Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜଧାନୀରେ ଆତଙ୍କ : ବିଚ୍ ରାସ୍ତାରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ରକ୍ତରଞ୍ଜିତ ହେଲା ରାଜଧାନୀ ରାଜରାସ୍ତା  । ରାତିଅଧରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ  । ଏମିତି କିଛି ଘଟଣା ଘଟିଛି ଭୁବନେଶ୍ବର ମଙ୍ଗରାଜ ପଏଣ୍ଟରୁ ପୁରୀ ବାଇପାସ୍ ରୋଡ୍ ଯିବା ରାସ୍ତାରେ  । ସୂଚନା ମୂତାବକ ଗତକାଲି କେ-ଓ୍ବାନ୍…

ଉତ୍କଳ ବିଶ୍ବବିଦ୍ୟାଳୟରେ ଆନ୍ତଃମହାବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଭୁବନେଶ୍ବର: ଆଜି ଉଦଯାପିତ ହୋଇଛି ଆନ୍ତଃ ମହାବିଦ୍ୟାଳୟ ପୁରୁଷ ଫୁଟବଲ ଟୁର୍ଣ୍ଣାମେଣ୍ଟ । ଉତ୍କଳ ବିଶ୍ବବିଦ୍ୟାଳୟ ବିଜୁ ପଟ୍ଟନାୟକ କ୍ରୀଡା ପ୍ରାଙ୍ଗଣରେ ୨ ଦିନ ଧରି ଚାଲିଥିଲା ଏହି ଟୁର୍ଣ୍ଣାମେଣ୍ଟ । ଆଜିର ଏହି ଫାଇନାଲ ମ୍ୟାଚ୍ ରେ ପୁରୀର ଏସସିଏସ କଲେଜ ଭୁବନେଶ୍ୱରର ଦେବରାୟ କଲେଜକୁ ୨-୦…

ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି  । ପ୍ରତି ପଞ୍ଚାୟତ ଓ ପ୍ରତି ଗାଁ ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ…

ଅକ୍ଟୋବର ୨୯ରୁ ଭୁବନେଶ୍ବର-ଗୌହାଟୀକୁ ବିମାନ ସେବା: ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ଦୈନିକ ଚଳାଚଳ

ଭୁବନେଶ୍ବର: ଅକ୍ଟୋବର ୨୯ ତାରିଖରୁ ଭୁବନେଶ୍ବର-ଗୌହାଟୀକୁ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ଭୁବନେଶ୍ବରରୁ ଦୈନିକ ଗୌହାଟିକୁ ବିମାନ ଚଳାଚଳ କରିବ  । ପ୍ରତିଦିନ ୧ଟା ୨୫ରେ ଭୁବନେଶ୍ବରରୁ ଛାଡି ୨ଟା ୫୫ ରେ ଗୌହାଟୀରେ ପହଞ୍ଚିବ  । ସେହିପରି ୩ଟା…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ : ଭିଜିବ ଦଶହରା, ରାବଣ ପୋଡି

ଭୁବନେଶ୍ବର: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ  । ୨୦ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି ।  ସେପଟେ ଆଗକୁ ଆସୁଛି ପାର୍ବଣ । ଧରାପୃଷ୍ଠକୁ ଅବତରଣ କରିବେ ଜଗତଜନନୀ ମାଆ ଦୁର୍ଗା । କିନ୍ତୁ ଏଥର ଦଶହରାକୁ ଫିକା କରିପାରେ ଲଘୁଚାପ ବର୍ଷା ।…

ବନ୍ଧୁ ପାଇଁ ସାଜିଲେ ହେଲମେଟ୍ ମ୍ୟାନ୍ : ମାଗଣାରେ ବାଣ୍ଟିଲେଣି ୬୦ ହଜାର ହେଲମେଟ୍

ଭୁବନେଶ୍ବର: ଦିନେ ଏକ ସଡକ ଦୁର୍ଘଟଣାରେ ନିଜ ବନ୍ଧୁକୁ ହରାଇଥିଲେ ଆଉ ଏବେ ଲୋକଙ୍କ ପାଇଁ ସାଜିଛନ୍ତି ହେଲମେଟ୍ ମ୍ୟାନ୍  । ଲୋକଙ୍କୁ ଦେଉଛନ୍ତି ସଡକ ସୁରକ୍ଷାର ବାର୍ତ୍ତା । ହଁ ଆଜ୍ଞା ଆମେ କହୁଛୁ ଉତ୍ତର ପ୍ରଦେଶ ଗ୍ରେଟର ନୋଏଡାର ରାଘବେନ୍ଦ୍ର କୁମାରଙ୍କ କଥା  । ଭୁବନେଶ୍ବର-କଟକ – ପୁରୀ…

ବିଏମସିର ବଡ ପଦକ୍ଷେପ: ଭିକାରୀମୁକ୍ତ ହେବ ରାଜଧାନୀ ଭୁବନେଶ୍ଵର, ଟିଜିଙ୍କ ଲାଗି ନିର୍ମାଣ ହେବ ପୁନର୍ବାସ ଗୃହ

ଭୁବନେଶ୍ଵର: ବିଏମସିର ବଡ଼ ପଦକ୍ଷେପ । ଏଣିକି ରାଜରାସ୍ତାରେ ଭିକ ମାଗିପାରିବେନି ଭିକାରୀ । ଭିକାରୀ ମୁକ୍ତ ହେବ ରାଜଧାନୀ ଭୁବନେଶ୍ଵର। ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ରାସ୍ତା କଡ଼ କିମ୍ବା ମନ୍ଦିର ସାମ୍ନାରେ ଆଉ ଭିକ ମାଗିପାରିବେନି…

ବିଜେଡିର ମିଶ୍ରଣ ପର୍ବ: ‘ଆହୁରି ମଜବୁତ ହେବ ଦଳ’

ଭୁବନେଶ୍ୱର: ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ବିଜେଡିର ମିଶ୍ରଣ ପର୍ବ । ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ବ୍ଲକ ଓ ଏନଏସିର ବିଜେପି କର୍ମକର୍ତ୍ତା । ବିଜେଡି ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ…

୭୮@ ନବୀନ: ସମର୍ଥକଙ୍କ ଗହଣରେ ପାଳିବେନି ଜନ୍ମଦିନ

ଭୁବନେଶ୍ଵର: ଆଜି ଭାରତୀୟ ରାଜନୀତିର ବଳିଷ୍ଠ ବ୍ୟକ୍ତିତ୍ୱ ତଥା ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ୭୮ ବର୍ଷରେ ପାଦ ଥାପିଛନ୍ତି ବିଶିଷ୍ଟ ରାଜନେତା ନବୀନ ପଟ୍ଟନାୟକ । ସବୁ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନିଜ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ସରଳ…

ହୃଦଘାତରେ ପ୍ରାଣ ହରାଇଲେ ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ପ୍ରଫେସର

ଭୁବନେଶ୍ଵର: ହୃଦଘାତରେ ଚାଲିଗଲା ପ୍ରଫେସରଙ୍କ ଜୀବନ । ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ଇତିହାସ ପ୍ରଫେସର ନିହାରକାନ୍ତ କବିଙ୍କର ଆଜି ସକାଳୁ ସକାଳୁ ହୃଦଖାତରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ୧୯୪୧ ମସିହା ମେ ମାସ ୧୭ ତାରିଖରେ ମୟୁରଭଞ୍ଜ ଜିଲ୍ଲାର…