Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବିଜେପି ଯୁବ ମୋର୍ଚ୍ଚାର ବିଜେଡିକୁ ଟାର୍ଗେଟ

ଭୁବନେଶ୍ୱର : ଦିଲ୍ଲୀ ବିମାନବନ୍ଦରରେ ବିଜେଡି ନେତା ମଦପିଇବା ଘଟଣାସହ ଗଣ୍ଡଗୋଳ କରିଥିବାର ଅଭିଯୋଗକୁ ନେଇ ବିଜେପି ଯୁବ ମୋର୍ଚ୍ଚା ବିଜେଡିକୁ ଟାର୍ଗେଟ କରିଛି  ।  ସାମ୍ବାଦିକ ସମ୍ମିଳନୀରେ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ବିଜେଡି ସରକାରଙ୍କୁ ଘେରିଥିଲେ  । ରାଜ୍ୟରେ…

ଜଳସାଥୀମାନଙ୍କ ସଶକ୍ତୀକରଣ ଉପରେ କର୍ମଶାଳା

ଭୁବନେଶ୍ୱର :  ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ପରିଚାଳିତ ବିଭିନ୍ନ ସହରାଞ୍ଚଳବିକାଶ କାର୍ଯ୍ୟକ୍ରମ ‌ ଗୁଡିକର  ରୂପାୟନ ଦାୟିତ୍ଵରେ ଥିବା ସିଟି ମିଶନ୍ ମ୍ୟାନେଜର୍ ମାନଙ୍କ‌୍ୟ କାର୍ଯ୍ୟ ପରିଚାଳନା ସଂପର୍କରେ ସମୀକ୍ଷା ଓ ଜଳସାଥୀଙ୍କ ପ୍ରଶିକ୍ଷଣ ଉପରେ ଏକ…

ମୋଦୀଙ୍କ ବିରୋଧରେ ନୀତିଶଙ୍କ ପ୍ରାୟାସ ବିଫଳ ହେବ

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୀତିଶ ଆଗାମୀ ଦିନରେ ଭେଟିବା ପ୍ରସଙ୍ଗରେ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ କଟାକ୍ଷ କରିଛନ୍ତି  । ନୀତିଶ କୁମାରଙ୍କୁ ନୂଆ ମୁଲ୍ଲା ବୋଲି କହିଛନ୍ତି ପୃଥ୍ୱୀରାଜ  । ନୂଆ ମୁଲ୍ଲା  ପାଞ୍ଚ ଥର ନମାଜ ପଢିବା ପରି, ନୀତିଶ କୁମାର…

୨୦୨୪ ନିର୍ବାଚନ ପାଇଁ ନେତାଙ୍କୁ ଟାର୍ଗେଟ ଦେଇଛି ବିଜେଡି

ଭୁବନେଶ୍ୱର :  ବିଜେଡି ବିଧାୟକ, ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକଙ୍କ ବୈଠକ ଶେଷ  । ସଂଗଠନକୁ କିପରି ସଂଗଠିତ, ବିସ୍ତାର ଓ ତୃଣମୂଳସ୍ତରରୁ ମଜବୁତ କରିହେବ ସେନେଇ ବିଜେଡିର ମାନସ ମନ୍ଥନ ଶେଷହୋଇଛି । ୨୦୨୪ ନିର୍ବାଚନ ପାଇଁ ନେତାଙ୍କୁ ଟାର୍ଗେଟ ଦେଇଛି ଦଳ ।  ସଂଗଠନକୁ କିପରି ଚଳଚଞ୍ଚଳ…

୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ସଙ୍ଗଠନକୁ କରିବ ଚଳଚଞ୍ଚଳ

ଭୁବନେଶ୍ୱର: ବିଜେଡିର ସାଙ୍ଗଠନିକ ବୈଠକ ଆରମ୍ଭ ହୋଇଯାଇଛି । ସାଙ୍ଗଠନିକ ପ୍ରସଙ୍ଗରେ ଚାଲିଛି ମାନସମନ୍ଥନ  । ବରିଷ୍ଠ ପର୍ଯ୍ୟବେକ୍ଷକ, ଜିଲ୍ଲା ସଭାପତି ଓ ବରିଷ୍ଠ ନେତୃତ୍ୱ ଉପସ୍ଥିତ ଅଛନ୍ତି । ତୃଣମୂଳ ସ୍ତରରୁ ସଙ୍ଗଠନକୁ ମଜବୁତ କରିବା ପାଇଁ ଖସଡା ପ୍ରସ୍ତୁତ କରିବ ବିଜେଡି  ।  ବରିଷ୍ଠ…

ତିତିଲି ଫାଉଣ୍ଡେସନର ପଂଚମ ବାର୍ଷିକ ଉତ୍ସବ ପାଳିତ

ଭୁବନେଶ୍ୱର: ରାଜ୍ୟରେ ମହିଳା ଏବଂ ଶିଶୁ ବିକାଶ କ୍ଷେତ୍ରରେ କାର୍ଯ୍ୟ କରି ସେମାନଙ୍କୁ ଜୀବନ ଦକ୍ଷତା କାର୍ଯ୍ୟକଳାପ ପ୍ରଦାନ କରୁଥିବା ପ୍ରତିଷ୍ଠିତ ଅନନ୍ୟ ସଙ୍ଗଠନ ତିତିଲି ଫାଉଣ୍ଡେସନର ପଂଚମ ବାର୍ଷିକୀ ନାଗେଶ୍ୱର ଟାଙ୍ଗୀ ସ୍ଥିତ କାର୍ଯ୍ୟକଳାପ କେନ୍ଦ୍ରରେ ଅତି ଉତ୍ସାହ ଏବଂ ଆଡ଼ମ୍ବର ସହ…

ବିଜେପିର ମିଶନ TWO ସହ ସୁନୀଲଙ୍କ ସମ୍ପର୍କ

ଭୁବନେଶ୍ୱର : ଆଜିଠୁ ଓଡିଶା ଗ୍ରସ୍ତରେ ରାଜ୍ୟ ବିଜେପି ପ୍ରଭାରୀ ସୁନୀଲ ବଂଶଲ  । ଓଡିଶାର ନୂଆ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ସୁନୀଲ ବଂଶଲଙ୍କ ଏହା ପ୍ରଥମ କାର୍ଯ୍ୟକ୍ରମ  । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦୁଇଦିନ  ଓଡ଼ିଶା ଗସ୍ତର ଆସିଥିବା ବେଳେ ଓଡିଶାରେ ବିଜେପି ସରକାର ଗଠନ ହେବାକୁ…

ବାଉନସର ରଖିବାପାଇଁ ଦରକାର ଅନୁମତି

ଭୁବନେଶ୍ୱର : ବାଉନସର ରଖିବାପାଇଁ ଦରକାର ଅନୁମତି । କମିଶନରେଟ ପୋଲିସ ବିନା ଅନୁମତିରେ ବାର ମାଲିକ ମାନେ ବାଉନସର ରଖିପାରିବେନାହିଁ   । ୨ ମାସ ପର୍ଯ୍ୟନ୍ତ ବାର ମାନଙ୍କରେ ଏହି ନିୟମ ଲାଗୁ ରହିବ  । ସେପ୍ଟେମ୍ବର ୭ ରୁ ନଭେମ୍ୱର ୫ ପର୍ଯ୍ୟନ୍ତ ନିୟମ ଲାଗୁ କରାଯିବ  । ସୁରକ୍ଷା ଦୃଷ୍ଟିରୁ…

ଅପରାଜିତାଙ୍କୁ ତୀବ୍ର ବିରୋଧ

ଭୁବନେଶ୍ୱର :  ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେପି କର୍ମୀଙ୍କ ବିରୋଧ । ବେଗୁନିଆର ମଣ୍ଡଳ ସଭାପତି ମାନଙ୍କ ସହ ୪୦ ପଞ୍ଚାୟତର ବିଜେପି କର୍ମୀ ଓ ସମର୍ଥକମାନେ ସାଂସଦଙ୍କୁ ଖୋଲାଖୋଲି ବିରୋଧ କରିଛନ୍ତି। ବିଜେପି ଦଳୀୟ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟଙ୍କୁ ଅଣଦେଖା କରି ସାଂସଦ…

ରାଜ୍ୟ ସରକାରଙ୍କୁ ଘେରିବ ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର : ଏନସିଆରବି ରିପୋର୍ଟ-୨୦୨୧ରେ ରାଜ୍ୟରେ ମହିଳା ବିରୋଧୀ ହିଂସା  ବୃଦ୍ଧି ପାଇଥିବାର ଉଲ୍ଲେଖ ରହିଛି  ।  ମହିଳା ଅପହରଣ, ମହିଳା ଅସଦାଚରଣ, ବଳାତ୍କାର, ନାବାଳିକା ଯୈାନ ନିଯ୍ୟାତନା, ମହିଳା ଉତ୍ପୀଡନ ପୂର୍ବ ବର୍ଷ ଅପେକ୍ଷା ବୃଦ୍ଧି ପାଇଛି୍  ।  ୨୩ ବର୍ଷର ନିରୁଙ୍କଶ ଶାସନ ପରେ…