Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍ ।…

ଆଜିଠୁ ୩ ଦିନ ପ୍ରବଳ ବର୍ଷିବ! ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ,…

୫ ଦିନ ପରେ ଆନ୍ଦୋଳନ ପ୍ରତ୍ୟାହାର କାଲା ଡ୍ରାଇଭର ସଙ୍ଘ

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲା ଡ୍ରାଇଭର ସଙ୍ଘ । ୫ଦିନ ପରେ ପ୍ରତ୍ୟାହାର ହେଲା ଡ୍ରାଇଭର ଆନ୍ଦୋଳନ । ଆଜିଠୁ ପୁଣିଥରେ ଷ୍ଟିୟରିଂ ଧରିଲେ ରାଜ୍ୟର ହଜାର ହଜାର ଡ୍ରାଇଭର । ୭ଦଫା ଦାବି ନେଇ ସରକାରଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା ବେଳେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଥିବା ଘୋଷଣା…

କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା; ସାଙ୍ଘାତିକ ଅଭିଯୋଗ ଆଣିଲେ ପୀଡ଼ିତାଙ୍କ ବାପା..

ବାଲେଶ୍ବର: ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଜଣେ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା । ପ୍ରିନ୍ସିପାଲ ଓ ଏଚଓଡିଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ପୀଡ଼ିତାଙ୍କ ବାପା । ସେ କହିଛନ୍ତି ମୋ ଝିଅକୁ ପ୍ରିନ୍ସିପାଲ ମାନସିକ ନିର୍ଯାତନା ଦେଇଛନ୍ତି । ପ୍ରିନ୍ସିପାଲ କହିଥିଲେ ସବୁ…

ଡ୍ରାଇଭର ସଂଘରେ ଫାଟ; ମୁହଁ ଖୋଲିଲେ ସଭାପତି ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ୱର: ଡ୍ରାଇଭର୍ ସଂଘରେ ଫାଟ ନେଇ ସଂଙ୍ଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କାନ୍ଦି କାନ୍ଦି ଭିଡିଓ ଜାରି କଲେ ମେଣ୍ଡୁଲି । ଡ୍ରାଇଭର୍ ଭାଇମାନେ ବିଚାର କରନ୍ତୁ, ଏ ସମୟ ଆଉ ପାଇବନି ବୋଲି ସେ କହିଛନ୍ତି । ଯେଉଁ ଭାଇମାନେ ମାଲିକଙ୍କୁ ଚାହୁଁଛନ୍ତି,…

ଓଡ଼ିଶା ଆସୁଛନ୍ତି ମହାମହିମ; କମିଶନରେଟ୍ ପୋଲିସର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୧୪ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଛି । ୧୪ ତାରିଖ ଅପରାହ୍ନରେ ନୂଆଦିଲ୍ଲୀରୁ…

ଗିରଫଦାରି ପଛରେ ବିଜେଡିର ଷଡ଼ଯନ୍ତ୍ର ରହିଛି: ଅର୍ଚ୍ଚନା ନାଗ

ଭୁବନେଶ୍ବର: ବିଜେଡି ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା ନାଗ । ତାଙ୍କ ଗିରଫଦାରି ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା କହିଲେ ଅର୍ଚ୍ଚନା । ଏହି ସମୟରେ ସେ ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇ ତାଙ୍କ ଉପରେ ବର୍ଷିଲେ । ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ ଟାର୍ଗେଟ୍‌ କଲେ ଅର୍ଚ୍ଚନା…

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗରରୁ ଦକ୍ଷିଣ ପୂର୍ବ ଆଡକୁ ଟ୍ରପ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଆସନ୍ତା ୧୩ ତାରିଖରୁ ଅଧିକ ବର୍ଷା ହୋଇପାରେ ବୋଲି…

ଆଜିଠୁ ଗଡ଼ିଲା ଘରୋଇ ବସ୍; ସେପଟେ, ୪ର୍ଥ ଦିନରେ ଜାରି ରହିଛି ଡ୍ରାଇଭରଙ୍କ ଆନ୍ଦୋଳନ

ଭୁବନେଶ୍ବର: ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ । ୪ ଦିନ ପରେ ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ ହୋଇଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଗଡ଼ିଲା ବସ୍ । ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ଏଥିପାଇଁ…

୧୬ତମ ରୋଜଗାର ମେଳା; ଓଡ଼ିଶାରୁ ୨୦୦ ପାଇବେ ନିଯୁକ୍ତି

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୬ତମ ରୋଜଗାର ମେଳା ଆଜି ଦେଶର ୪୭ଟି ସ୍ଥାନରେ ଅନୁଷ୍ଠିତ ହେବ । ଏଥି ମଧ୍ୟରେ ଓଡିଶାର ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମଠାରେ ମଧ୍ୟ ଏହି ମେଳା ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓି କନଫରେନ୍ସିଂରେ ଯୋଗଦେଇ…