Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଶ୍ରୀଲିଙ୍ଗରାଜ ମନ୍ଦିରରରୁ ସେବାୟତ ଖସିପଡ଼ିବା ଘଟଣା: ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି

ଭୁବନେଶ୍ବର: ମହାଶିବରାତ୍ରିରେ ମହାଦୀପ ଉଠାଇବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରରୁ ଜଣେ ସେବାୟତ ତଳେ ପଡି ଆହତ ହେବା ଘଟଣା । ଏହାକୁ ଅତି ଗୁରୁତର ସହ ନେଇଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) । ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି ଲେଖି ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା…

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି । ବିଜେପିର ଅବଦାନ…

‘ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ, ସରକାର ନୀରବଦ୍ରଷ୍ଟା’

ଭୁବନେଶ୍ବର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ ବରମୁଣ୍ଡା ମଞ୍ଚରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଯାଇଛନ୍ତି । ରାହୁଲ କହିଛନ୍ତି, “ଏମାନେ କୁଆଡ଼େ…

ଓଡ଼ିଶା ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍; ‘ଗରିବ ଲୋକଙ୍କର ସମ୍ପତ୍ତି ଲୁଟୁଛନ୍ତି’

ଭୁବନେଶ୍ବର: କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓଡ଼ିଶାରେ ବିଜେପି ଉପରେ ଜୋରଦାର ବର୍ଷିଛନ୍ତି । ସେ କହିଛନ୍ତି, ଓଡ଼ିଶା ସରକାର କେବଳ ଗରିବଙ୍କୁ ଲୁଟୁଛନ୍ତି । ପ୍ରଥମେ ବିଜେଡି ଲୁଟୁଥିଲା, ଏବେ ବର୍ତ୍ତମାନର ସରକାର ଲୁଟୁଛି । ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ…

ଆଦାନୀ ଓ ତାଙ୍କ ପରିବାର ପାଇଁ ରଥକୁ ରୋକାଗଲ: ରାହୁଲ

ଭୁବନେଶ୍ବର: ଆଜି କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେଇଛନ୍ତି । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ରାହୁଲଙ୍କ ପ୍ରଥମ ଓଡ଼ିଶା ଗସ୍ତ । ଏହି ଅବସରରେ ସେ ପୁରୀ ରଥଯାତ୍ରା…

ବିସ୍ଫୋରକ ଲୁଟ୍‌ ମାମଲା; ମାଓବାଦୀ ଇନଫର୍ମର ଜର୍ଜ ମୁଣ୍ଡାକୁ ରିମାଣ୍ଡରେ ନେଲା ଏନଆଇଏ

ଭୁବନେଶ୍ବର: ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ଅଞ୍ଚଳରୁ ୫ ଟନ୍‌ ବିସ୍ଫୋରକ ଲୁଟ୍‌ ମାମଲା । ମାଓବାଦୀ ଇନ୍‌ଫର୍ମର ଜର୍ଜ ମୁଣ୍ଡାକୁ ଆଜି ରିମାଣ୍ଡରେ ନେଲା ଜାତୀୟ ତଦନ୍ତକାରୀ ସଂସ୍ଥା । ଝାରପଡ଼ା ଜେଲ୍‌ରୁ ଅଭିଯୁକ୍ତ ଜର୍ଜକୁ ରିମାଣ୍ଡରେ ନେଇ ଭୁବନେଶ୍ବରସ୍ଥିତ…

ବାହାରି ପାରିଲାନି ନିଷ୍କର୍ଷ; ଜାରି ରହିବ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର: ଆଜି ମଧ୍ୟ ରାଜ୍ୟରେ ଜାରି ରହିବ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ । ଖାରବେଳ ଭବନରେ ବସିଥିବା ରାଜ୍ୟ ପରିବହନ ମନ୍ତ୍ରୀ, କମିଶନର ଓ ସଚିବଙ୍କ ସହ ୪ ଘଣ୍ଟାର ବୈଠକ ପରେ ବି ବାହାରିପାରିଲାନି କୌଣସି ନିଷ୍କର୍ଷ । ଡ୍ରାଇଭର ସଙ୍ଘର ସଦସ୍ୟଙ୍କ ସହ ସେମାନଙ୍କ ଦାବି ନେଇ ଆଲୋଚନା ହୋଇଥିବା…

ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ଧର୍ମଘଟ

ଭୁବନେଶ୍ବର: ଆଜି ଭାରତ ବନ୍ଦ । ଚାଷୀ ଏବଂ ଗ୍ରାମୀଣ ଶ୍ରମିକ ସଂଗଠନ ସହ ୧୦ଟି କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନର ଏକ ମିଳିତ ମଞ୍ଚ ଦ୍ୱାରା ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି । ଏଥିରେ ବ୍ୟାଙ୍କିଙ୍ଗ, ବୀମା, ଡାକ ସେବାଠାରୁ କୋଇଲା ଖଣିରେ କାମ କରୁଥିବା ଶ୍ରମିକ ସମେତ ବିଭିନ୍ନ କ୍ଷେତ୍ରରେ ୨୫…

ଛାତ ଉପରେ ଏବଂ ସହରାଞ୍ଚଳ ଉଦ୍ୟାନ କୃଷିକୁ ପ୍ରୋତ୍ସାହନ ପାଇଁ ଶୁଭାରମ୍ଭ ହେଲା ଅଭିଯାନ ରଥ

ଭୁବନେଶ୍ଵର: କୃଷି ଭବନଠାରେ ଛାତ ଉପରେ ଉଦ୍ୟାନ ଓ ସହରାଞ୍ଚଳ ଉଦ୍ୟାନକୃଷି ରଥର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ l ଏହି ଅବସରରେ ଶ୍ରୀ ସିଂହଦେଓ କହିଛନ୍ତି ଯେ, ଆଜିର ସମୟରେ ରାଜ୍ୟର ସହରଗୁଡ଼ିକରେ ସବୁଜ ସ୍ଥାନ ହ୍ରାସ, କଂକ୍ରିଟ୍ କୋଠା…

ଆଗାମୀ ଦିନରେ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ

ଭୁବନେଶ୍ୱର: ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଦ୍ୱାଦଶ ପାଳି । ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତକାଳ ପଦକ୍ଷେପ ନେଇଛନ୍ତି । ଆଜି…