାଚେରୀ ଉପରେ । ଭୟରେ ଲୋକ ଘରୁ ବାହାରୁ ନାହାନ୍ତି । ବିଶେଷ କରି ସନ୍ଧ୍ୟା ହେଲେ ପଡି ଯାଉଛି ତାଟିକବାଟ । ଏ ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରକୁ ଲାଗି ଥିବା କୁର୍ଲି ଗାଁରେ  । ଗାଁରେ…