Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଶିକ୍ଷା କ୍ଷେତ୍ରରେ ବିଜୟ ସାହୁଙ୍କ ଅବଦାନ ଅତୁଳନୀୟ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ଆଖିରେ ଥିବା ଚମକ, କୌତୁହଳ ଓ ମନର ଆଶା କେବେ ମଉଳିବା ଉଚିତ୍ ନୁହେଁ । ଶିକ୍ଷା ମାଧ୍ୟମରେ ସ୍ବର୍ଗକୁ ପୃଥିବୀ ପୃଷ୍ଠକୁ ଅଣାଯାଇ ପାରିବ। ଜୀବନରେ ସଫଳତାର ଶୀର୍ଷକୁ ଛୁଇଁ ହେବ ବୋଲି ବୁଧବାର ସାଇ ଇଣ୍ଟରନ୍ୟାସନାଲ୍ର ପ୍ରତିଷ୍ଠାାତା ଚେୟାରମ୍ୟାନ୍ ଦିବଙ୍ଗତ ଡ.…

ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ମଞ୍ଜୁର କରିବାକୁ କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିର ସୁପରିଚାଳନା ପାଇଁ ଓଡିଶା ସରକାର ଦେଇଥିବା ଶ୍ରୀ ଲିଙ୍ଗରାଜ ମନ୍ଦିର ଚିଠା ଅଧ୍ୟାଦେଶ- ୨୦୨୦ କୁ ମଞ୍ଜୁର ପାଇଁ ରାଜ୍ୟ ସରକାର, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟକୁ ଅନୁରୋଧ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ସ୍ୱରାଷ୍ଟ୍ର…

[ଦେଖନ୍ତୁ ଭିଡିଓ] ପୁରୁଣା ଗାଡି ପାଇଁ ବାଧ୍ୟତାମୂଳକ ‘ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍’: ଜୁନ୍ ପହିଲାରୁ…

ଭୁବନେଶ୍ୱର : ୨୦୧୯ ମସିହା ପୂର୍ବରୁ ପଞ୍ଚିକୃତ ଗାଡିରେ ପୁରୁଣା ନମ୍ବର ପ୍ଳେଟ୍ ବଦଳରେ ‘ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍’ ବା (ଏଚଏସଆରପି ) ଲଗାଇବା ପାଇଁ  ଜୁନ୍ ପହିଲାରୁ ବୁକିଂ ଆରମ୍ଭ ହେଇଛି । ଏଥିପାଇଁ  ୮ହଜାରରୁ ଅଧିକ ଲୋକ ବୁକ୍ କରିସାରିଲେଣ। ସୋସାଇଟି ଅଫ୍ ଇଣ୍ଡିଆନ୍…

ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ହିନ୍ଦୋଳ ଏସଡିପିଓ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ହିନ୍ଦୋଳ ଏସଡିପିଓ । ଜଣେ ପଥର ଖଣି ମାଲିକଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଏସଡିପିଓ ମଳୟ କିଶୋର ନାୟକଙ୍କୁ ଭିଜିଲାନ୍ସ ଧରିଛି । ଅଧିକ ଖାଦାନ ଏବଂ ଚାଲାଣ କରାଇଦେବା ଲୋଭ ଦେଖାଇ ଲାଞ୍ଚ ମାଗିଥିଲେ ଅଭିଯୁକ୍ତ ମଳୟ । ବୁଧବାର…

[ଦେଖନ୍ତୁ ଭିଡିଓ] ସ୍ମୃତିରେ ରହିବେ ସହିଦ: ଦୁଇ ଓଡ଼ିଆ ପୁଅଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ

ଭୁବନେଶ୍ୱର : ଏହି ସମ୍ମାନ ଆମ ପୁଅକୁ ସବୁଦିନ ପାଇଁ ଆମ ପାଖଖର ଜୀବନ୍ତ ରଖିବ। ପ୍ରତିଦିନ ଆମେ ତାର ଉପସ୍ଥିତି ଆମ ନିକଟରେ ଅନୁଭବ କରିବୁ । ଆଖି ଛଳଛଳ କରି ଏମିତି କିଛି କଥା କୋହଭରା କଣ୍ଠରେ କହିଛନ୍ତି ସହିଦଙ୍କ ମାଆ ।  ସହିଦଙ୍କ ବୀରତ୍ୱ ଓ ବଳିଦାନ୍ ପାଇଁ ଦୁଇ ଓଡ଼ିଆ ପୁଅଙ୍କୁ ମରଣୋତ୍ତର…

ହାଇଟେକ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ମଙ୍ଗଳବାର ସଂଧ୍ୟା ସମୟରେ ହାଇଟେକ୍ ହସ୍ପିଟାଲ ଓ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନି କାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ସଟ ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି । ନିଆଁ ଲାଗିବାର କିଛି କ୍ଷଣ ମଧ୍ୟରେ ଅବଶ୍ୟ ଆୟତ୍ତ…

ସାବିତ୍ରୀ ଆଗରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର: ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ମାନସିକ ରଖିବାକୁ ଇଚ୍ଛା କରିଥିଲେ ପ୍ରଭାତି ନାୟକ । ଏନେଇ ସ୍ୱାମୀଙ୍କୁ ପୂଜା ପାଇଁ ଆବଶ୍ୟକ ଜିନିଷ କିଣି ଆଣିବାକୁ ବରାଦ କରିଥିଲେ । କିନ୍ତୁ ଯାହାର ଦୀର୍ଘାୟୁ କାମନା ପାଇଁ ଏତେ ଯତନ ହେଉଥିଲା । ସେହି ସ୍ୱାମୀ ହିଁ ସ୍ତ୍ରୀକୁ ହତ୍ୟା କରିଦେଲା…

ଜୁନ୍‌ ୧ରୁ ଛେନା ଓ ପନିର୍ ଦାମ୍‌ ବଢ଼ିବ

ଭୁବନେଶ୍ବର : ଜୁନ୍‌ ୧ରୁ ରାଜଧାନୀରେ ଛେନା ଓ ପନିର୍‌ ଦାମ ବଢ଼ିବ। ଛେନା କେଜି ପିଛା ୧୮୦ଟଙ୍କା ଓ ପନିର୍‌ କେଜି ୨୫୦ଟଙ୍କାରେ ବିକ୍ରି ହେବ ବୋଲି ଭୁବନେଶ୍ବର ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଂଘ ପକ୍ଷରୁ କୁହାଯାଇଛି ।  ସଂଘ ପକ୍ଷରୁ ସୋମବାର ଦିନ ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ…

ପ୍ରାର୍ଥିପତ୍ର ଦାଖଲ ନେଇ ବିଧାନସଭାରେ ପହଞ୍ଚିଲେ ବିଜେଡି ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ବିଧାନସଭାରେ ପହଞ୍ଚିଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ । ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ୪ ରାଜ୍ୟସଭା ପ୍ରାର୍ଥୀ ।  ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିବେ । ୩ଟି ଆସନରେ…

ଗୁରୁ ଘନଶ୍ୟାମଙ୍କୁ ବାଳକୃଷ୍ଣ ଦାଶ ସମ୍ମାନ

ଭୁବନେଶ୍ୱର: ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ଫାଉଣ୍ଡେସନ୍‌ର ୩୦ତମ ବାର୍ଷିକୋତ୍ସବ ଓ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ ୯୯ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ସୋମବାର ସନ୍ଧ୍ୟାରେ ରବୀନ୍ଦ୍ର ମଣ୍ଡପରେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା…