Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କ୍ୟାପିଟାଲ ହସ୍ପିଟାଲ ଆଗରେ ସଫେଇ କର୍ମଚାରୀଙ୍କ ଧାରଣା: ନିର୍ଦ୍ଦେଶକଙ୍କ ବିରୋଧରେ ନାରାବାଜି

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ଆଗରେ ସଫେଇ କର୍ମଚାରୀଙ୍କ ଧାରଣା । ବିଭିନ୍ନ ଦାବି ନେଇ କ୍ୟାପିଟାଲ ହସ୍ପିଟାଲରେ ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି  । ସଫେଇ କର୍ମଚାରୀମାନେ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁଙ୍କ ବିରୋଧରେ ନାରାବାଜି କରି ପ୍ରତିବାଦ କରିଛନ୍ତି । ବାରମ୍ବାର ଟେଣ୍ଡର…

ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଡେଙ୍ଗୁ, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ସାରା ରାଜ୍ୟରେ ଡେଙ୍ଗୁର ପ୍ରକୋପ ଅତି ଭୟଙ୍କର ଅବସ୍ଥାରେ ରହିଛି  । ଭୁବନେଶ୍ବରରେ କାୟା ବିସ୍ତାର କରିବାରେ ଲାଗିଛି ଡେଙ୍ଗୁ  । ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି  । ବିଏମସି ପକ୍ଷରୁ ଡେଙ୍ଗୁ ରୋକିବାକୁ ପ୍ରୟାସ ଜାରି ରହିଛି  । ତଥାପି ଲୋକେ…

ଆଜିଠୁ ବିଜେଡିର ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମ: ୪ଟି ପର୍ଯ୍ୟାୟରେ ୮୦୦ କର୍ମୀଙ୍କୁ ଦିଆଯିବ ପ୍ରଶିକ୍ଷଣ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଜେଡିର ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମ । ପର୍ଯ୍ୟବେକ୍ଷକମାନଙ୍କ ବୈଠକରେ ସୁପ୍ରିମୋ ନବୀନ ପଟ୍ଟନାୟକ କର୍ମୀମାନଙ୍କୁ ପ୍ରଶିକ୍ଷଣ ପାଇଁ ଦେଇଥିବା ନିର୍ଦ୍ଦେଶ ଅନୁସାରେ ଦଳ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି । ଶଙ୍ଖ ଭବନରେ ଏହି ତାଲିମ…

ଦୂର ହେବ ଶିକ୍ଷକ ଅଭାବ : ନିଯୁକ୍ତ ହେବେ ୨୦ ହଜାର ପ୍ରାଥମିକ ଶିକ୍ଷକ, ୧୩ରୁ ଆବେଦନ କରିବେ ଆଶାୟୀ

ଭୁବନେଶ୍ୱର: ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି  ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍‌ରେ…

ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ! ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି  ପାଣିପାଗ ବିଭାଗ । ଆଜି ପାଇଁ…

ଆସନ୍ତା ୧୨ରେ ଆଉ ଏକ ଘୂର୍ଣ୍ଣିବଳୟ, ବଢିପାରେ ବର୍ଷାର ପରିମାଣ

ଭୁବନେଶ୍ଵର: ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ । ଫଳରେ ଗତ କିଛି ଦିନ ହେବ ରାଜ୍ୟରେ ପ୍ରବଳ ବର୍ଷା ହେଉଥିଲା। କିନ୍ତୁ ଦୁଇ ଦିନ ହେବ ରାଜ୍ୟରେ ପାଗ ଶୁଖିଲା ରହିଛି । ତେବେ ପୁଣି ବର୍ଷାରେ ଭିଜିବ ଓଡି଼ଶା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ…

ଉତ୍କଳ ବିଶ୍ବବିଦ୍ୟାଳୟରେ ପୁଣି ଉତ୍ତେଜନା: ହଷ୍ଟେଲ ନମିଳିବାକୁ ନେଇ ଛାତ୍ରଙ୍କ ଧାରଣା

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁଣି ଉତ୍ତେଜନା  । ପିଜି ନାମଲେଖାର ଏକ ମାସ ବିତିଯାଇଛି  । ହେଲେ ହଷ୍ଟେଲ ପାଇଁ  ଆଲର୍ଟମେଣ୍ଟ ହୋଇପାରିଲାନାହିଁ  । ଯାହାକୁ ନେଇ ତାତିଛନ୍ତି ଛାତ୍ର  । ଗୋପବନ୍ଧୁ ଛାତ୍ରାବାସ ସମ୍ମୁଖରେ ଶତାଧିକ ଛାତ୍ର ଧାରଣା ଦେବା ସହ ନାରାବାଜି କରୁଥିବା…

ସୌମ୍ୟଙ୍କୁ ପୁଣି ବିଜେଡି ବାଣ: ଦଳ ଛାଡି ସମ୍ପାଦକୀୟ ଲେଖିବାକୁ କହିଲେ ଶକ୍ତିମନ୍ତ୍ରୀ ପ୍ରତାପ ଦେବ

ଭୁବନେଶ୍ଵର:ଅରୁଣ ସାହୁ, ଅତନୁ ସବ୍ୟସାଚୀଙ୍କ ପରେ ସୌମ୍ୟଙ୍କୁ ଶକ୍ତି ମନ୍ତ୍ରୀ ପ୍ରତାପ ଦେବଙ୍କ କଟାକ୍ଷ   । ସୌମ୍ୟଙ୍କୁ ସମାଲୋଚନ କରି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ଦଳରେ ରହି ଦଳର ନେତା, ସରକାରଙ୍କୁ ସେ ନିରନ୍ତର ସମାଲୋଚନା କରୁଛନ୍ତି । ଏପରି କରିବାକୁ ବ୍ଲାକମେଲ ଟାକ୍ଟିସ…

ନନ୍ଦନକାନନରେ ନୂଆ ଅତିଥି: ମିଜୋରାମରୁ ଆସିଲେ ହୁଲକ ଗିବନ ସମେତ ୫ ଜୀବଜନ୍ତୁ

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର  ।       ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଗତକାଲି ରାତିରେ ମିଜୋରାମ ଆଇଜଲ ଚିଡିଆଖାନାରୁ ଦୁଇ ହୁଲକ ଗିବନ ସମେତ ୫ ଜୀବଜନ୍ତୁ ଆସିଛନ୍ତି । ଦୁଇ ଦୁଇ ହୁଲକ ଗିବନଙ୍କ ବୟସ ୪ ବର୍ଷ ଓ ୧୧ ବର୍ଷ । ଏହି ୫ ଜୀବଜନ୍ତୁ ଆସିବା ପରେ …

ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି । ଟଙ୍କା ବ୍ୟାଗ୍ ଧରି ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ଦେବୀପ୍ରସାଦଙ୍କ ଠାରୁ ନଗଦ ୨ଲକ୍ଷ ୧୪ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଧରାପଡିବା ପରେ ଆୟ ବହିର୍ଭୂତ…