Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆଜି ପବିତ୍ର ଜନ୍ମାଷ୍ଟମୀ, ଜାଣନ୍ତୁ ଏହି ପର୍ବର ରୀତିନୀତି

ଭୁବନେଶ୍ଵର: ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବକୁ ଜନ୍ମାଷ୍ଟମୀ କୁହାଯାଇଥାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀରେ ଭଗବାନ ଶ୍ରୀକୃଷ୍ଣ ଧରାପୃଷ୍ଠରେ ଜନ୍ମଗ୍ରହଣ କରିଥିଲେ । ଦେବକୀ ଓ ବସୁଦେବଙ୍କ ଅଷ୍ଟମ ସନ୍ତାନ ଭାବେ ମହାରାଜା କଂସଙ୍କ…

ଅଧିକ ଆଚାର ଖାଉଛନ୍ତି କି? ଯଦି ହଁ ତେବେ ହୋଇଯାଆନ୍ତୁ ସାବଧାନ

ଭୁବନେଶ୍ଵର: ଦୈନନ୍ଦିନ ଭୋଜନ ସହିତ ଆଚାର ଏକ ଅଂଶ ପାଲଟିଗଲାଣି । ଘରେ ଯଦି କିଛି ନାହିଁ ତେବେ ଆଚାର ସହିତ ଭାତ ହେଉ ଅବା ରୁଟି ଖାଇ ଦେଉଛନ୍ତି । ତେବେ ଆପଣ ଜାଣିଛନ୍ତି କି, ଏହି ଆଚାର ଅଧିକ ଆହାର କରିବା ଶରୀର ପାଇଁ କ୍ଷତିକାର ସାବ୍ୟସ୍ତ ହୋଇଥାଏ । ଆଚାରରେ ଅଧିକ ପରିମାଣର ଲାକ୍ଟିକ୍ ଏସିଡ୍…

ଜାତୀୟ ପୋଷଣ ସପ୍ତାହ, ଥାଳିରେ ରଖନ୍ତୁ ପୋଷଣଯୁକ୍ତ ଖାଦ୍ୟ

ଭୁବନେଶ୍ଵର: ସ୍ୱାସ୍ଥ୍ୟକର ଖାଦ୍ୟ, ସୁସ୍ଥ ଶରୀର। ଆମେ ଦୈନନ୍ଦିନ ଜୀବନରେ କ’ଣ ଖାଉଛେ, ତାହାର ସିଧାସଳଖ ପ୍ରଭାବ ଆମ ଶରୀର ଉପରେ ପଡ଼ିଥାଏ। ସୁସ୍ଥ ଓ ପୁଷ୍ଟିକର ଖାଦ୍ୟ ଖାଇବା ଦ୍ୱାରା ବିଭିନ୍ନ ରୋଗ ହେବାର ଆଶଙ୍କାକୁ ଦୂରେଇ ପାରିବା। ସୁସ୍ଥ ଖାଦ୍ୟ ମସ୍ତିଷ୍କଠାରୁ ଆରମ୍ଭ କରି ଶାରୀରିକ…

ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ: ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ଵର: କମିଶନରେଟ୍ ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ । ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ସେମାନଙ୍କ ନିକଟରୁ ୩୦ଟି ସୁନା ଚେନ, ୩ଟି ବାଇକ ଜବତ କରିଛି କମିଶନରେଟ ପୋଲିସ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ଡିସିପି  ପ୍ରତୀକ ସିଂ । ଡିସିପିଙ୍କ ସୂଚନା ଅନୁସାରେ, ଏହି…

ହଷ୍ଟେଲ ନିର୍ମାଣରେ ସରକାରୀ ଅର୍ଥ ଆତ୍ମସାତ ମାମଲା, ହିନ୍ଦୁସ୍ତାନ ଷ୍ଟିଲ୍ କନଷ୍ଟ୍ରକସନରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ଵର: ହିନ୍ଦୁସ୍ତାନ ଷ୍ଟିଲ୍ କନଷ୍ଟ୍ରକସନ ୱାର୍କସ୍ ଲିମିଟେଡର ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ବାସଭବନରେ ଭିଜିଲାନ୍ସ ରେଡ୍ । ଅନୁସୂଚିତ ଜାତି ଛାତ୍ରାବାସ ନିର୍ମାଣରେ ବ୍ୟାପକ ଅନିୟମିତତା କରି ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ଭୁବନେଶ୍ଵର ନୟାପଲ୍ଲୀ ସ୍ଥିତ ଏନ୍୧/୧୫୭ରେ ଚଢାଉ…

ଅକ୍ଟୋବରରୁ ଆରମ୍ଭ ହେବ ବ୍ୟାଘ୍ର ଗଣନା, ଦେଢ ମାସ ଧରି ଚାଲିବ ଗଣନା

ଭୁବନେଶ୍ଵର: ଆସନ୍ତା ଅକ୍ଟୋବର ମାସରୁ ରାଜ୍ୟରେ ଆରମ୍ଭ ହେବ ବ୍ୟାଘ୍ର ଗଣନା । ଏନେଇ ବନ୍ୟ ପ୍ରାଣୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବାଘ ସନ୍ଧାନ ମିଳିଥିବା ରାଜ୍ୟର ବିଭିନ୍ନ ଜଙ୍ଗଲରେ କ୍ୟାମେରା ଦ୍ୱାରା ବ୍ୟାଘ୍ର ଗଣନା କରାଯିବ। ଏହାର ରିପୋର୍ଟ ଆସନ୍ତା ଜାନୁୟାରୀ ମାସ ଶେଷ ସୁଦ୍ଧା…

ଉଡ଼ାଣର ୨୫ ମିନିଟ୍ ପରେ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି : ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ

ଭୁବନେଶ୍ବର: ମଝି ଆକାଶରେ ବିମାନରେ ଆତଙ୍କ । ଭୁବନେଶ୍ୱରରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେବାର ଅଧା ରାସ୍ତାରୁ ଫେରି ଆସିଛି । ଉଡାଣର ୨୫ ମିନିଟ ପରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିବା ଘୋଷଣା କରିଥିଲେ କ୍ୟାପଟେନ । ବିମାନର ବାମ…

ଭୁବନେଶ୍ବର ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ, ଜଣେ ଅଟକ

ଭୁବନେଶ୍ବର: ଭୁବନେଶ୍ବର ରେଳଷ୍ଟେସନରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ ହୋଇଛି  । ଏସବୁ ଟ୍ରେନରେ ସିକନ୍ଦରାବାଦକୁ ପଠାଯାଉଥିଲା । ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ପ୍ୟାକେଟକୁ ଜବତ କରିଛି  । ସୂଚନା ଅନୁଯାୟୀ  ଭୁବନେଶ୍ବର ରେଳ…

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ: ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ !

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଗାମୀ ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ । ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

NRI କୋଟାରେ ଆଡମିଶନ ଠକେଇ, ୨ ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ MBBS ନାମଲେଖା ଆଳରେ ଠକେଇ କରୁଥିବା ୨ ଠକଙ୍କୁ…