Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ଆପର ବିରୋଧ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶିକ୍ଷା ନୀତିକୁ ନେଇ ନିଜର ମତ ପରେ ଏହାକୁ ବିରୋଧ କରିଛି  ଆମ ଆଦମୀ ପାର୍ଟି  । ଏକ ସାକ୍ଷାତକାର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ନୀତିକୁ ନେଇ ନିଜର ମତ ରଖିଥିଲେ  । ଏଥିରେ…

ମୁଖ୍ୟମନ୍ତ୍ରୀଙ୍କ ୬ ଦିନିଆ ଦିଲ୍ଲୀ ଗସ୍ତ : ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର : ମେକ୍‍ ଇନ୍‍ ଓଡ଼ିଶା ମାଧ୍ୟମରେ ଓଡିଶାରେ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିବ । ଦେଶ ଓ ବିଦେଶରୁ ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯାଉଛି । ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ସଫଳ ରୁପାୟନ ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭୁବନେଶ୍ୱର ସାଂସଦ

ଭୁବନେଶ୍ୱର: ଭୁବନେଶ୍ୱର NISER ଠାରେ ହେବାକୁ ଯାଉଛି ଟାଟା ମେମୋରିଆଲ କ୍ୟାନ୍ସର ହସ୍ପିଟାଲ । ପରମାଣୁ ଶକ୍ତି ବିଭାଗ ,ଦକ୍ଷତା ବିକାଶ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଏବଂ ଟାଟା ଟ୍ରଷ୍ଟର ସହଯୋଗରେ ୬୫୦ କୋଟି ଟଙ୍କା ବିନିଯୋଗରେ ଟାଟା ମେମୋରିଆଲ କ୍ୟାନ୍ସର ହସ୍ପିଟାଲ ନିର୍ମାଣ ହେବ । ନିର୍ମାଣ…

ମନ୍ କୀ ବାତ ରେ ନୂଆଁଖାଇ କଥା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୯୨ତମ ‘ମନ୍ କୀ ବାତ ' କାର୍ଯ୍ୟକ୍ରମ ରେ ଦେଶ ବାସୀଙ୍କୁ ସମ୍ୱୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାଧୀନତାର ଅମୃତ ମହୋତ୍ସବ ଦିବସରେ ଦେଶ ସାମୁହିକ ଶକ୍ତି ଦେଖିବାକୁ ପାଇଥିଲେ ବୋଲି କହିଥିଲେ । ତ୍ରିରଙ୍ଗା ଉଡାଇବା କଥାରେ ଆମ…

ଓପିଏସସିର ନୂତନ ସଦସ୍ୟ ଭାବେ ସରିତା ଓ ସନତଙ୍କୁ ନିଯୁକ୍ତି

ଭୁବନେଶ୍ୱର: ଓଡିଶା ଲୋକ ସେବା ଆୟୋଗ(ଓପିଏସସି)ର ନୂତନ ସଦସ୍ୟ ଭାବେ ଡ.ସରିତା ସୂପକାର ଓ ସନତ କୁମାର ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟପାଳ ଉଭୟ ଡ.ସୂପକାର ଓ ଶ୍ରୀ ମହାନ୍ତିଙ୍କୁ  ନିଯୁକ୍ତି ଦେଇଛନ୍ତି  । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ୱର:  ରାଜ୍ୟ ସରକାର ଆଇଏଏସ ସ୍ତରରେ  ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି  ଅନୁସାରେ – ୧୯୯୩ ବ୍ୟାଚ୍‌ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ…

କ୍ୟାନସର ହସ୍ପିଟାଲ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ସାଂସଦ ଅପରାଜିତା ଷଡଙ୍ଗୀ 

ଭୁବନେଶ୍ୱର : ଭୁବନେଶ୍ୱର NISER ଠାରେ ହେବାକୁ ଥିବା କ୍ୟାନସର ହସ୍ପିଟାଲ ନିର୍ମାଣ କାର୍ଯ୍ୟ କୁ ସମୀକ୍ଷା କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ ।  ଭୁବନେଶ୍ୱର ଲୋକସଭା ଅନ୍ତର୍ଗତ ଜଟଣୀ ଠାରେ NISER  କ୍ୟାମ୍ପସ ମଧ୍ୟରେ ୬୫୦କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେଉଛି ଟାଟା ମେମୋରିଆଲ…

ରାଜ୍ୟରେ ଖୋଲିବ ୩୬ଟି ନୂଆ ଥାନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅପରାଧ । ଏହା ସହିତ ତାଳ ଦେଇ ବଢୁଛି ଅପରାଧିକ ମାମଲା । ପ୍ରତ୍ୟେକ ଦିନ ରାଜ୍ୟର କୋଣ ଅନୁକୋଣରୁ ଆସୁଛି ବିଭିନ୍ନ ଅଭିଯୋଗ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ପଦକ୍ଷେପ  । ଅପରାଧକୁ ରୋକିବା ସହ ଏଭଳି ଅପରାଧର ଶିକାର…

ସାର ଯୋଗାଇବାରେ କେନ୍ଦ୍ର କରୁଛି ଅବହେଳା , କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର:  ରାଜ୍ୟକୁ ଆବଶ୍ୟକତା ଅନୁସାରେ ସାର ଯୋଗାଇବାରେ କେନ୍ଦ୍ର କରୁଛି ଅବହେଳା । ଯାହାଫଳରେ ଖରିଫ ବେଉଷଣ ସମୟରେ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି  । ଏଥିଯୋଗୁ ଫସଲ ଉତ୍ପାଦନ ପରିମାଣ ହ୍ରାସ ପାଇବାର ଆଶଙ୍କା ସୃଷ୍ଟି ହୋଇଛି  । ଏଥର ଭଲ ମୌସୁମୀ ବର୍ଷା ହୋଇଥିବାରୁ…

ନିଶା ବେପାରୀ ଚକ୍ରଧର ସାହୁ ଘର ଭାଙ୍ଗିଲା କମିଶନରେଟ ପୋଲିସ

ଭୁବନେଶ୍ୱର: ନିଶା ବେପାରୀ ଚକ୍ରଧର ସାହୁର ଘର ଭାଙ୍ଗିଲା କମିଶନରେଟ ପୋଲିସ । ବୁଧବାର କମିଶନରେଟ ପୋଲିସର ଏକ ସ୍ପେଶାଲ ଟିମ୍ ଇନ୍ଫୋସିଟି ଥାନା ଅଞ୍ଚଳରେ ଚକ୍ରଧରର ଘର ଭାଙ୍ଗିଛନ୍ତି । ଚକ୍ରଧର ସଂପୃକ୍ତ ଘରେ ଦୀର୍ଘ ଦିନ ଧରି ଗଞ୍ଜେଇ, ବ୍ରାଉନସୁଗାର ଏବଂ ଅନ୍ୟାନ୍ୟ ନିଶା ଦ୍ରବ୍ୟ ବେପାର…