Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଡ୍ରେନ ଖୋଳିବାବେଳେ ଭୁଶୁଡିଲା ପାଚେରୀ : ଜଣେ ଶ୍ରମିକ ମୃତ, ଦୁଇ ଆହତ

ଭୁବନେଶ୍ବର: ଭୁବନେଶ୍ବର ଇନ୍ଦିରା ହାଉସିଂ କଲୋନୀରେ ଅଭାବନୀୟ ଘଟଣା ଘଟିଛି  । ଡ୍ରେନ ଖୋଳିବାବେଳେ ଅଘଟଣ ଘଟିଛି  ।  ଡ୍ରେନ ଖୋଳା  କାମ ଚାଲିଥିବାବେଳେ ଡ୍ରେନ କଡରେ ଥିବା ନୀଳକଣ୍ଠେଶ୍ବର ମନ୍ଦିରର ପାଚେରୀଟି ଭୁଶୁଡି ପଡିଛି ।  ଫଳରେ ଏଠାରେ କାମ କରୁଥିବା ଜଣେ ଶ୍ରମିକଙ୍କର ମୃତ୍ୟୁ…

ଉପାସରେ ମହାପ୍ରଭୂ ଲିଙ୍ଗରାଜ: ଗତରାତିରୁ ବନ୍ଦ ରହିଛି ନୀତିକାନ୍ତି, ଅସନ୍ତୋଷ ଭକ୍ତ

ଭୁବନେଶ୍ବର: ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ବଡୁ-ପୂଜାପଣ୍ଡା ନିଯୋଗ ବିବାଦକୁ ନେଇ ନୀତିକାନ୍ତି ବନ୍ଦ ଥିବା ନେଇ ସୂଚନା ମିଳିଛି। ପଇତା ଲାଗି ନୀତିକୁ ନେଇ ବିବାଦ ଦେଖାଦେଇଛି। ଗତକାଲି ବଡ଼ସିଂହାର ବେଶ ପରଠାରୁ ଲିଙ୍ଗରାଜଙ୍କ ନୀତିକାନ୍ତ ବନ୍ଦ ହୋଇ…

ରଣକ୍ଷେତ୍ର ପାଲଟିଲା ଶିଶୁପାଳଗଡ: ନିଶାଡିଙ୍କ ଉନ୍ମତ୍ତକାଣ୍ଡ, ଯାହାକୁ ପାଇଲେ ଗୋଡାଇ ଗୋଡାଇ ହାଣିଲେ

ଭୁବନେଶ୍ୱର : ରଣକ୍ଷେତ୍ର ପାଲଟିଲା ଭୁବନେଶ୍ବର ଉପକଣ୍ଠ ଶିଶୁପାଳଗଡ଼। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି  ।  ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ଆକ୍ରମଣ କରିଛନ୍ତି। ଉତ୍ତେଜନା ଯୋଗୁଁ ଭୁବନେଶ୍ବର-ପୁରୀ ରାସ୍ତା ଅବରୋଧ କରାଯାଇଛି। ଗତକାଲି…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଜାଭେଲିନ ଷ୍ଟାର କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ ଘୋଷଣା । ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରଷ୍କାର ରାଶି ଘୋଷଣା କରିଛନ୍ତି । ବିଶ୍ଵ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ ଥ୍ରୋ ପ୍ରତିଯୋଗିତାରେ ୫ମ ସ୍ଥାନରେ ରହିଥିଲେ କିଶୋର ଜେନା । ଖବର…

ଆପଣ ଥାଇରଏଡ ରୋଗରେ ପୀଡିତ କି? ତେବେ ଜାଣନ୍ତୁ ଏହାର ଲକ୍ଷଣ ଓ ଉପଚାର

ଭୁବନେଶ୍ଵର: ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ଥାଇରଏଡ୍ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛନ୍ତି । ଆଜି ପ୍ରତି ୧୦ ଜଣଙ୍କ ମଧ୍ୟରୁ ୪ ଜଣ ଥାଇରଏଡ ରୋଗରେ ପୀଡିତ ହେଉଛନ୍ତି । ମେଦବହୁଳତା, ଖରାପ ଜୀବନଶୈଳୀ ଏବଂ ହରମୋନରେ ବ୍ୟାଘାତ ହେତୁ ଥାଇରଏଡ ସମସ୍ୟା ବୃଦ୍ଧି ପାଉଛି । ତେବେ ଦୁଇ ପ୍ରକାରର…

ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା: ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଭାରତକୁ ଐତିହାସିକ ସଫଳତା। ପ୍ରଥମ କରି ଫାଇନାଲ ମ୍ୟାଚରେ ତିନି ତିନି ଜଣ ଭାରତୀୟ ପ୍ରତିଦ୍ୱନ୍ଦିତା କରିବାର ସୁଯୋଗ ପାଇଛନ୍ତି। ଆଉ ତା ସାଙ୍ଗକୁ ଦେଶକୁ ମିଳିଛି ଗୋଲ୍ଡ ମେଡାଲ୍। ୪୦ ବର୍ଷର ଯାତ୍ରାରେ ପ୍ରଥମ କରି ଭାରତକୁ ମିଳିଛି ଏହି ସଫଳତା।…

ଜାଗା ମିଶନ ଜରିଆରେ ବସ୍ତିବାସିନ୍ଦାଙ୍କୁ ପଟ୍ଟା ବଣ୍ଟନ ସହ ବିଜୁ ଆଦର୍ଶ କଲୋନୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ୫ଟି ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟା ବଣ୍ଟନ କରିଛନ୍ତି । ୫ଟି ମହାନଗର ନିଗମ ତଥା ଭୁବନେଶ୍ୱର, ବ୍ରହ୍ମପୁର,…

ବସ୍ତି ପାଲଟିବ ବିଜୁ ଆଦର୍ଶ କଲୋନୀ: ଆଜି ଭୂମିହୀନଙ୍କୁ ପଟ୍ଟା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବସ୍ତି ପାଲଟିବ ବିଜୁ ଆଦର୍ଶ କଲୋନୀ: ଆଜି ଭୂମିହୀନଙ୍କୁ ପଟ୍ଟା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ  । ସହରାଞ୍ଚଳରେ ବାସ କରୁଥିବା ବସ୍ତି ବାସିନ୍ଦା ସମ୍ମାନର ସହ ବଞ୍ଚିବେ । ସମସ୍ତଙ୍କୁ ମୌଳିକ ସୁବିଧା ଯୋଗାଇ ଦିଆଯିବ । ଆଜି ‌ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଜରିଆରେ…

ନନ୍ଦନବିହାର ବସୁନ୍ଧରା କଲୋନୀ ଡକାୟତି ମାମଲା: ୫ ଡକାୟତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ୍

ଭୁବନେଶ୍ବର: ଇନ୍‌ଫୋସିଟି ଥାନା ନନ୍ଦନବିହାର ବସୁନ୍ଧରା କଲୋନି ଡକାୟତି ମାମଲା । ପୋଲିସ ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି  । ଗତ ୨ ତାରିଖରେ ସିବିଆଇ ରେଡ୍‌ ବାହାନାରେ ଘରେ ପଶି ୨ କୋଟି ଟଙ୍କା ଓ ବିପୁଳ ଗହଣା ଲୁଟି ନେଇଥିଲେ ୯ ଜଣିଆ ଡକାୟତ ଗ୍ୟାଙ୍ଗ ।  କମିସନରେଟ୍‌ ପୁଲିସ ୫…

ଆଜି ଶ୍ରାବଣ ଶେଷ ସୋମବାର: ବିଭିନ୍ନ ଶୖେବାଳୟରେ ଜଳ ଲାଗି କରୁଛନ୍ତି ବୋଲବମ୍ ଭକ୍ତ

ଭୁବନେଶ୍ବର: ଆଜି ହେଉଛି ଶ୍ରାବଣ ମାସର ଶେଷ ସୋମବାର  । ଏଥିଲାଗି ପ୍ରାୟ ସମସ୍ତ ଶୈବାଳୟରେ କାଉଡିଆଙ୍କ ନାହିଁ ନଥିବା ଭିଡ ପରିଲକ୍ଷିତ ହୋଇଛି  । ଭୁବନେଶ୍ବରର ବାବା ଲିଙ୍ଗରାଜଙ୍କ ପୀଠ କୁହନ୍ତୁ ବା ପୁରୀର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥଙ୍କ ପୀଠ ସବୁଠି ନାହିଁ ନଥିବା ଗହଳି  । ଶ୍ରାବଣ…