Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଓଡିଶାବାସୀଙ୍କ ପାଇଁ ଖୁସି ଖବର, ନନ୍ଦନକାନନକୁ ଆସିବେ ଚିତା ବାଘ

ଭୁବନେଶ୍ୱର: ପଶୁ ପ୍ରେମୀଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିବେ ନୂଆ ଅତିଥି । ନନ୍ଦନକାନନ ନିର୍ଦ୍ଦେଶକ ସନଥ କୁମାରଙ୍କ କହିବାନୁସାରେ, ଖୁବ୍ ଶୀଘ୍ର ଚିଡିଆଖାନାରେ ଚିତାବାଘ ଦେଖିବାକୁ ମିଳିବେ । ଆଉ ଏବେ ରାଜ୍ୟବାସୀଙ୍କୁ ଚିତା ବାଘ ଦେଖିବାକୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ…

ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର: ଆସନ୍ତା ହୋଲି ଏବଂ ଦୋଳ ଯାତ୍ରା ପର୍ବ ସମୟରେ ସୁଗମ, ଆରାମଦାୟକ ଏବଂ ଉତ୍ତମ ଯାତ୍ରା ସୁବିଧା ଜାରି ରଖିବା ପାଇଁ, ପୂର୍ବତଟ ରେଳପଥ ଏକାଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବା ପାଇଁ ଘୋଷଣା କରିଛି । ଅତିରିକ୍ତ ଯାତ୍ରୀ ଭିଡ଼ ଦୂର କରିବା ଏବଂ ଦେଶର ଗୁରୁତ୍ୱପୂର୍ଣ୍ଣ…

Ignou: ଫେବୃଆରୀ ୨୮କୁ ବଢ଼ିଲା ଇଗ୍ନୋର ନାମଲେଖା ଅବଧି

ଭୁବନେଶ୍ବର: ଇଗ୍ନୋର ନାମଲେଖା ଅବଧିକୁ ଚଳିତମାସ ୨୮ ତାରିଖକୁ ବୃଦ୍ଧି କରାଯାଇଛି । ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରୀ ୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃପଞ୍ଜିକରଣ ସମୟ ଅବଧିକୁ ମଧ୍ୟ ଚଳିତମାସ ୨୮ ତାରିଖ ପର୍ଯ୍ୟନ୍ତ…

ବିଧାନସଭା ବଜେଟ ଅଧିବେଶନ ଆରମ୍ଭ: ‘ଓଡିଶା ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ’

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ ଆଗତ କରିବେ । ବିଧାନସଭାର ପ୍ରଥମ ଦିନରେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ସେ କହିଛନ୍ତି, ସମୃଦ୍ଧ…

‘ସାହିତ୍ୟ ମାଧ୍ୟମରେ ଜାତିର ଉତ୍ଥାନ୍ନ କୃଷ୍ଣପ୍ରସାଦଙ୍କର ଲକ୍ଷ୍ୟ ଥିଲା’

ଭୁବନେଶ୍ବର: ସ୍ୱନାମଧନ୍ୟ ଦାର୍ଶନିକ-ସାହିତ୍ୟିକ କୃଷ୍ଣପ୍ରସାଦ ମିଶ୍ର ସ୍ମୃତି ସଂସଦ ଓ ସ୍ନାତକୋତ୍ତର ଦର୍ଶନ ବିଭାଗର ମିଳିତ ଆନୁକୂଲ୍ୟରେ ଏବଂ ପ୍ରଫେସର ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ୩୩ତମ କୃଷ୍ଣପ୍ରସାଦ ବାର୍ଷିକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି । ରେଭେନ୍ସା…

Weather Report: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା: ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି । ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁସାରେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାଧାରଣ ତାପମାତ୍ରାଠାରୁ ପ୍ରାୟ ୩ ଡିଗ୍ରୀ କମ୍‌ ରହିଛି ।…

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳପଥ ଟନେଲ୍ ୭ରେ ଆଧୁନିକ ସୁରକ୍ଷା ପ୍ରଣାଳୀ ସ୍ଥାପନ କଲା ପୂର୍ବ ତଟ ରେଳପଥ

ଭୁବନେଶ୍ୱର: ପୂର୍ବ ତଟ ରେଳପଥ ସୁରକ୍ଷିତ, ବିଶ୍ୱସନୀୟ ଏବଂ ଯାତ୍ରୀ କୈନ୍ଦ୍ରିକ ରେଳ ପରିଚାଳନା ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି, ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସୁଡ଼ଙ୍ଗ ନମ୍ବର ୭ରେ ବ୍ୟାପକ, ଅତ୍ୟାଧୁନିକ ସୁରକ୍ଷା ଏବଂ ଜରୁରୀକାଳୀନ ପରିଚାଳନା ବ୍ୟବସ୍ଥା…

ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ଆଗୁଆ ନାମଲେଖା

ଭୁବନେଶ୍ୱର: ଚଳିତ ବର୍ଷ ସ୍ନାତକ, ସ୍ନାତକୋତ୍ତର ନାମଲେଖା ଆଗୁଆ ହେବ । ଜୁଲାଇ ମାସ ଦ୍ୱିତୀୟ ସପ୍ତାହରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି । ଏହାକୁ ଦୃଷ୍ଟିରେ ରଖି ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା (ସିପିଇଟି)କୁ ଆଗୁଆ କରାଯିବ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ ପ୍ରକାଶ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଚରଣ ଲେଙ୍କା । ଚିକିତ୍ସାଧୀନ ଅବସ୍ଥାରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ସେ ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ମନ୍ତ୍ରୀ ଏବଂ…

ମାର୍ଚ୍ଚ ୨୨ରେ ଅନୁଷ୍ଠିତ ହେବ ପୁରାତନ ଛାତ୍ର ସଂସଦ ‘ବିଜେବି ଫ୍ରେଣ୍ଡସ୍’ର କର୍ମକର୍ତ୍ତା ନିର୍ବାଚନ

ଭୁବନେଶ୍ବର: ବିଜେବି କଲେଜର ପୁରାତନ ଛାତ୍ର ସଂସଦ ‘ବିଜେବି ଫ୍ରେଣ୍ଡସ୍’ର କର୍ମକର୍ତ୍ତା ନିର୍ବାଚନ ଆସନ୍ତା ୨୨ ମାର୍ଚ୍ଚ ୨୦୨୬ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ନିର୍ବାଚନରେ ସଂସଦର ନୂତନ ପଦାଧିକାରୀ ଚୟନ କରାଯିବ। ବିଜେବି କଲେଜର ପୁରାତନ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ…