Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଥମୁନି ହାତୀ ଉପଦ୍ରବ: ଦନ୍ତା ଆକ୍ରମଣରେ ଜଣେ ମହିଳା ମୃତ

ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ନୀଳାଦ୍ରିପ୍ରସାଦ ପଞ୍ଚାୟତରେ ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀ ଉପଦ୍ରବ ବଢିବାରେ ଲାଗିଛି  । କେତେବେଳେ ଦନ୍ତା ଆକ୍ରମଣରେ ମଣିଷ ବଳି ପଡୁଛି ତ ଆଉ କେତେବେଳେ ଗାଁରେ ବ୍ୟାପକ ଫସଲ ନଷ୍ଟ ହେଉଛି  । ଆଜି ଏମିତି ଏକ ଅଘଟଣ ଦେଖିବାକୁ ମିଳିଛି…

ବହୁଚର୍ଚ୍ଚିତ ଫିରିଙ୍ଗିଆ ଥାନା ପୋଡି ଘଟଣା: ମାଷ୍ଟର ମାଇଣ୍ଡ ଗିରଫ

ବାଲିଗୁଡା: ଧରାପଡିଲା ମାଷ୍ଟର ମାଇଣ୍ଡ  । ବହୁଚର୍ଚ୍ଚିତ ଫିରିଙ୍ଗିଆ ଥାନା ପୋଡି ଘଟଣାର  ମୁଖ୍ୟ ଅଭିଯୁକ୍ତ ବିଶ୍ବ ରଞ୍ଜନ କହଁର ଗିରଫ  ।  ପୋଲିସ ବିଶ୍ବରଞ୍ଜନକୁ ନୟାଗଡ ସହରରୁ ଗିରଫ କରିଥିବା ସୂଚନା ମିଳିଛି  । ବିଶ୍ବରଞ୍ଜନକୁ ମିଶାଇ ମାମଲାରେ ଏଯାବତ ଗିରଫ ସଂଖ୍ୟା ୨୪ରେ ପହଞ୍ଚିଛି  ।…

ରାଜ୍ୟରେ ଏବେ ମାଳ ମାଳ ନକଲି ଶିକ୍ଷକ: ଯୋଗ୍ୟତା ପ୍ରମାଣ ପତ୍ର ଯାଞ୍ଚ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଗଣଶିକ୍ଷା ବିଭାଗ ସ୍କାନରରେ ଶତାଧିକ ନକଲି ଶିକ୍ଷକ । ରାଜ୍ୟରେ ନକଲି ଶିକ୍ଷକ ପ୍ରସଙ୍ଗ ଥମିବାର ନାଁ ଧରୁନି । ଗଣଶିକ୍ଷା ବିଭାଗ ସ୍କାନରରେ ଶତାଧିକ ଶିକ୍ଷକ ଥିବାବେଳେ ସମ୍ପୃକ୍ତ ଶିକ୍ଷକଙ୍କ ଯୋଗ୍ୟତା ପ୍ରମାଣପତ୍ର କଡାକଡି ଭାବେ ଯାଞ୍ଚ କରିବାକୁ ୩୦ଟି ଜିଲ୍ଲାର…

ଆକ୍ସନ ମୋଡରେ କମିଶନରେଟ୍ ପୋଲିସ: ରାତିଅଧରେ ବିଭିନ୍ନ ବାରରେ ରେଡ୍

ଭୁବନେଶ୍ବର: ଆକ୍ସନ ମୋଡରେ କମିଶନରେଟ୍ ପୋଲିସ୍  । ରାତିଅଧରେ ବିଭିନ୍ନ ବାରରେ ରେଡ୍ କରିଛି କମିଶନରେଟ୍ ପୋଲିସ । କଟକ ରୋଡରେ ଥିବା ୭ଟି ବାରରେ ଏକକାଳୀନ ଭାବେ ଚଢାଉ କରାଯାଇଛି  । ରେଡ୍ ହୋଇଥିବା ବାର୍ ଗୁଡିକ ମଧ୍ୟରେ ରହିଛି ରେନ୍ ବାର୍ , ଜେଏଲପି ବାର୍, ପେଣ୍ଟାଗନ୍ ବାର୍, ପ୍ରିନ୍ସ…

ଆସୁଛି ସ୍ଵାଧୀନତା ଦିବସ: ରାଜଧାନୀ ରାଜପଥରେ ମଧ୍ୟରାତ୍ରୀରେ ଚାଲିଛି ବ୍ଲକିଂଚେକିଂ

ଭୁବନେଶ୍ଵର: ସ୍ଵାଧୀନତା ଦିବସ ପାଇଁ କଡାକଡି ସୁରକ୍ଷା ବ୍ୟବସ୍ଥା । ଭୁବନେଶ୍ଵରର ପ୍ରତ୍ୟେକ ଛକରେ ଚାଲିଛି କଡାକଡି ଚେକିଂ । ଶନିବାର ରାତିରେ ଜୋରଦାର ଚେକିଂ ଚାଲୁଥିବା ଦେଖିବାକୁ ମିଳିଛି । ସ୍ଵାଧୀନତା ଦିବସ ଯାଏ ଏହିପରି ରାତିରେ ବ୍ଲକିଂ ଚେକିଂ ଚାଲିବ । ସୂଚନା ଅନୁସାରେ, କଟକ…

ଆକ୍ସନ ମୋଡରେ ଅବକାରୀ ବିଭାଗ: ନାବାଳିକା ଥିଲେ ଫସିବେ ବାର୍ ମାଲିକ

ଭୁବନେଶ୍ବର : ଆକ୍ସନ ମୋଡରେ ଅବକାରୀ ବିଭାଗ  । ଡ୍ୟାନ୍ସ ବାରରେ ନାବାଳିକା ନିୟୋଜିତ ଥିଲେ ଫସିବେ ବାର୍ ମାଲିକ  । ୨୧ ବର୍ଷରୁ କମ୍ ବୟସର ନାବାଳିକା ଥିଲେ କାର୍ଯ୍ୟାନୁଷ୍ଠାନ ହେବ  । ଶୁଭଲକ୍ଷ୍ମୀ ଘଟଣା ପରେ ଚେତିଛି ଅବକାରୀ ବିଭାଗ  । ଭୁବନେଶ୍ବରର ସବୁ ଡ୍ୟାନ୍ସ  ବାରରେ ରେଡ୍ ହେବ…

ଆଜି ବିଶ୍ୱ ହସ୍ତୀ ଦିବସ, ନନ୍ଦନକାନନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ଵର: ଆଜି ବିଶ୍ୱ ହସ୍ତୀ ଦିବସ। ହାତୀଙ୍କ ପାଇଁ ଦିନଟିଏ । ଏମାନଙ୍କ ସୂରକ୍ଷା ପାଇଁ ସାଧାରଣରେ ଜନସଚେତନତା ସୃଷ୍ଟି କରିବା ପାଇଁ ହସ୍ତୀଦିବସ ପାଳନ ହୋଇଥାଏ । ଐତିହ୍ୟ ପ୍ରାଣୀ ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨କୁ ହସ୍ତୀ ଦିବସ ଭାବେ ପାଳନ କରାଯାଇ…

ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣା : ଉଦବେଗ ପ୍ରକାଶ କଲେ ରାଜ୍ୟ ମହିଳା କମିଶନର

ଭୁବନେଶ୍ଵର: ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନର । ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି। ସେପଟେ…

ଚନ୍ଦ୍ରଶେଖରପୁର ନନ୍ଦନବିହାରରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

ଭୁବନେଶ୍ଵର: ଚନ୍ଦ୍ରଶେଖରପୁର ନନ୍ଦନନବିହାରରେ ଅଗ୍ନିକାଣ୍ଡ । ନନ୍ଦନବିହାର ସ୍କାୟେଟେକ୍ ଇନଫୋସିଟି ଭିଲାରେ ଅଗ୍ନିକାଣ୍ଡ । ତିନିମହଲା ଉପରେ ଲାଗିଛି ନିଆଁ । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ନିଆଁ ଭିତରୁ ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ସୂଚନା…

କମୁଛି ହୀରାକୁଦ ଜଳସ୍ତର: ଟଳିଲା ବନ୍ୟା ବିପଦ

ସମ୍ବଲପୁର ; କମୁଛି ହୀରାକୁଦ ଜଳସ୍ତର । ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୨୦ଟି ଗେଟ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଳସ୍ତର ୬୨୦ ଫୁଟ ତଳକୁ ଖସିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୭୫ହଜାର କ୍ୟସେକ ଜଳ ପ୍ରବେଶ କରୁଥିବା ବେଳେ ୩ଲକ୍ଷ ୫୦ହଜାର ଜଳ ନିଷ୍କାସିତ ହେଉଛି ।…