Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

Sahara Sathi: ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’; ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସହରବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି । ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ କରିବା ଦିଗରେ ବଳିଷ୍ଠ ଭୂମିକା…

New Nacs Municipalities: ଆଉ ୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସ୍ୱାୟତ୍ତ ଶାସନ ଦିବସ । ସମଗ୍ର ରାଜ୍ୟ ପାଳୁଛି ସ୍ବାୟତ୍ତ ଶାସନ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍‌ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଘୋଷଣା ହୋଇଥିବା ୭ ନୂଆ…

ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗର ସନ୍ଦୀପ କୁମାର ଦାସଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ ସ୍ଥାନୀୟ ଲୋକମାନେ ତାଙ୍କ…

125th Mann Ki Baat: କାନୋଇଙ୍ଗ୍ ଚମ୍ପିୟାନ୍ ଓଡିଆ ଝିଅ ରଶ୍ମିତାଙ୍କୁ  ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ ଥର ପରି ସେ ବିଭିନ୍ନ କ୍ଷେତ୍ରର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି ଲୋକଲୋଚନକୁ ଆଣିଥିଲେ । ଆଜି…

Nandankanan Zoo: ବ୍ୟାପୁଛି ବାର୍ଡ ଫ୍ଲୁ; ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନିଆଗଲା ସତର୍କତା ମୂଳକ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ବ୍ୟାପିବରେ ଲାଗିଛି ବାର୍ଡ ଫ୍ଲୁ । ଏହାକୁ ନେଇ ଏବେ ଚିନ୍ତାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ନନ୍ଦନକାନନର ଉନ୍ନତି କାର୍ଯ୍ୟ ଚାଲୁ ରହିଥିବାରୁ ପୂର୍ବରୁ ହୋଇଥିବା ବାର୍ଡ ଫ୍ଲୁକୁ…

Weather Update: ଆସୁଛି ୨ଟି ଲଘୁଚାପ; ଆଜିଠୁ ପ୍ରବଳ ବର୍ଷିବ!, ଏହି ସବୁ ଜିଲ୍ଲାକୁ ସତର୍କ ଘଣ୍ଟି

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଆଗକୁ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିହେବ। ଏହାର ପ୍ରଭାବରେ…

Supply Department raids: ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ, ୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି । ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରୀୟ ମିଶ୍ରଙ୍କ ନେତୃତ୍ୱରେ…

Inspectors And SI: ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତା ବୃଦ୍ଧି; ଏଣିକି ଏହି ସବୁ….

ଭୁବନେଶ୍ୱର: ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାରେ ବୃଦ୍ଧି ହୋଇଛି । ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ । ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ । ଏହା ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିବାବେଳେ, ଏବେ…

Top 10 Most Popular CM: ଦେଶର ଟପ୍ ଟେନ୍ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ମୋହନ, ଆକ୍ଷେପ କଲା…

ଭୁବନେଶ୍ବର: ସାମ୍ନାକୁ ଆସିଲା ଦେଶର ଟପ୍ ଟେନ୍ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକା । ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଆଲୋଚନା ଚାଲିଥିବା ବେଳେ ଏହି ସର୍ଭେର ଫଳାଫଳ ଆସିଛି । ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ମୁଡ ଅଫ ଦି ନେସନ ପୋଲରେ ଏହି ରିପୋର୍ଟ ସାମ୍ନାକୁ ଆସିଛି । ଏହି…

Utkal Karate School: ପ୍ରତିଷ୍ଠା ଦିବସରେ ସାମ୍ବାଦିକଙ୍କ ସହ ଅନ୍ତର୍ଜାତୀୟ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ବର: ଶୁକ୍ରବାର ରାଜଧାନୀରେ ଥିବା ଉତ୍କଳ କରାଟେ ସ୍କୁଲର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଅଲମ୍ପିକ ସଙ୍ଘର ସଭାପତି ତଥା ବରିଷ୍ଠ ବିଜେପି ନେତା ସମୀର ମହାନ୍ତି ଏବଂ ଅତିଥି ଭାବେ ବରିଷ୍ଠ ବିଜେପି ନେତା ପ୍ରିୟଦର୍ଶୀ ମିଶ୍ର, ଦୁଇ ଥର ବିଶ୍ବ…