Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

[ଦେଖନ୍ତୁ ଭିଡିଓ] ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ୩୨ ଲକ୍ଷ ଟଙ୍କା ଠକେଇ:୨ ଗିରଫ

ଭୁବନେଶ୍ବର: ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ । ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ଇନଫୋସିଟଇ ଥାନା ପୋଲିସ । କଲେଜରେ ନାମ ଲେଖାଇବାକୁ କହି  ଧରାଛୁଆଁ ଦେଇ ନଥିଲେ। ଏହାପରେ ବାଧ୍ୟ ହୋଇ ଛାତ୍ରୀଜଣକ ଏନେଇ ଇନଫୋସିଟି ଥାନାରେ…

ବିଦେଶୀ ଆପକୁ ବର୍ଜନ ପାଇଁ ଆହ୍ୱାନ ବେଳେ ଦେଶୀ ଆପରେ ଠକାମିର ଜାଲ, ବାନ୍ଧିଲା ପୋଲିସ

ଭୁବନେଶ୍ୱର: ଠକାମି ପାଇଁ ବିଦେଶୀ ଆପର ଅପପ୍ରଚାର । ଦେଶୀ ଆପରେ ଠକେଇ ପାଇଁ ଚାଲ୍। ଏମିତି ଢଙ୍ଗରେ ଡିଜିଟାଲ ବିପ୍ଳବ ଆଳରେ ଦେଶୀ ଆପର ପ୍ରମୋସନ କରି ଠକେଇ ପାଇଁ ଜାଲ ବିଛାଇଥିଲେ । ଆଉ ନିରୀହ ଲୋକଙ୍କୁ ପୁଞ୍ଜି ନିବେଶର ସ୍କିମ ଦେଖାଇ ଠକୁଥିଲା ଠକ। ଏମିତି ଏକ ଠକକୁ ଉତରପ୍ରଦେଶର…

ଓଡିଶାରେ ଡିଜନୀ ଷ୍ଟାର୍ ଲଂଚ କଲା ମନୋରଂଜନ ଟିଭି ଚ୍ୟାନେଲ୍ “ଷ୍ଟାର୍ କିରଣ”

ଭୁବନେଶ୍ୱର: ବିଶ୍ୱର ଅନ୍ୟତମ ବୃହତ ତଥା ମନୋରଂଜନ ଧର୍ମୀ ଟିଭି ନେଟୱାର୍କ ଡିଜନୀ ଷ୍ଟାର୍ । ଏହି ସଂସ୍ଥା ଓଡିଶାରେ ଏଣ୍ଟରଟେନମେଣ୍ଟ ଟିଭି ଚ୍ୟାନେଲ୍ ଷ୍ଟାର୍ କିରଣ ଲଂଚ କରିବା ନେଇ ଗତକାଲି ଘୋଷଣା କରିଥିଲା । ଆସନ୍ତା ମାସ ତଥା ଜୁନ୍ ୬ ତାରିଖଠୁ ଏହି ଟିଭି ଚ୍ୟାନେଲ୍ ଜରିଆରେ ଦର୍ଶକମାନେ…

[ଦେଖନ୍ତୁ ଭିଡିଓ] ବ୍ରଜରାଜନଗର ଉପ ନିର୍ବାଚନ ପ୍ରସ୍ତୁତି: ୫ଟି ପିଙ୍କ୍ ବୁଥକୁ ମିଶାଇ ମୋଟ ୨୭୯ ବୁଥରେ ଭୋଟ ଗ୍ରହଣ

ଭୁବନେଶ୍ୱର: ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ପ୍ରକ୍ରିୟା ଜାରି ରହିଛି। ଏଥିପାଇଁ  ପ୍ରାର୍ଥୀ ତାଲିକା ଚୁଡାନ୍ତ ହୋଇଛି।  ମତଦାନ ପୂର୍ବରୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ପହଞ୍ଚିଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ଭୋଟର…

ରେଳ ଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମୃତ୍ୟୁ ପୂର୍ବର ଶେଷ ଭିଡିଓ ଭାଇରାଲ୍‌

ଭୁବନେଶ୍ୱର:  ଯାହାକୁ ଭଲ ପାଉଥିଲି, ଶେଷରେ ସେ ଧୋକା ଦେଲା। ସେ ଖାଲି ମୋତେ ଧୋକା ଦେଇ ନାହିଁ, ବରଂ ବହୁତ କଷ୍ଟ ମଧ୍ୟ ଦେଇଛି।  ଆଉ ମାତ୍ର କିଛି ସମୟ ବଞ୍ଚିବି । କେବେବି ଭାବି ନଥିଲି ଏତେ ଶୀଘ୍ର ଦୁନିଆ ଛାଡ଼ି ଚାଲିଯିବି।’... ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ଏଭଳି କିଛି କହିଛନ୍ତି ଜଣେ…

୨୪ ଘଣ୍ଟାରେ କାଳବୈଶାଖୀର ତାଣ୍ଡବ, ୧୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର,…

ରାଜଧାନୀରେ ପୁଣି ଫୁଟିଲା ବୋମା

ଭୁବନେଶ୍ୱର: ଅଶାନ୍ତ ହୋଇପଡ଼ିଛି ରାଜଧାନୀ । ଭୁବନେଶ୍ୱରରେ ପୁଣି ଫୁଟିଲା ବୋମା । ଗତକାଲି ବିଳମ୍ବିତ ରାତିରେ ପଳାଶୁଣୀ ଜଗନ୍ନାଥ ବିହାରରେ ଥିବା ନିର୍ମାଣାଧୀନ ଆପାର୍ଟମେଣ୍ଟ ଉପରେ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ । ସେମାନେ ୩ଟି ବୋମା ମାଡ଼ କରିଥିବା ସୂଚନା ମିଳିଛି । ତେବେ ଏଥିରେ କାହାର…

ରାଜଧାନୀରେ ଚାଞ୍ଚଲ୍ୟ: ଯୁବକଙ୍କୁ ହତ୍ୟାକରି ପୋଡ଼ି ଦେଲେ ଦୁର୍ଵୃତ୍ତ

ଭୁବନେଶ୍ବର: ରାଜଧାନୀରେ ଜଣେ ଯୁବକଙ୍କୁ ହତ୍ୟାକରି ପୋଡ଼ି ଦେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମିଳିଥିବା ସୂଚନା ଅନୁଯାୟୀ, ଇନଫୋସିସ୍ ଥାନା ଅଧୀନ ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର ହୋଇଛି। ବିଳମ୍ବିତ ରାତ୍ରିରେ ଯୁବକଙ୍କୁ ହତ୍ୟା କରିବା ପରେ ହତ୍ୟାକାରୀମାନେ ଶବକୁ…

ପୁଣି ବଢ଼ିଲା LPG ସିଲିଣ୍ଡର ଦର, ଘରୋଇ ସିଲିଣ୍ଡର ପିଛା ୩ ଟଙ୍କା ୫୦ ପଇସା ବୃଦ୍ଧି

ଭୁବନେଶ୍ୱର: ଖାଉଟିଙ୍କୁ ମହଙ୍ଗା ମାଡ଼ । ପୁଣି ବଢ଼ିଲା ଗ୍ୟାସ ସିଲିଣ୍ଡର ଦାମ୍ । ଘରୋଇ ସିଲିଣ୍ଡର ଦାମ ୩ ଟଙ୍କା ୫୦ ପଇସା ବଢ଼ିଥିବା ବେଳେ, କମର୍ସିଆଲ ସିଲିଣ୍ଡର ଦର ୮ ଟଙ୍କା ବୃଦ୍ଧି ପାଇଛି । ଦର ବଢ଼ିବା ପରେ ଭୁବନେଶ୍ୱରରେ ଘରୋଇ LPG ସିଲିଣ୍ଡର ମୂଲ୍ୟ ୧ ହଜାର ୨୯ ଟଙ୍କା ୫୦ ପଇସା…

ଛାତ୍ର କଂଗ୍ରେସର ମନେ ନାହିଁ ବ୍ରଜରାଜନଗର ବିଧାନସଭା ମତଦାନ ତାରିଖ

ଭୁବନେଶ୍ୱର: ପିଲା ପରୀକ୍ଷା ତାରିଖ କେବେ ଭୁଲନ୍ତି ନାହିଁ । ରାଜନେତା ଏବଂ ରାଜନୈତିକ ଦଳ ଭୁଲନ୍ତି ନାହିଁ କେବେ କେଉଁଠି ଭୋଟ୍ ପଡ଼ିବ । କାରଣ ଏହି ଗୋଟିଏ ଦିନରେ ହିଁ ଲୋକଙ୍କ ମତଦାନ ସାବ୍ୟସ୍ତ କରି ଦେବ ସେମାନେ କ୍ଷମତାରେ ରହିବେ କି ନାହିଁ । ତେବେ ରାଜ୍ୟର ଛାତ୍ର କଂଗ୍ରେସ ଏକ…