Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମନ୍ଦିରରେ ଚହଳ, ଉପରୁ ହେଉଛି ସାପ ବର୍ଷା

ଭୁବନେଶ୍ଵର: ଆଜି ହେଉଛି ବାଲି ତୃତୀୟା ଓଷା ତଥା ସୋମବାର । ସକାଳୁ ସକାଳୁ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ହଠାତ୍ ସେତେବେଳେ ଭକ୍ତଙ୍କ ମୁଣ୍ଡରେ ପଡିଲା ସାପ ଛୁଆ । ଭୟରେ ଭକ୍ତ ଚାରିଆଡେ ଦୌଡିବାକୁ ଲାଗିଲେ । ଏପରି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ନୀଳାଦ୍ରି ବିହାର ସ୍ଥିତ…

ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ଆଉ ଏକ ଜୀବନ ନେଲା ସ୍କ୍ରବ୍ ଟାଇଫସ୍

ଭୁବନେଶ୍ଵର: ସାରା ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଏହି ରୋଗରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ ଜଣଙ୍କର ଜୀବନ ହାନି ହେଲାଣି । ସେପଟେ ସୁନ୍ଦରଗଡ଼ରେ ଆଜି ପୁଣି ୧୧ ଜଣ ସ୍କ୍ରବ୍ ଟାଇଫସ୍…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ  । କହିଛନ୍ତି  ରାଜ୍ୟରେ ବନ୍ୟା ସ୍ଥିତି ନାହିଁ  । ଉପରମୁଣ୍ଡରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମୁଛି  ।   ଆଉ ଦିନେ ଦୁଇ ଦିନ ଭିତରେ ସେଠାରୁ ପାଣି ଛାଡ଼ିଯିବ ।  …

ପାନବରଜ ଓ କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା

ଭୁବନେଶ୍ବର : ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଉଭୟ ଚାଷର ପ୍ରକ୍ରିୟାକରଣ ୟୁନିଟ ପାଇଁ ସହାୟତା ମିଳିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଫାଇଭ୍-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ  ପୁରୀ ଓ ଗଞ୍ଜାମ …

ପରଲୋକରେ ଗୀତା ମେହେଟ୍ଟା: ଶେଷ ଦର୍ଶନ ପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପରଲୋକରେ ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି  । ଗତକାଲି ଦିଲ୍ଲୀସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି  । ୧୯୪୩ ମସିହାରେ ନୂଆଦିଲ୍ଲୀରେ ସେ ଜନ୍ମଗ୍ରହଣ କରିଥିଲେ  । ସେ ହେଉଛନ୍ତି…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : EIC

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି  । କହିଛନ୍ତି ରାଜ୍ୟରେ ବନ୍ୟା ସ୍ଥିତି ନାହିଁ   । କିନ୍ତୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ପଶିଛି  । ଏଥିଲାଗି ସମସ୍ତ ବିଭାଗୀୟ…

୪ ଓଡିଆ କଳାକାରଙ୍କୁ ମିଳିବ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାର

ଭୁବନେଶ୍ବର: ୪ ଜଣ ଓଡିଆ କଳାକାରଙ୍କ ମିଳିବ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାର । ଓଡିଶାର ୪ ଜଣ କଳାକାରଙ୍କୁ ଏହି ପୁରସ୍କାର ମିଳିବ  । ଏହି ୪ କଳାକାର ହେଉଛନ୍ତି ଛଉ ନୃତ୍ୟ ଶିଳ୍ପୀ ସିଦ୍ଧେଶ୍ବର ଦାଶ, ଥିଏଟର ଏଳାକାର ଅନ୍ନତ ମହାପାତ୍ର , ଲୋକସଙ୍ଗୀତ ଏବଂ ବ୍ରହ୍ମା ବୀଣା ବିଶାରଦ…

ହନିଟ୍ରାପ୍ କୁଇନ ଇରାନୀ ପାତ୍ର ଗିରଫ ମାମଲା, ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର

ଭୁବନେଶ୍ଵର: ହନିଟ୍ରାପ୍‌ କୁଇନ ଇରାନୀ ପାତ୍ର ଗିରଫ ମାମଲାରେ ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର । ୫ ଦିନ ରିମାଣ୍ଡ ଆବେଦନ କରିବ ତମାଣ୍ଡୋ ପୋଲିସ । ଏସଡିଜେଏମ୍‌ଙ୍କ କୋର୍ଟରେ କରିବ ଆବେଦନ । ରିମାଣ୍ଡରେ ଆସିଲେ ଖୋଲିବ ହାନିଟ୍ରାପ୍‌ ଲିଙ୍କ । ଆଗକୁ ଇରାନୀକୁ ମଧ୍ୟ ରିମାଣ୍ଡରେ…

ଅକ୍ଟୋବରରୁ ରାଜ୍ୟରେ ବାଘ ଗଣନା : ଆଜିଠୁ ଆରମ୍ଭ ହେବ ତାଲିମ ପ୍ରକ୍ରିୟା

ଭୁବନେଶ୍ୱର : ଅକ୍ଟୋବରରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ବାଘ ଗଣନା । ତେଣୁ ଆଜିଠୁ ଏ ନେଇ ରାଜ୍ୟରେ ତାଲିମ ପ୍ରକ୍ରିୟା ଆରମ୍ଭ ହେବ  । ରାଜ୍ୟ ବନ ବିଭାଗ ସ୍ବତନ୍ତ୍ର ଭାବେ ନିଜସ୍ବ ବାଘ ଗଣନା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ବିଭିନ୍ନ ପର୍ଯ୍ୟାୟରେ ଗଣନାକାରୀଙ୍କୁ ଏହି ତାଲିମ ଦିଆଯିବା…

ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ : ୧୫ରୁ ଉର୍ଦ୍ଧ୍ବ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଏହି ବୈଠକ ଅନୁଷ୍ଠିତ ହେବ । ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ ହେବାର ସମ୍ଭାବନା ରହିଛି  । ରାଜ୍ୟ କ୍ୟାବିନେଟ୍…