Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ଆଜିଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ। ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ

 ଭୁବନେଶ୍ୱର :  ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ଆଜିଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ସାମ୍ସ ଓଡ଼ିଶା ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଜିଠୁ ଆବେଦନ କରିପାରିବେ । ଆଜି ଦିନ ୧୧ଟା ରେ www.samsodisha.gov.in ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ।  ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ…

[ଦେଖନ୍ତୁ ଭିଡିଓ] ମୋକିମ୍‌ଙ୍କ କ୍ରସ୍ ଭୋଟିଂ, ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ

ଭୁବନେଶ୍ୱର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ବିଜେପି ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି। ଯଦିଓ ରାଷ୍ଟ୍ରପତି ନିର୍ବାଚନରେ ହ୍ୱୀପ୍ ଲାଗେନାହିଁ ତଥାପି ବି ବିରୋଧୀ ଦଳଗୁଡ଼କର ମିଳିତ ପ୍ରାର୍ଥୀ ଜଶଓ୍ୱାନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେବା…

[ଦେଖନ୍ତୁ ଭିଡିଓ] ବିଧାନସଭାରେ ଜିଏସ୍‌ଟି ତାତି । ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ…

ଭୁବନେଶ୍ୱର : ବିଧାନସଭାରେ ଜିଏସ୍‌ଟି ତାତି । ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଜୋରଦାର ହୋହଲ୍ଲା କରିଥିଲେ ।  ପ୍ରଶ୍ନକାଳରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଥିଲେ, ଯଦି କେନ୍ଦ୍ର ସରକାର ଏସବୁ…

[ଦେଖନ୍ତୁ ଭିଡିଓ] ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରି ଓଡ଼ିଆ ମୁଭି ‘ଦମନ’ର ରିଲିଜ୍ ତାରିଖ ଘୋଷଣା।

ଭୁବନେଶ୍ୱର : ଆଜି ଶ୍ରାବଣର ପ୍ରଥମ ସୋମବାର । ହାତରେ ପାଣି ଭାର ନେଇ ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରିଛନ୍ତି ଓଡ଼ିଆ ଅଭିନେତା ବାବୁସାନ୍। ନିଜର ଫିଲ୍ମ ଦମନର ସବୁ କ୍ରିଉ ମେମ୍ବରଙ୍କ ସହ ଏକାଠି ହୋଇ ବାବା ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରିବା ସହ ଆଶୀର୍ବାଦ ନେଇଛନ୍ତି। ହାତରେ…

ରାତି ପାହିଲେ ଶ୍ରାବଣର ପ୍ରଥମ ସୋମବାର । ବୋଲବମ ଭିଡ଼ ଲାଗି ଲିଙ୍ଗରାଜ ମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ବୋଲବମ ଭକ୍ତଙ୍କ ଭିଡ଼କୁ ଲକ୍ଷ କରି ଭୁବନେଶ୍ୱର ସହରାଞ୍ଚଳ ପୁଲିସ ତରଫରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱର ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।…

ଗଲ୍ଫ ଓଡ଼ିଆ ଆସୋସିଏସନର ପଞ୍ଚମ ବାର୍ଷିକ ଉତ୍ସବ ପାଳନ

ଭୁବନେଶ୍ୱର: ଗଲ୍ଫ ଓଡ଼ିଆ ଆସୋସିଏସନ(ଗଓଆ) ର ପଞ୍ଚମ ବାର୍ଷିକ ଉତ୍ସବ ଭୁବନେଶ୍ୱରଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଗଓଆ ତରଫରୁ ଭୁବନେଶ୍ୱରଠାରେ ଏକ ବିଶାଳ ମହୋତ୍ସବର କରାଯାଇଥିଲା। ଏହି ସମାବେଶରେ ମଧ୍ୟପ୍ରାଚ୍ୟସ୍ଥିତ ସାଉଦି ଆରବ, କାତାର, ଓମାନ, କୁଏତ, ବାହାରିନ, ୟୁଏଇ…

ଚାଇନାର ୩ ଜଣ ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି

ଭୁବନେଶ୍ବର: ଚାଇନାର ୩ ଜଣ ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି ହୋଇଛି। ଇଓଡବ୍ଲୁର ଅନୁରୋଧ କ୍ରମେ ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଏହି ସର୍କୁଲାର ଜାରି  ହୋଇଥିବା ଜଣାଯାଇଛି। ଚାଇନାର ଠକମାନେ ବେଆଇନ ଡିଜିଟାଲ ଲୋନ୍ ଆପ୍ ମାଧ୍ୟମରେ ଲୋକଙ୍କୁ ଠକୁଥିବା ନେଇ ଅଭିଯୋଗ…

ସିଲ୍ ହେଲା ରିଲାଏନ୍ସ ଫ୍ରେସ ଷ୍ଟୋର । ସ୍ୱଚ୍ଛତା ପାଳନ ହେଉନଥିବା ଅଭିଯୋଗ

ଭୁବନେଶ୍ୱର : ପୁଣି ଥରେ ସ୍ୱଚ୍ଛତାମାନ ପରୀକ୍ଷଣ କରାଯାଇ ବିଏମସି ପକ୍ଷରୁ ଚଢାଉ ଆରମ୍ଭ ହୋଇଛି।  ଗୋପବନ୍ଧୁ ଛକରେ ଥିବା ରିଲାଏନ୍ସ ଫ୍ରେସ ଷ୍ଟୋର ସିଲ୍ ହୋଇଛି। । ଷ୍ଟୋରରେ ଡଷ୍ଟବିନ୍ ବ୍ୟବହାର ଏବଂ ସ୍ୱଚ୍ଛତା ପାଳନ ହେଉନଥିବା ଅଭିଯୋଗ, ଅଭିଯୋଗ ପରେ ଚଢ଼ାଉ କରି ୩ ଦିନ ପାଇଁ ଷ୍ଟୋରକୁ…

କିଟ୍ ଏବଂ କିସ ଠାରେ ଚେସ ଅଲମ୍ପିଆଡ଼ ରିଲେକୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର: ଆଜି ଚେସ୍‍ ଅଲିମ୍ପିଆଡ୍‍ ଟର୍ଚ୍ଚ ରିଲେକୁ କିଟ୍‍ ଓ କିସ୍‍ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି । ଏହି ଅବସରରେ କିଟ୍‍ର ୧୦ ହଜାର କର୍ମଚାରୀ, ୧୦ ହଜାର ଛାତ୍ରଛାତ୍ରୀ ଏବଂ କିସର ୩୦ ହଜାର ଛାତ୍ରଛାତ୍ରୀ ଏହି ରିଲେକୁ କିଟ୍ ଛକରୁ ରାସ୍ତାର ଉଭୟ ପାଶ୍ୱର୍ରେ ରହି ସ୍ୱାଗତ ଜଣାଇଥିଲେ ।…

ସନ୍ତରଣର ବିକାଶ ନେଇ କିସ୍‍ ଓ ଗ୍ଲେନ୍‍ମାର୍କ ଫାଉଣ୍ଡେସନ୍‍ ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସନ୍ତରଣ ପ୍ରତିଯୋଗିତା ନିମନ୍ତେ ତୃଣମୂଳ ସ୍ତରରୁ ସନ୍ତରଣକାରୀ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଗ୍ଲେନ୍‍ମାର୍କ ଫାର୍ମାସିଉଟିକାଲ୍‍ ଲିମିଟେଡ୍‍ର ସିଏସ୍‍ଆର୍‍ କାର୍ଯ୍ୟକ୍ରମ ଗ୍ଲେନ୍‍ମାର୍କ ଆକ୍ୱାଟିକ୍‍ ଫାଉଣ୍ଡେସନ୍‍ ଓ କିସ୍‍ ମଧ୍ୟରେ ଶନିବାର…