Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭିଜିଲାନ୍ସ ଜାଲରେ ବିଏମସି ଅଧିକାରୀ, ୪ଟି ସ୍ଥାନରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମହାନଗର ନିଗମ (ବିଏମସି) କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ୪ଟି ସ୍ଥାନରେ ଚଢାଉ ଚାଲିଛି । ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଜାରି ହୋଇଥିବା…

ମୌସୁମୀ ଋତୁରେ ବିଦ୍ୟୁତ୍ ସୁରକ୍ଷା ନିୟମ ପାଳନ କରିବାକୁ ଟିପିସିଓଡିଏଲ୍ ପକ୍ଷରୁ ଗ୍ରାହକମାନଙ୍କୁ ଆହ୍ୱାନ

ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌) ପକ୍ଷରୁ ମୌସୁମୀ ଋୁତୁ ଲାଗି ପ୍ରସ୍ତୁତ ରହିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ବଜାୟ ରଖିବା ଏବଂ ବର୍ଷା…

ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର…

ଭୁବନେଶ୍ବର: ତଳ ସ୍ତରରେ କିଭଳି ସ୍ବାସ୍ଥ୍ୟ ସେବା ପହଞ୍ଚିବ । ସେଥିପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବଡ ପଦକ୍ଷେପ ନେଇଛି । ଏନେଇ ଆଗକୁ ସବୁ ଗ୍ରାମ…

ପାଣ୍ଡ୍ରାରେ ଅଢେଇ ଏକର ଜମି ଜବରଦଖଲ ଉଚ୍ଛେଦ ଆରମ୍ଭ; ଦିନକରେ ଖାଲି ହେଲା ୨୦୦ ଡିସିମିଲ ଜମି

ଭୁବନେଶ୍ୱର: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡ୍ରା ମୌଜାରେ ହୋଇଥିବା ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି ଦୀର୍ଘଦିନ ଧରି 2 ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମିକୁ କିଛି ପ୍ରଭାବଶାଳୀ ବ୍ୟକ୍ତି ମାଡ଼ି ବସି ଘର, ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଛିଡ଼ା କରିଥିଲେ ତେବେ ଆଜି (ସୋମବାର)…

୨୩ରୁ ରାଜ୍ୟରେ ପ୍ରବଳ ବର୍ଷା! ଆଜି ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏନେଇ…

ଆଜିଠାରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ଉପରେ ରୋକ, ନମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆଜିଠୁ ଆଉ ପ୍ଲାଷ୍ଟିକ ବୋତଲରେ ମିଳିବନି ପେଟ୍ରୋଲ । କାଚ ବୋତଲରେ ମିଳିବ ପେଟ୍ରୋଲ । ପେଟ୍ରୋଲିୟମ ନିୟମ ଅନୁଯାୟୀ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ହେବ ନାହିଁ । ସମସ୍ତ ଜିଲ୍ଲାପାଳଙ୍କୁ ଶକ୍ତ ନିର୍ଦ୍ଦେଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଯେଉଁମାନେ…

ବିଶ୍ୱଭୂଷଣ ହରିଚନ୍ଦନ ପାଇବେ ‘ଉତ୍କଳରତ୍ନ’ ସମ୍ମାନ…

ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ, ସାରସ୍ବତ ସାଧକ ବିଶ୍ୱଭୂଷଣ ହରିଚନ୍ଦନ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳରତ୍ନ’ ପାଇବାକୁ ମନୋନୀତ ହୋଇଛନ୍ତି । ଆସନ୍ତା ୨୭ ତାରିଖ ସଂଧ୍ୟାରେ ସାହିତ୍ୟ ସମାଜର ୧୨୩ତମ ବାର୍ଷିକ ଉତ୍ସବରେ…

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ପର୍ଯ୍ୟାପ୍ତ ପରିମାଣର ସାର ଆଗୁଆ ମହଜୁଦ ରଖିବାକୁ ସାର କମ୍ପାନୀମାନଙ୍କୁ ନିର୍ଦ୍ଦେଶ…

ଭୁବନେଶ୍ଵର: ଖରିଫ ଋତୁ ଆରମ୍ଭ ହୋଇସାରିଛି l ଏହି କ୍ରମରେ ରାଜ୍ୟରେ ପ୍ରାୟ ୫୮.୫୦ ଲକ୍ଷ ହେକ୍ଟର ଜମିରେ ଖରିଫ ଫସଲ ଯୋଜନା ରହିଛି l କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟରେ ଖରିଫ ଫସଲ ପାଇଁ ସାର ଯୋଗାଣ ସ୍ଥିତିର…

୪୬ ମିଶ୍ରଣ ସ୍କୁଲରୁ ତାଲା ଖୋଲିଲେ ରାଜ୍ୟ ସରକାର, ଆଗକୁ ଆଉ ୪ ସ୍କୁଲ ଖୋଲିବ…

ଭୁବନେଶ୍ବର: ଆଜି ଖୋଲିଲା ୪୬ଟି ମିଶ୍ରଣ ସ୍କୁଲ । ରାଜ୍ୟରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ମଧ୍ୟରୁ ରାଜ୍ୟ ସରକାର ୪୬ଟିରୁ ତାଲା ଖୋଲିଛନ୍ତି । ଖୁବ୍‌ଶୀଘ୍ର ଆଉ ୪ଟି ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୪୬ ସ୍କୁଲ ମଧ୍ୟରୁ…